Home

ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ।…

ରଙ୍ଗ୍‌ ସାଇଡ୍‌ରେ ପୋଲିସ ଭ୍ୟାନ୍‌: ଫଟୋ ଭାଇରାଲ

ଭୁବନେଶ୍ୱର,୨।୩(ବ୍ୟୁରୋ): ନୂଆ ମୋଟର ଯାନ ଆଇନକୁ ନେଇ ରବିବାର ରାଜଧାନୀରେ ଟ୍ରାଫିକ ଯାଞ୍ଚ ଚାଲିଥିବାବେଳେ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ଓ ଆର୍‌ଟିଓଙ୍କୁ ବିଭିନ୍ନ ପ୍ରକାର ପ୍ରଶ୍ନ ପଚାରି ଯୁକ୍ତି କରୁଥିଲେ। ଆଇନ ସମସ୍ତଙ୍କ ପାଇଁ ସମାନ ବୋଲି ପୋଲିସ ବାରମ୍ବାର…

୬ ମାସର ଶିଶୁକୁ ପିଟି ମାରିଦେଲେ ମାଆ

ଆଗ୍ରା,୨ା୩: ଉତ୍ତରପ୍ରଦେଶ ଆଲିଗଡ଼ ଜିଲା ଅଧୀନ ରାମପୁସ୍‌ ଗ୍ରାମରେ ନୂଆ ପୋଷାକ ଆଣିବାକୁ ସ୍ବାମୀ ମନା କରିବାରୁ ଉତ୍‌କ୍ଷିପ୍ତ ହୋଇ ପିଙ୍କି ଶର୍ମା ନାମ୍ନୀ ମହିଳା ତାଙ୍କ ୬ ମାସର ଶିଶୁକନ୍ୟାକୁ ପିଟି ହତ୍ୟା କରିଛନ୍ତି। ପୋଲିସ ପିଙ୍କିଙ୍କୁ ଗିରଫ କରିଛି।…

ମେଘାଳୟ ହିଂସା ମୃତ୍ୟୁସଂଖ୍ୟା ୩

ଶିଲଂ,୨ା୩(ପି.ଟି.): ମେଘାଳୟର ପୂର୍ବ ଖାସି ପାର୍ବତ୍ୟାଞ୍ଚଳ ଜିଲାରେ ଆଦିବାସୀ-ଅଣଆଦିବାସୀ ସଂଘର୍ଷଜନିତ ମୃତ୍ୟୁସଂଖ୍ୟା ରବିବାର ୩ରେ ପହଞ୍ଚତ୍ଛି। ଶନିବାର ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ରବିବାର ସକାଳେ ୩ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣାରେ କାହାକୁ ଗିରଫ କରାଯାଇନାହିଁ।…

ଦୁଇ ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୩ ମୃତ

ସିଙ୍ଗ୍ରାଉଲି,୨ା୩(ପି.ଟି.): ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲାରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆମ୍‌ଲୋରି ଖଣିରୁ କୋଇଲା ନେଇ ଉତ୍ତରପ୍ରଦେଶ ଯାଉଥିବା ଟ୍ରେନ୍‌ଟି ଘନହରି ଗ୍ରାମ ନିକଟରେ ଏକ ଖାଲି ଟ୍ରେନ୍‌କୁ…

ଶୁଷ୍କ ହେଉଛି ହିମାଳୟ ସହରାଞ୍ଚଳ

ନୂଆଦିଲ୍ଲୀ,୨ା୩: ଭାରତର ହିମାଳୟ ପାର୍ବତ୍ୟାଞ୍ଚଳର ୫ ସହର ସମେତ ୪ ଦେଶର ୧୩ଟି ସହର କ୍ରମାଗତ ଭାବେ ଶୁଷ୍କ ହେବାରେ ଲାଗିଛି। ଏହି ଅଞ୍ଚଳରେ ପର୍ଯ୍ୟାପ୍ତ ଜଳ ରହିଥିଲେ ହେଁ ସହରାଞ୍ଚଳରେ ଜଳ ଦ୍ରୁତଗତିରେ କମିବାରେ ଲାଗିଛି। ହିନ୍ଦୁକୁଶ ହିମାଳୟ (ଏଚ୍‌କେଏଚ୍‌)…

ମହିଳା ଓ ଶିଶୁ ସହାୟତା କେନ୍ଦ୍ର

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟର ପ୍ରମୁଖ ରେଳ ଷ୍ଟେଶନରେ କାର୍ଯ୍ୟକାରୀ ହେଉଛି ମହିଳା ଓ ଶିଶୁ ସହାୟତା କେନ୍ଦ୍ର। ମାତ୍ର ବାଲେଶ୍ୱର ରେଳ ଷ୍ଟେଶନରେ ଦୀର୍ଘ ୯ମାସ ଧରି ଭିତ୍ତିଭୂମି ଥିଲେ ମଧ୍ୟ ଏହା ନାମକୁମାତ୍ର କାର୍ଯ୍ୟକାରୀ ହୋଇଛି।…

ସିଏଏକୁ ରୋକିପାରିବେନି ଦିଦି

କୋଲକାତା,୨ା୩(ପି.ଟି.): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ରୋକି ପାରିବେନି। ଶରଣାର୍ଥୀମାନଙ୍କୁ ଭାରତର ନାଗରିକତ୍ୱ ଦେବାରେ ସେ କେନ୍ଦ୍ର ସରକାରଙ୍କୁ ଅଟକାଇ ପାରିବେନି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ହୁଙ୍କାର ଦେଇଛନ୍ତି। ସିଏଏର ଦୃଢ଼ ବିରୋଧୀ…

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ ଜଣକ କାମ କରୁଥିବା ମାଲିକ ବଇରି ସାଜି ଦୋକାନରୁ ୫ ଲକ୍ଷ ଟଙ୍କାର ଜିନିଷ…

ଦିଲ୍ଲୀ ଦଙ୍ଗା ହେବ ବିରୋଧୀଙ୍କ ମୁଖ୍ୟ ପ୍ରସଙ୍ଗ

ନୂଆଦିଲ୍ଲୀ,୨ା୩(ପି.ଟି.): ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦିଲ୍ଲୀର ସାମ୍ପ୍ରଦାୟିକ ଦଙ୍ଗାକୁ ବିରୋଧୀ ଦଳ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରି ସରକାରଙ୍କୁ ଘେରିବାକୁ ନିଷ୍ପତ୍ତି ନେଇଛି। ଦଙ୍ଗା ନିୟନ୍ତ୍ରଣ କରିବାରେ ଦିଲ୍ଲୀ ପୋଲିସର ବିଫଳତା…

ସାଉଥ୍‌ କାରୋଲିନା ପ୍ରାଇମେରି ଜିତିଲେ ଜୋ ବିଡେନ

କଲମ୍ବିଆ,୨ା୩: ଆଫ୍ରିକୀୟ ଆମେରିକୀୟମାନଙ୍କ ସମର୍ଥନ ବଳରେ ଆମେରିକାର ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନ ଶନିବାର ଅନୁଷ୍ଠିତ ସାଉଥ କାରୋଲିନା ଡେମୋକ୍ରାଟିକ୍‌ ପ୍ରାଇମେରିକୁ ସହଜରେ ଜିତିଯାଇଛନ୍ତି। ଫଳରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ଦଳର ଅନ୍ୟତମ ଆଶାୟୀ ବେର୍ନି ସାଣ୍ଡର୍ସଙ୍କ ବିଜୟ ଧାରାରେ ରୋକ୍‌…

ମୁହଁ ଖୋଲନ୍ତୁ ମୋଦି

ହାଇଦ୍ରାବାଦ,୨ା୩(ଆଇଏଏନ୍‌ଏସ୍‌): ଦିଲ୍ଲୀ ହିଂସା ଏକ ପ୍ରାୟୋଜିତ ଗଣହତ୍ୟା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରବତା ଭଙ୍ଗ କରନ୍ତୁ। ସେ ନିଜ ସାମ୍ବିଧାନିକ ଦାୟିତ୍ୱ ତୁଲାଇ ଦୋଷୀଙ୍କୁ ଆଇନର କାଠଗଡ଼ାରେ ଛିଡ଼ା କରାନ୍ତୁ ବୋଲି ରବିବାର ଅଲ୍‌ ଇଣ୍ଡିଆ ମଜ୍‌ଲିସ-ଇ-ଇତ୍ତେହାଦୁଲ ମୁସଲିମିନ୍‌ (ଏଆଇଏମ୍‌ଆଇଏମ୍‌) ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri