Home

ଶାହରୁଖ୍‌ଙ୍କ ସ୍କେଚ୍‌ କଲେ ଅବରାମ: ଟୁଇଟରରେ ପ୍ରଶଂସା କଲେ କିଙ୍ଗ ଖାଁ

ମୁମ୍ବାଇ: ଶାହରୁଖ୍‌ ଖାଁଙ୍କ ପୁଅ ଅବରାମ ପିତାଙ୍କ ସ୍କେଚ୍‌ ଆଙ୍କିଛନ୍ତି। ଏହାକୁ ଦେଖି ଶାହରୁଖ୍‌ ଇମ୍ପ୍ରେସ୍‌ ହୋଇଯାଇଛନ୍ତି। ପୁଅର ସ୍କେଚ୍‌କୁ ଟୁଇଟରରେ ଶେୟାର କରିବା ସହିତ କିଙ୍ଗ୍‌ ଖାଁ ଢେର୍‌ ପ୍ରଶଂସା କରିଛନ୍ତି। ଏବେ ଏହା ଭାଇରାଲ ହେବାରେ ଲାଗିଛି। ବହୁ…

ବିଳାସପୂର୍ଣ୍ଣ କାର୍‌ ଛାଡି ଅଟୋରେ ଭାଣିଜୀର ମେହେନ୍ଦୀ ସେରିମନୀକୁ ଗଲେ ରବିନା

ମୁମ୍ବାଇ: ଫିଲ୍ମ ‘କେଜିଏପ୍‌ ଚାପ୍ଟର-୨’ରୁ ବଡ଼ ପରଦାକୁ ଫେରୁଥିବା ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ଏବେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ନିକଟରେ ସେ ନିଜର କିଛି ଫଟୋ ଓ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଏହି ଭିଡିଓରେ ନିଜର…

ଥକ୍କାପଣ ଦୂର କରିବାର ନୂଆ ଉପାୟ

କାର୍ଯ୍ୟଚାପରେ ଅନେକ ଥକି ପଡ଼ିଥାଆନ୍ତି। ଏଥିରୁ ନିଜକୁ ରକ୍ଷା କରିବାର ଏକ ସରଳ ତଥା ସହଜ ଉପାୟ ରହିଛି। ଯଦି ଜଣେ ବ୍ୟକ୍ତି ନିଜର ମାନସିକତାକୁ ସକାରାତ୍ମକ ରଖନ୍ତି ତେବେ ତାହା ନିଜ ପାଇଁ ଲାଭପ୍ରଦ ହୋଇଥାଏ। ‘ଥକ୍କାପଣ ଓ ସକାରାତ୍ମକ…

ପ୍ରେମ ପାଇଁ ଛାଡ଼ିଲେ ବନ୍ଧୁକ: ମାଓବାଦୀ ସଂଗଠନକୁ ପଛରେ ପକାଇ କଲେ ବିବାହ

ବସ୍ତର,୨।୩: ପ୍ରେମ କୌଣସି ପ୍ରତିବନ୍ଧକ ମାନେନା। ଏହାର ସଦ୍ୟତମ ଉଦାହରଣ ସୃଷ୍ଟି କରିଛନ୍ତି ମାଓବାଦୀ ସଂଗଠନରେ କାମ କରୁଥିବା ପ୍ରେମୀଯୁଗଳ। ମାଓବାଦୀ ସଂଗଠନରେ ପ୍ରେମ ଅବା ବିବାହ କରିବା ମନା। ତେବେ ଏହି ପ୍ରେମୀ ଯୁଗଳ ପୋଲିସ ନିକଟରେ ଆତ୍ମ ସମର୍ପଣ…

ସର୍ଭିକାଲ କ୍ୟାନ୍‌ସର ପାଇଁ ଟିକା

ସର୍ଭିକାଲ କ୍ୟାନ୍‌ସର (ଜରାୟୁ ଗ୍ରୀବା କର୍କଟ) ପାଇଁ ଏକ ଟିକା ନିକଟରେ ଉଦ୍ଭାବିତ ହୋଇଛି। ଡେନ୍‌ମାର୍କର କୋପନହେଗେନସ୍ଥିତ ଡ୍ୟାନିଶ୍‌ କ୍ୟାନସର ସୋସାଇଟିର କ୍ୟାନ୍‌ସର ବିଶେଷଜ୍ଞମାନେ ଦୀର୍ଘ ୫ବର୍ଷ ପରିଶ୍ରମ କରି ଏଥିରେ ସଫଳ ହୋଇଛନ୍ତି। ଉକ୍ତ ନୂତନ ଟିକାକୁ ‘ଏଚ୍‌ପିଭି ୧୬-୧୮…

ଗ୍ୟାସ୍‌ ଟର୍ମିନାଲରେ ନିଆଁ: ଜଳିଗଲା ବ୍ୟାପକ ଯନ୍ତ୍ରପାତି

ଚାନ୍ଦବାଲି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନି(ଆଦାନୀ) ପରିସରରେ ନିର୍ମାଣାଧୀନ ଏଲଏନ୍‌ଜି ଗ୍ୟାସ୍‌ ଟର୍ମିନାଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଛି। ନିର୍ମାଣ ସମୟରେ ଏକ ଗ୍ୟାସ୍‌ ଟାଙ୍କି ଲିକ୍‌ ହୋଇ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ସୋମବାର ସକାଳେ ଏହାକୁ…

ଆମେରିକା ଦୂତାବାସ ନିକଟରେ ୨ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨।୩: ଇରାକର ବାଗଦାଦ୍‌ଠାରେ ଥିବା ଆମେରିକା ଦୂତାବାସ ନିକଟସ୍ଥ ଗ୍ରୀନ୍‌ ଜୋନ୍‌ରେ ୨ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି। କ୍ଷେପଣାସ୍ତ୍ର ମାଡ଼ ହେବାପରେ ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗତ ଅକ୍ଟୋବରଠାରୁ ଇତିମଧ୍ୟରେ ଇରାକ ଉପରେ ୨୦ଥର କ୍ଷେପଣାସ୍ତ୍ର ମାଡ଼…

ସୁସ୍ଥ ହାର୍ଟ ପାଇଁ..

ହୃତ୍‌ପିଣ୍ଡ(ହାର୍ଟ) ସୁସ୍ଥ ରହିଲେ ଆମେ ନୀରୋଗ ରହିବା। କିନ୍ତୁ କେତେକ କାରଣରୁ ହାର୍ଟ ପ୍ରଭାବିତ ହେବା ଦ୍ୱାରା ଆମେ ହୃଦ୍‌ଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେଣୁ ହାର୍ଟକୁ କିପରି ସୁସ୍ଥ ରଖିବା ସେ ନେଇ ଆମେ ସଚେତନ ହେବା ନିହାତି ଦରକାର।…

କରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ବେଜିଂ,୨।୩: ସାରା ବିଶ୍ୱରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏବେ ଚାଇନାରେ ଏହା ୨,୯୧୨ରେ ପହଞ୍ଚିଛି ବୋଲି କୁହାଯାଉଛି। କରୋନା ଭାଇରସ ଯୋଗୁ ହୁବଇରେ ସବୁଠାରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ସେହିପରି ଇନାରରେ…

ପୋଷା କୁକୁରର ପଞ୍ଜିକରଣ ନ କଲେ ଦେବାକୁ ପଡ଼ିବ ଜରିମାନା !

ଗାଜିଆବାଦ,୨।୩: ପୋଷା କୁକୁର ପଞ୍ଜିକରଣ ନ କଲେ ଏଣିକି ମାଲିକଙ୍କୁ ଜରିମାନା ଦେବାକୁ ପଡ଼ିବ। ଉତ୍ତରପ୍ରଦେଶର ଗାଜିଆବାଦରେ ପୋଷା କୁକୁର ପଞ୍ଜିକରଣ ମଡ଼େଲ ସଫଳ ରହିଛି। ଏହାକୁ ଦୃଷ୍ଟିରେ ରଖି ମିରଠ, କାନପୁର ଓ ବାରାଣାସୀ ନଗର ନିଗମ ପକ୍ଷରୁ ଏହି…

ହ୍ରାସ ପାଉଛି ଆମ ଶରୀରର ସାଧାରଣ ତାପମାତ୍ରା

”ସାଧାରଣତଃ ଶିଶୁମାନଙ୍କ ଶରୀରର ହାରାହାରି ତାପମାତ୍ରା ଅଧିକ। ଅନ୍ୟପକ୍ଷରେ, ପୁରୁଷମାନଙ୍କର ନାରୀମାନଙ୍କ ତୁଳନାରେ କମ୍‌ । ପୁନଶ୍ଚ ଏହା କେତେକ ଜୀବରସ ବା ହରମୋନ୍‌ ପ୍ରତି ସମ୍ବେଦନଶୀଳ। ଉଦାହରଣସ୍ବରୂପ, ନାରୀମାନଙ୍କ ଋତୁଚକ୍ର କାଳରେ ଡିମ୍ବୋଦୟ ପରେ ଏଷ୍ଟ୍ରୋଜେନ୍‌ ହ୍ରାସ ଏବଂ ପ୍ରୋଜେଷ୍ଟେରୋନ୍‌…

୫୦୨ଜଣଙ୍କ ଉପରେ ୩.୭୫ ଲକ୍ଷ ଜରିମାନା କଲା ପୋଲିସ

ଭୁବନେଶ୍ୱର,୨।୩(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ ୫୦୨ଜଣ ବେପରୁଆ ଗାଡି ଚାଳକଙ୍କୁ ଚିହ୍ନଟ କରି ୩ଲକ୍ଷ ୭୫ହଜାର ଟଙ୍କାର ଜରିମାନା କରିଛି ଟ୍ରାଫିକ ପୋଲିସ। ରଙ୍ଗରୁଟରେ ଯାଉଥିବାରୁ ୨୩ ଗାଡି ଜବତ କରାଯାଇଛି, ବେଆଇନ ପାର୍କିଂ ପାଇଁ ୩୫ ଜଣଙ୍କୁ ଜରିମାନା, ସିସିଟିଭି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri