Home

ବିମାନରେ ଯାତ୍ରା କରିବା ସମୟରେ ବ୍ୟବହାର କରିପାରିବେ ଫେସବୁକ୍‌, ଟୁଇଟର

ନୂଆଦିଲ୍ଲୀ,୨।୩: ବିମାନ ଯାତ୍ରା ସମୟରେ ଏଣିକି ଯାତ୍ରୀଙ୍କୁ ମିଳିବ ଆଉ ଏକ ସୁବିଧା। ଏବେ ଯାତ୍ରୀମାନେ ବିମାନରେ ଫେସବୁକ, ଟୁଇଟର ଆଦି ବ୍ୟବହାର ପାରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏବେ ଯାତ୍ରୀଙ୍କୁ ଓ୍ବାଇ ଫାଇ ସୁବିଧା ଯୋଗାଇ ଦେବାକୁ…

ଏକଦା ଅନ୍ୟ ଘରେ କାମ କରି ପେଟ ପୋଷୁଥିଲେ: ପରେ ହେଲେ ସୁପରଷ୍ଟାର, ଗିନିଜ୍‌ ବୁକ୍‌ରେ ପାଇଲେ ସ୍ଥାନ

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏମିତି ଅନେକ କଳାକାର ରହିଛନ୍ତି ଯେଉଁମାନେ କୌଣସି ନା କୌଣସି କାମକୁ ନେଇ ଅନ୍ୟଠାରୁ ଭିନ୍ନ। ଏମିତି ଜଣେ କଳାକାର ହେଲେ ଅଭିନେତ୍ରୀ ମନୋରମା। ସେ ହେଉଛନ୍ତି ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର। ‘ଆଚି’ ନାମରେ ଲୋକପ୍ରିୟ…

ସନ୍ତୁଳିତ ଖାଦ୍ୟ ଓ ଖୁସି

ଖୁସିରେ ରହିବାକୁ କିଏ ବା ନ ଚାହେଁ? ହେଲେ ଅନେକ କ୍ଷେତ୍ରରେ ଏହା ସମ୍ଭବ ହୋଇ ନ ଥାଏ। କାରଣ ପାରିପାର୍ଶ୍ୱିକ ପରିସ୍ଥିତି, କାର୍ଯ୍ୟଚାପ ଆମକୁ କେତେକ ସମୟରେ ଖୁସିଠାରୁ ଦୂରେଇ ରଖିଥାଏ। ତେବେ ନିଜକୁ ଅଧିକାଂଶ ସମୟ ଖୁସିର ମାହୋଲ…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୨।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଏହାସହ ଫାଶୀ ଦଣ୍ଡାଦେଶକୁ ସ୍ଥଗିତ ରଖିବାକୁ ମଧ୍ୟ କୋର୍ଟ ମନା କରି ଦେଇଛନ୍ତି। ଏବେ ପବନଙ୍କ…

ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା

ତିହିଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିରେ ସାମିଲ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କ ନିଲମ୍ବନ ଦାବିରେ ଏହି ଧାରଣା…

୭ ବର୍ଷ ପଛୁଆ ଦେଶ: ଏବେ ବି ଏଠାରେ ଚାଲିଛି ୨୦୧୨ ମସିହା

ଆଦିସ୍‌ ଆବା,୨।୩: ଏବେ ପୃଥିବୀ ସାରା ୨୦୨୦ ମସିହା ଚାଲିଛି। ତେବେ ଏପରି ଏକ ଦେଶ ରହିଛି ଯେଉଁଠି ଏବେ ବି ୨୦୧୨ ମସିହା ଚାଲିଛି। ଏହି ଦେଶ ପୃଥିବୀଠାରୁ ୭ ବର୍ଷ ୩ ମାସ ପଛୁଆ ରହିଛି। ଏପରି ଅଜବ…

୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା…

ଦକ୍ଷିଣ କୋରିଆ ଯାତ୍ରୀବାହୀ ବିମାନ ଉପରେ କଟକଣା ଜାରି କଲା ଭିଏତନାମ୍‌

ହନୋଇ,୨।୩: ଦକ୍ଷିଣ କୋରିଆରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭିଏତନାମ୍‌ ପକ୍ଷରୁ ଦକ୍ଷିଣ କୋରିଆ ବିମାନ ଉପରେ କଟକଣା ଜାରି କରାଯାଇଛି। ଦକ୍ଷିଣ କୋରିଆରୁ ଆସୁଥିବା ସମସ୍ତ ଯାତ୍ରୀବାହୀ ବିମାନକୁ ଭିଏତନାମ୍‌ ବାତିଲ କରିଛି। ଏନେଇ…

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ

କଟକ ଅଫିସ,୨।୩: କଟକ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା ଏବଂ ରାଣୀହାଟ ଅଞ୍ଚଳର ୯୫ଟି ଘରକୁ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ସେମାନଙ୍କୁ ଜଗତପୁର…

ରାଜଧାନୀରେ ଫେରୁଛି ଶାନ୍ତି, ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨।୩: ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ଶାନ୍ତି ଫେରୁଛି, ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ହେଲେ ଏହି ଦଙ୍ଗାରେ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟି ସୋମବାର ସୁଦ୍ଧା ଏହା ୪୬ରେ ପହଞ୍ଚିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ଏହା ଅଧିକ ପରିମାଣରେ…

ଖାଇବା ଲୁଣର ମାତ୍ରା

”ସମୁଦ୍ରରୁ ଲୁଣ ଉତ୍ପାଦନ କରାଯାଇଥାଏ, ଯାହାକୁ ଟେବୁଲ ଲୁଣ ବା ଖାଇବା ଲୁଣ ବୋଲି କୁହାଯାଇଥାଏ। ଏହାର ରାସାୟନିକ ନାମ ସୋଡିୟମ କ୍ଲୋରାଇଡ(NaCI)। ଗୋଟିଏ ସୋଡିୟମ ଓ କ୍ଲୋରିନ୍‌ ପରମାଣୁକୁ ନେଇ ଏହି ଅଣୁ ଗଠିତ ହୋଇଥାଏ, ଯାହାକୁ ଖାଇବା ଲୁଣ…

‘ଦେଶଦ୍ରୋହୀଙ୍କୁ ଗୁଳି କର’ ସ୍ଲୋଗାନ ଦେଇ ୩ ଭାଜପା କର୍ମକର୍ତ୍ତା ଗିରଫ

କୋଲକାତା,୨।୩: ପଶ୍ଚିମବଙ୍ଗ କୋଲକାତାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ଆୟୋଜିତ ଏକ ରାଲିରେ ଯୋଗଦେଇଥିଲେ। ଏହି ଅବସରରେ ୩ ଭାଜପା କର୍ମକର୍ତ୍ତା ‘ଦେଶଦ୍ରୋହୀଙ୍କୁ ଗୁଳି କର’ ସ୍ଲୋଗାନ ଦେଉଥିବାର ଦେଖିବାକୁ ମିଳିଥିଲା। ପରେ କୋଲକାତା ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri