Home

ଦିଲ୍ଲୀ ଦଙ୍ଗାରେ ମୃତ ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ମିଳିବ ଚାକିରି: କେଜରିଓ୍ବାଲ

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ଦଙ୍ଗାରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା। ଗୋଟିଏ ଦିନ ପରେ ଡ୍ରେନ୍‌ରୁ ତାଙ୍କ ମୃତଦେହ ମିଳିବା ପରେ ତାଙ୍କୁ ହତ୍ୟା କରଯାଇଥିବା କୁହାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଅଙ୍କିତ…

ଭାରତରେ ଚିହ୍ନଟ ହେଲେ ଆଉ ୨ କରୋନା ଭାଇରସ ସଂକ୍ରମିତ

ନୂଆଦିଲ୍ଲୀ,୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏବେ କରୋନା ଭାଇରସରେ ଭାରତର ଆଉ ୨ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡିଛି। ଏଥିମଧ୍ୟରୁ ଜଣେ ଦିଲ୍ଲୀର ହୋଇଥିବା ବେଳେ ଅନ୍ୟଜଣେ ତେଲେଙ୍ଗାନାର। ଦିଲ୍ଲୀର ବ୍ୟକ୍ତି…

୩୦ ବର୍ଷରେ ଟାଇଗର ଶ୍ରଫ୍‌: ଦିଶା ପାଟନୀଙ୍କ ଭିଡ଼ିଓକୁ ଲାଇକ୍‌ କଲେ ୫ ଲକ୍ଷରୁ ଅଧିକ ୟୁଜର

ମୁମ୍ବାଇ: ବଲଉଡ୍‌ରେ ୬ ପ୍ୟାକ୍‌କୁ ନେଇ ଚର୍ଚ୍ଚାରେ ଥିବା ଅଭିନେତା ଟାଇଗର ଶ୍ରଫ୍‌ ସୋମବାର ୩୦ ବର୍ଷରେ ପାଦ ଦେଇଛନ୍ତି। ୧୯୯୦ ମାର୍ଚ୍ଚ ୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ ହେମନ୍ତ ଶ୍ରଫ୍‌। ଜନ୍ମଦିନରେ ସାଙ୍ଗସାଥି…

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରାଯାଇଛି। ଶାହା ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି।…

ଟ୍ରାଫିକ ନିୟମକୁ ନେଇ ମୁହଁ ଖୋଲିଲେ ସୁର, ଜବାବ ରଖିଲେ ପଦ୍ମନାଭ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଟ୍ରାଫିକ ନିୟମ ଆଳରେ ବିଜେଡି ସରକାର ଆତଙ୍କରାଜ ଚଳାଇଛି। ଗାଡ଼ିମୋଟର ଯାଞ୍ଚ ନାଁରେ ପୋଲିସ ଓ ଆର୍‌ଟିଓ କର୍ମଚାରୀ ଲୋକଙ୍କ ଉପରେ ଜୁଲୁମ୍‌ କରିଛନ୍ତି। ଟ୍ରାଫିକ ନିୟମ ପାଇଁ କଡ଼ା ଜରିମାନା ଆଦାୟକୁ ଦୃଢ଼ ବିରୋଧକରି କଂଗ୍ରେସ ନେତା…

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଗତବର୍ଷ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟରେ…

ନିକ୍‌ଙ୍କ ସହ ଘୋଡ଼ା ଚଢ଼ି ବୁଲିଲେ ପ୍ରିୟଙ୍କା, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ସପ୍ତାହ ଶେଷରେ ଖୁବ୍‌ ଏନ୍‌ଜୟ କରୁଥିବା ଦେଖିବାକୁ ମିଳିଛି। ଏହି ସମୟର କିଛି ଫଟୋ ନିକ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ପ୍ରିୟଙ୍କା ଏବଂ ନିକ୍‌ ଘୋଡ଼ା…

ପ୍ରତିଦିନ ୨୫୦ ଗରିବଙ୍କୁ ଖାଦ୍ୟ ବଣ୍ଟନ କରୁଛନ୍ତି ଅଳଙ୍କାର ବ୍ୟବସାୟୀ

କୋଏମ୍ବାଟୁର,୨।୩: ସମାଜର ଗରିବଙ୍କ ପାଇଁ କାମ କରିବା ପ୍ରତିଟି ନାଗରିକଙ୍କ କର୍ତ୍ତବ୍ୟ। ଏଭଳି କାର୍ଯ୍ୟ କରି ତାମିଲନାଡୁର ଜଣେ ପୂର୍ବତନ ଅଳଙ୍କାର ବ୍ୟବସାୟୀ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ତୁଥୁକୁଡ଼ି ଜିଲାରେ ବାସ କରୁଥିବା ୬୩ ବର୍ଷ ବୟସ୍କ…

ଜୟପୁରରେ କୁକୁଡ଼ା ମଡକ: ଚିନ୍ତାରେ ଚାଷୀ

ଜୟପୁର, ୨।୩(ନି.ପ୍ର.): କୋରାପୁଟ ଜିଲା ଜୟପୁରରେ ଗତ କିଛି ଦିନ ହେବ କୁକୁଡ଼ା ମଡକ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଜୟପୁର ଓ ଏହାର ଆଖପାଖ ଅଞ୍ଚଳରେ ଶହ ଶହ ଦେଶୀ ପ୍ରଜାତିର କୁକୁଡ଼ା ମରୁଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ…

ଖାରଜ ହୋଇନି ଡେଥ୍‌ ଓ୍ବାରେଣ୍ଟ: ନିର୍ଭୟା ଦୋଷୀଙ୍କୁ ହୋଇପାରେ ଫାଶୀ!

ନୂଆଦିଲ୍ଲୀ,୨।୩: ନିର୍ଭାୟା ଗଣବଳାତ୍କାର ମାମଲାର ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ଖାରଜ ହେବା ପରେ ଏବେ ସେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଏହାକୁ ନେଇ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ…

ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା

ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ କରିବେ। ନୂଆ ପଦ୍ଧତିରେ ପରୀକ୍ଷା ହୋଇଥିବାରୁ ମୂଲ୍ୟାୟନରେ ସମୟ ଲାଗିବା ସହ ମୂଲ୍ୟାୟନକୁ ନିର୍ଭୁଲ…

ଏହି ବୃଦ୍ଧାଙ୍କ ଇଂଲିଶ୍‌ ଶୁଣିଲେ ଶଶି ଥରରୁ ବି ପ୍ରଶଂସା କରିବେ!

ବଲିଉଡ୍‌ ଫିଲ୍ମରେ ବହୁ ପ୍ରକାରର ଇଂଲିଶ ଶବ୍ଦକୁ ବ୍ୟବହାର କରାଯାଉଥିବା ଶୁଣିବାକୁ ମିଳିଥାଏ। କିନ୍ତୁ ଯଦି କଠିନରୁ କଠିନ ଇଂଲିଶ କଥା ଆସେ ତେବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ନାଁ ପ୍ରଥମେ ଆସିଥାଏ। ସେ ଏଭଳି ଶବ୍ଦ କହିଥାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri