ବଞ୍ଚି ରହିଛି ଭାଇଚାରା: ଘର ଛାଡି ପଳାଉଥିବା ମୁସଲମାନ୍ଙ୍କୁ ସୁରକ୍ଷା ପ୍ରତିଶ୍ରୁତି ଦେଲେ ହିନ୍ଦୁ
ନୂଆଦିଲ୍ଲୀ, ୧।୩: ଦିଲ୍ଲୀରେ ଘଟିଥିବା ଭିଡ଼ ହିଂସାପରେ ଲୋକେ ନିଜର ସୁରକ୍ଷା ନେଇ ସନ୍ଦେହରେ ପଡ଼ିଛନ୍ତି। ଶାହିନ ବାଗ୍ଠାରୁ ମାତ୍ର ୨ କିମି ଦୂରରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଆଲି ଗାଁ ରହିଛି। ଏହି ଅଞ୍ଚଳ ଗୁର୍ଜର ବହୁଳ। ହଂସାକାଣ୍ଡ ପରେ ଏଠାରେ…
ପ୍ରଦୂଷଣରୁ ମୁକୁଳୁଛି କାରୋନା ଭାଇରସ ପ୍ରଭାବିତ ଚାଇନା!
ଓ୍ବାଶିଂଟନ,୧।୩: କରୋନା ଭାଇରସରେ ପ୍ରଭାବିତ ହୋଇଥିବା ଚାଇନା ଏବେ ପ୍ରଦୂଷଣରୁ ମୁଳୁଳୁଥିବା ଦେଖାଯାଇଛି। ଏହାକୁ ନେଇ ଆମେରିକା ମହାକାଶ ଏଜେନ୍ସି ନାସା ଏକ ଫଟୋ ଜାରି କରି ଏହି ସୂଚନା ଦେଇଛି। ନାସାର ଉକ୍ତ ଫଟୋରେ ଚାଇନାର ମୁଖ୍ୟ ସହର ଉପରେ…
ଇପିଏଫ୍ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି
ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ)ର କେନ୍ଦ୍ରୀୟ ନ୍ୟାସୀ…
ଭାରତରେ ପ୍ରଥମ କରୋନା ଭାଇରସ ସଂକ୍ରମିତଙ୍କ ମୃତ୍ୟୁ!
କୋଚି,୧।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ଚିହ୍ନଟ ବହୁ ପୂର୍ବରୁ କରାଯାଇଛି। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ୩୬ ବର୍ଷ ଯୁବକଙ୍କ ଏର୍ନାକୁଲମ ସରକାରୀ ମେଡିକାଲ କଲେଜରେ ମୃତ୍ୟୁ ହେବା ପରେ ଏହା ଭାରତର କରୋନା ଭାଇରସ ସଂକ୍ରମିତ ପ୍ରଥମ…
୩୬ ବର୍ଷରେ ୭ ବଡ଼ ଦଙ୍ଗାରେ ୭,୫୦୦ରୁ ଅଧିକ ନିରୀହଙ୍କ ମୁଣ୍ଡ ଗଡ଼ିଛି: କେବଳ ନ୍ୟାୟିକ ଯାଞ୍ଚ୍ ସହ ଶୁଣାଣି ରହିଛି ଜାରି
ନୂଆଦିଲ୍ଲୀ,୧।୩: ଦେଶ ବିଭାଜନ ପରେ ଦଙ୍ଗାରେ ବହୁ ଧନଜୀବନ ହାନି ହୋଇଥିଲା। ପରବର୍ତ୍ତୀ ସମୟରେ ଏଭଳି ଘଟଣା ଘଟିବା କମ ହୋଇଥିଲା। ୧୯୮୪ଠାରୁ ଗତ ୩୬ ବର୍ଷ ମଧ୍ୟରେ ଦେଶରେ ୭ ଥର ବଡ଼ ଧରଣର ଦଙ୍ଗା ଘଟିଛି। ଏଥିରେ ୭,୫୯୬…
ଅଜବ ମୁଦି: ଦେଖିଲେ ଘଡ଼ିଏ ଚାହିଁ ରହିବେ
ହାତର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ମୁଦିର ବି ଅନେକ ଭୂମିକା ରହିଛି। ହେଲେ ଏଠାରେ ଯେଉଁ ମୁଦିଗୁଡ଼ିକ କଥା କୁହାଯାଉଛି, ତାହା ହୁଏତ କାହାକୁ ପସନ୍ଦ ଆସିପାରେ କିମ୍ବା ନ ଆସିପାରେ ଅଥବା ଏହା ହାତର ସୌନ୍ଦର୍ଯ୍ୟ ବୃଦ୍ଧି ନ କରିପାରେ,…
ପରିବାର ସହ ବର୍ଷକୁ ଶହେ ଦିନ ରହିବେ ଏନ୍ଏସ୍ଜି ଯବାନ: ଶାହା
କୋଲକାତା,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ସକାଳ ପ୍ରାୟ ୧୧ଟାରେ କୋଲକାତାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ(ଏନ୍ଏସ୍ଜି)ର ନୂତନ ଗୃହ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନ ଉତ୍ସବରେ ଯୋଗ ଦେବା ଅବସରରେ ଶାହା କହିଛନ୍ତି ଏବେ…
ଭାରତୀୟ ସେନାର ପ୍ରଥମ ଲେଫ୍ଟନାଣ୍ଟ ଜେନେରାଲ ଦମ୍ପତି
ନୂଆଦିଲ୍ଲୀ,୧।୩: ସେନାରେ ମହିଳାଙ୍କୁ କମାଣ୍ଡ୍ ନିଯୁକ୍ତି ଦେବା ଲାଗି ସୁପ୍ରିମ୍କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ, ଶନିବାର ମେଜର ଜେନେରାଲ ମାଧୁରୀ କାନିତକରଙ୍କୁ ଲେଫ୍ଟନାଣ୍ଟ ଜେନେରାଲ ର଼୍ୟାଙ୍କ ପାଇଁ ପ୍ରମୋଶନ ମିଳିଛି। ଏହା ସହିତ ସେନାରେ ଏହି ପଦବୀ ପାଇବାରେ କାନିତକର ପ୍ରଥମ ଦମ୍ପତି।…
ଜନବସତିରେ ରହିବା ପାଇଁ କରିବାକୁ ପଡ଼େ ଆପେଣ୍ଡିକ୍ସ୍ ଅପରେଶନ୍
ଓ୍ବାଶିଂଟନ,୧।୩: ଭାରତରେ ରହିବା ପାଇଁ ଭାରତୀୟ ନାଗରିକତ୍ୱ ପ୍ରମାଣ ଜରୁରୀ। ସେହିପରି ପୃଥିବୀର ବିଭିନ୍ନ ସ୍ଥାନରେ ରହିବା ଲାଗି ଭିନ୍ନ ଭିନ୍ନ ପ୍ରାମାଣିକ ତଥ୍ୟର ଆବଶ୍ୟକତା ରହିଥାଏ। ତେବେ ଅଣ୍ଟାର୍କଟିକାରେ ଏକ ଛୋଟ ଜନବସତି ବିଲାସ ଲାସ୍ ଏଷ୍ଟ୍ରେଲାସ୍ରେ ରହିବା ଲାଗି…
ମନ୍ଦିର ପାଇଁ ଧନବର୍ଷା: ୧୧୦ ମିନିଟରେ ୧୩୬ କୋଟି ସଂଗ୍ରହ
ଅହମଦାବାଦ,୧।୩: ମନ୍ଦିର ନିର୍ମାଣ ପାଇଁ ଗୁଜରାଟରେ ଏକ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକେ ଧନବର୍ଷା କରିଛନ୍ତି। ମାତ୍ର ୧୧୦ ମିନିଟରେ ୧୩୬ କୋଟି ଟଙ୍କାର ଚାନ୍ଦା ସଂଗ୍ରହ ହୋଇଛି। ତେବେ ୪୦ କୋଟି ଟଙ୍କା କମ ପଡ଼ିବାରୁ ଆବଶ୍ୟକ ଟଙ୍କା ମାତ୍ର…
ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା
ଭୁବନେଶ୍ୱର,୧।୩(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଞ୍ଜୟଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାୟିତ୍ୱ ମିଳିଛି। ନୂଆ ଦାୟିତ୍ୱ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ଏହି ନିଯୁକ୍ତି ଫଳରେ…
ବିଦ୍ୟୁତ୍ ବିଭାଗ ସ୍କୁଲରୁ କାଟିଦେଲା ବିଜୁଳି ସଂଯୋଗ: ୭ମ ଶ୍ରେଣୀ ଛାତ୍ର ତିଆରି କଲେ ପବନଚକ୍ର
ମୁମ୍ବାଇ: ମହାରାଷ୍ଟ୍ରର ବିଡ୍ ଜିଲାର ଏକ ସରକାରୀ ସ୍କୁଲରେ ବିଦ୍ୟୁତ୍ର ଆବଶ୍ୟକତା ପୂରଣ କରିଛନ୍ତି ୪ ଛାତ୍ର। କୁର୍ଲା ଗାଁସ୍ଥିତ ଜିଲା ପରିଷଦ ସ୍କୁଲରେ ୨୫ ହଜାର ଟଙ୍କାର ବିଜୁଳି ବିଲ୍ ବକେୟା ଥିଲା। ତେଣୁ ବିଦ୍ୟୁତ୍ ବିଭାଗ ପକ୍ଷରୁ ସ୍କୁଲରୁ…
Archives


