୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ
ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍ ନଭ୍ନୀତ୍ କୁମାର ଫେବୃୟାରୀ ୨୬ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଥିବା ବେଳେ ସୋମବାର ଦଣ୍ଡାଦେଶ ଦେଇଛନ୍ତି।…
ଗର୍ଭପାତ ସମୟସୀମା ବୃଦ୍ଧି ବିଲ୍ ଲୋକ ସଭାରେ ଆଗତ
ନୂଆଦିଲ୍ଲୀ,୩ା୩(ପି.ଟି.): ହସ୍ପିଟାଲ ଦ୍ୱାରା ଅନୁମୋଦିତ ଗର୍ଭପାତ ପାଇଁ ସର୍ବାଧିକ ସମୟସୀମା ୨୦ ସପ୍ତାହରୁ ୨୪ ସପ୍ତାହକୁ ବଢ଼ାଇବା ପାଇଁ ଏକ ବିଲ୍ ସୋମବାର ଲୋକ ସଭାରେ ଆଗତ ହୋଇଛି। ଦିଲ୍ଲୀ ଦଙ୍ଗାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ଚାଲିଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ…
ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା
ତେଜ୍ପୁର,୩ା୩: ଆସାମର ବିଶ୍ୱନାଥ ଜିଲା ଅନ୍ତର୍ଗତ ଚକ୍ଲା ଗ୍ରାମରେ ଜଣେ ନାବାଳିକା(୧୨)ଙ୍କୁ ଗଣବଳାତ୍କାର କରାଯିବା ପରେ ମାରି ଗଛରେ ଟଙ୍ଗାଇ ଦିଆଯାଇଛି। ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଥିବା ବେଳେ ୭ ସ୍କୁଲ ଛାତ୍ରଙ୍କୁ ଅଟକ ରଖାଯାଇଥିବା ପ୍ରକାଶ। ହାଇସ୍କୁଲ ପରୀକ୍ଷା…
ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ
ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍ ସମ୍ପ୍ରଦାୟ ନିଷ୍ପତ୍ତି ନେଇଛନ୍ତି। ଏହି ଜମିକୁ ନେଇ ୨୦୧୪ରେ ଦଙ୍ଗା ସୃଷ୍ଟି ହୋଇଥିଲା। ନିକଟରେ…
ପାର୍ଲାମେଣ୍ଟରେ ଶାସକ- ବିରୋଧୀ ଧସ୍ତାଧସ୍ତି
ନୂଆଦିଲ୍ଲୀ,୩ା୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଥିବା ବେଳେ ଦିଲ୍ଲୀ ଦଙ୍ଗାକୁ ନେଇ ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିବା ସହ…
୩ କରୋନା ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩ା୩(ପି.ଟି.): ଭାରତରେ ଆଉ ୩ ଜଣ କରୋନା ରୋଗୀ ଦିଲ୍ଲୀ, ତେଲଙ୍ଗାନା ଓ ଜୟପୁରରୁ ଚିହ୍ନଟ ହୋଇଛନ୍ତି। ଇଟାଲୀରୁ ଦିଲ୍ଲୀ ଆସିଥିବା ବ୍ୟକ୍ତିଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ତେଲେଙ୍ଗାନାରେ କରୋନା ସଂକ୍ରମିତ ବ୍ୟକ୍ତି ଜଣକ ପୂର୍ବରୁ ଦୁବାଇ ଯାଇଥିଲେ…
ସୋସିଆଲ ମିଡିଆ ଛାଡ଼ିବେ ମୋଦି
ନୂଆଦିଲ୍ଲୀ,୩ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସୋସିଆଲ ମିଡିଆ ଛାଡ଼ିବା ନେଇ ଚିନ୍ତା କରୁଥିବା ସୋମବାର ଟୁଇଟ୍ କରି ଜଣାଇଛନ୍ତି। ଆସନ୍ତା ରବିବାର ପରେ ସେ ଟୁଇଟର, ଫେସ୍ବୁକ, ଇନ୍ଷ୍ଟାଗ୍ରାମ ଓ ୟୁଟ୍ୟୁବ୍ ଛାଡ଼ିପାରନ୍ତି ବୋଲି ଉଲ୍ଲେଖ କରିଛନ୍ତି । ଏଭଳି…
ପୁଣି ଅଟକିଲା ଫାଶୀ
ନୂଆଦିଲ୍ଲୀ, ୩ା୩(ପି.ଟି./ଆଇଏଏନ୍ଏସ୍): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କୁ ମଙ୍ଗଳବାର ଫାଶୀ ଦିଆଯିବ ନାହିଁ। ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟ ପୂର୍ବରୁ ଜାରି କରିଥିବା ଡେଥ୍ ଓ୍ବାରେଣ୍ଟ ଉପରେ ସୋମବାର ରୋକ ଲଗାଇଛନ୍ତି। ଫଳରେ ପରବର୍ତ୍ତୀ…
ଆର୍ଟିଓ ଯାଞ୍ଚ ଜୋରଦାର
ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ ଆର୍ଟିଓ…
୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା
ଅନୁଗୋଳ ଅଫିସ୍, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ଡୋର୍ରେ ଦଉଡ଼ି ଭିଡ଼ି ଜରୁରୀ ସେବା
ବଇଣ୍ଡା,୩।୩ (ଡି.ଏନ.ଏ.) – ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍ ଓ ପଛ ଡୋର୍ ଭାଙ୍ଗି ଯାଇଥିବା ବେଳେ ଏସି କି ଅକ୍ସିଜେନ ସିଲିଣ୍ଡର ମଧ୍ୟ କାମ କରୁନି। ଏପରି…
ମୋପେଡ୍କୁ ଧକ୍କାଦେଲା କାର୍: ଚାଳକ ମୃତ
ହିିଞ୍ଜିଳିକାଟୁ,୨।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିିଞ୍ଜିଳ ଥାନା ପୋଚିଲିମା ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ଜଣେ ମୋପେଡ୍ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଠୁରୁବୁରାଇ ଗ୍ରାମର ଲଡ଼ୁ କିଶୋର ଲେଙ୍କା (୬୦)। ପ୍ରକାଶ…
Archives


