Home

ଏସ୍‌ସିବି ମେଡିକାଲରେ ବିରଳ ପ୍ଲାଷ୍ଟିକ ସର୍ଜରି:ଶିଶୁ ହାତରେ ଲାଗିଲା ଆଙ୍ଗୁଠି

କଟକ ଅଫିସ,୧।୩: ଏକ ବିରଳ ପ୍ଲାଷ୍ଟିକ ସର୍ଜରି କରି ଆଉ ଏକ ସଫଳତା ହାସଲ କରିଛି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ପ୍ଲାଷ୍ଟିକ ସର୍ଜରି ବିଭାଗରେ ଜଣେ ୧୫ ମାସ ବୟସର ଶିଶୁକନ୍ୟାଙ୍କ ହାତରେ ଡାକ୍ତରମାନେ ଆଙ୍ଗୁଠି…

ଆଫଗାନିସ୍ତାନ ଉପରେ ଭାରତର ନଜର

ନୂଆଦିଲ୍ଲୀ/ ଦୋହା, ୧।୩(ପି.ଟି.): ତାଲିବାନ୍‌ ସହ ଐତିହାସିକ ଶାନ୍ତିଚୁକ୍ତି ସ୍ବାକ୍ଷର ପରେ ଆଫଗାନିସ୍ତାନରୁ ବିଦେଶୀ ସେନା ପ୍ରତ୍ୟାହାର ହେବା ନିଶ୍ଚିତ ହୋଇଛି। ଦୀର୍ଘ ୧୮ ବର୍ଷର ଯୁଦ୍ଧାଭିଯାନ ଶେଷକରି ଆମେରିକା ୧୪ ମାସ ମଧ୍ୟରେ ସେନା ପ୍ରତ୍ୟାହାର କରିବ ବୋଲି ଜଣାପଡ଼ିଛି।…

ତାଲିବାନ ଦମନର ପୃଷ୍ଠଭୂମି

କାବୁଲ,୧।୩: ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଉପରେ ବିମାନ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଓସାମା ବିନ୍‌ ଲାଡେନ୍‌ ନେତୃତ୍ୱରେ ଆଫଗାନିସ୍ତାନରେ ସକ୍ରିୟ ଥିବା ଅଲ୍‌କାଏଦା ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ, ଯେଉଁଥିରେ ୨୯୭୭ ଜଣଙ୍କ…

୧୮ ବର୍ଷ ପରେ ଫେରୁଛି ଆମେରିକା ସେନା

୨୦୦୧ରୁ ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଯୁଦ୍ଧରେ ୨୪୦୦ ଆମେରିକା ସୈନ୍ୟ ପ୍ରାଣ ହରାଇଥିବାବେଳେ ଆଫଗାନିସ୍ତାନର ୧୦ ହଜାରରୁ ଊର୍ଦ୍ଧ୍ୱ ଯବାନ ନିହତ ହୋଇଥିଲେ। ଦୀର୍ଘଦିନର ସଂଘର୍ଷ ମଧ୍ୟରେ ସେଠାରେ ୫୦ ହଜାରରୁ ଅଧିକ ଲୋକଙ୍କ ଜୀବନ…

‘ଗୋଲି ମାରୋ’ ସ୍ଲୋଗାନ ଦେଇ ୬ ଗିରଫ

ନୂଆଦିଲ୍ଲୀ,୧।୩(ପି.ଟି.): ଦିଲ୍ଲୀର ସବୁଠୁ ବ୍ୟସ୍ତ ରାଜୀବ ଚୌକ ମେଟ୍ରୋ ଷ୍ଟେଶନରେ ଶନିବାର ସକାଳେ ‘ଗୋଲି ମାରୋ’ ସ୍ଲୋଗାନ ଦେଇଥିବା ୬ ଜଣ ଯୁବକଙ୍କୁ ମେଟ୍ରୋ କର୍ମଚାରୀ ଓ ସୁରକ୍ଷା କର୍ମୀ କାବୁ କରି ରେଲଓ୍ବେ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ସେମାନଙ୍କୁ…

ଆଫଗାନିସ୍ତାନକୁ ଶାନ୍ତି ଫେରିବ

ଓ୍ବାଶିଂଟନ/କାବୁଲ,୧।୩ (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ତାଲିବାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତି ଶନିବାର ସ୍ବାକ୍ଷର ହୋଇଛି। ଏହି ଚୁକ୍ତି ଅନୁଯାୟୀ ୧୪ ମାସ ମଧ୍ୟରେ ଆଫଗାନିସ୍ତାନରୁ ଆମେରିକା ଓ ନାଟୋ ସେନା ପ୍ରତ୍ୟାହୃତ ହେବେ। କାତାର ରାଜଧାନୀ ଦୋହାଠାରେ ଚୁକ୍ତି ସ୍ବାକ୍ଷର…

ପୋଲିସର ବର୍ବରତା: ଆହତଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାଧ୍ୟ କଲା

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ଦଙ୍ଗାରେ ଆହତ ହୋଇ ରାସ୍ତାରେ ଛଟପଟ ହେଉଥିବା ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବା ପରିବର୍ତ୍ତେ ତାଙ୍କୁ ଜାତୀୟ ସଙ୍ଗୀତ ଗାଇବା ପାଇଁ ବାଧ୍ୟ କରାଯାଇଥିଲା। ଏଭଳି ଏକ ଭିଡ଼ିଓ ସାମନାକୁ ଆସିଛି। ଉତ୍ତରପୂର୍ବ ଦିଲ୍ଲୀ ଅନ୍ତର୍ଗତ କର୍ଦମପୁରୀ…

ବାଉଁଶକଣରେ ଭୟାବହ ଅଗ୍ନିକାଣ୍ଡ

ଭୁବନ, ୧।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତର ବାଉଁଶକଣ ଗ୍ରାମ ମାଟିଆ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ବଖରା ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ୫ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁ। କିପରି ଲାଗିଲା…

ଆଜିଠୁ ଯାନବାହନ ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ଜରିମାନା

ଭୁବନେଶ୍ୱର, ୧।୩ (ବ୍ୟୁରୋ): ଯାନବାହନ ମାଲିକ ଓ ଚାଳକଙ୍କୁ ଆଉ ମିଳିବନି ରିହାତି। ମାର୍ଚ୍ଚ ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ରାଜ୍ୟରେ କଡାକଡି ଲାଗୁହେବ। ଲାଇସେନ୍ସ, ଫିଟ୍‌ନେସ, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ ସାର୍ଟିଫିକେଟ (ପିୟୁସି) ନ ଥିଲେ କିମ୍ବା ବିନା…

‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ ମାର୍ଚ୍ଚ…

ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର

ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା ପାଇ ଦାରିଙ୍ଗବାଡି ପାଇଁ ଗୌରବ ଆଣିଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡିର କୁନିଦେବ…

ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ପୁରସ୍କାରରେ ପୁଣି ବାଜି ମାରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ସହରାଞ୍ଚଳ ପ୍ରାଥମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri