Home

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗଣମାଧ୍ୟମକୁ…

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚତ୍ଛ…

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ ପ୍ରସ୍ତୁତ କି? ଭାରତରେ ଲୋକସଂଖ୍ୟା ଅନୁପାତରେ ଡାକ୍ତରଙ୍କ ସଂଖ୍ୟା ଏବଂ ହସ୍ପିଟାଲଗୁଡ଼ିକରେ ଉପଲବ୍ଧ…

‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’

ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍‌ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଡବ୍ଲ୍ୟୁଏଚ୍‌ଓ ଗାଇଡ୍‌ଲାଇନ୍‌ରେ ମଧ୍ୟ ଏହା ଉଲ୍ଲେଖ ରହିଛି। ଖବରକାଗଜ ପ୍ୟାକେଟ୍‌ ଗ୍ରହଣ କରିବା…

କୋଭିଡ-୧୯ ପାଣ୍ଠିକୁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ନିର୍ଦ୍ଦିଷ୍ଟ ପରିସ୍ଥିତିରେ ଏକ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ରହିଛି। କରୋନା(କୋଭିଡ-୧୯) ବର୍ତ୍ତମାନ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି। ଏହାର ମୁକାବିଲା କରିବା ପାଇଁ ଏଭଳି ପରିସ୍ଥିତିରେ ବ୍ୟାପକ ଜନସଚେତନତା ତିଆରି ଲାଗି ବ୍ୟାପକ ଅର୍ଥର…

ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ସମ୍ଭବ ହେଉନାହିଁ ଯାହାକି ଚିନ୍ତାର କାରଣ ହୋଇଛି। ଜେଲରେ…

କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର। ମଙ୍ଗଳବାର…

ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଗିରଫ

ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ ଚାନ୍ଦିଲି ଥାନା ପୋଲିସ ଗିରଫ କରିଛି । ସେମାନେ ହେଲେ ସୁଧୀର ଗରଡ଼ିଆ (୧୯),…

ମଙ୍ଗଳବାରଠାରୁ ୧୪ ଜିଲା ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ୧୪ ଜିଲାକୁ ସଂପ୍ରସାରଣ ହେଲା ଲକ୍‌ଡାଉନ୍‌। ରାଜ୍ୟ ସରକାର ପୂର୍ବରୁ ୫ ଜିଲାକୁ ଲକ୍‌ଡାଉନ୍‌ କରିଥିବା ବେଳେ ସୋମବାର ଆଉ ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଜିଲାଗୁଡ଼ିକ ହେଲା ପୁରୀ, ନୟାଗଡ଼, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର,…

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିବାରୁ ପୁଣିଥରେ ତାଙ୍କର କରୋନା ସଂକ୍ରମଣ ଟେଷ୍ଟ କରାଯାଇଥିଲା। ବର୍ତ୍ତମାନ କନିକା…

ରାତି ୯ଟାରେ ଚତୁର୍ଥ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ

ଭୋପାଳ,୨୩।୩: ପାଖାପାଖି ମାସେ ହେବ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଥିବା ହାଇଡ୍ରାମା ସୋମବାର ରାତି ୯ଟାରେ ଶେଷ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ହାଇକମାଣ୍ଡ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶିବରାଜ ସିଂ ଚୌହାନଙ୍କ ନାଁରେ ମୋହର ମାରିଛନ୍ତି। ଶିବରାଜ ସୋମବାର ରାତି…

ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି ନଗଦ ଟଙ୍କା ସହ ସୁନାଗହଣା ଦେଇ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ପ୍ରସନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?