Home

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ମୃତ ମହିଳାଙ୍କ ପୁଅ ସୋମବାର ବିଳମ୍ବିତ ରାତ୍ରରେ ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା…

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି ହେବା ସହ ଅନ୍ୟକୁ ରୋଜଗାର ଦେଉଛନ୍ତି। ଘାସ ଚାଷ ଯୋଗୁ ଅଜିତଙ୍କୁ ଗୋ…

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ ବିଦ୍ୟାଳୟକୁ ଯାଇ ସେଠାରୁ ଫେରିଆସିଥିବା ଦେଖିବାକୁ ମିଳିଛି। ଦାବି ପୂରଣ ପାଇଁ ଚଳିତ ମାସ…

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ନିଜେ ରୁଷିଆ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ।…

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ ଓ ଗ୍ରାମବାସୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଓଡ଼ିଶାର ସମସ୍ତ ସରକାରୀ…

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା ଏବଂ ରୁଷିଆ ମଧ୍ୟରେ ଦୃଢ଼ ତ୍ରିପାକ୍ଷିକ ସମ୍ପର୍କ କେବଳ ଆଞ୍ଚଳିକ ନୁହେଁ ବରଂ ବିଶ୍ୱ…

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ। ସୋମବାର ଭୁବନେଶ୍ୱରସ୍ଥିତ ଖୋର୍ଦ୍ଧା ଏଡିଜେ-୩ କୋର୍ଟଙ୍କ ରାୟ ପରେ ମୂର୍ତ୍ତି ଫେରିବା ଆଶା ଉଜ୍ଜୀବିତ…

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’ ଚଳଚ୍ଚିତ୍ରରେ ପ୍ରଥମେ ଅଭିନୟ କରିଥିଲେ। ଉକ୍ତ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ସ୍କ୍ରିନ୍‌ପ୍ଲେ ପୁରସ୍କାର ମିଳିଛି।…

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ…

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୀରଟର ଲୋହିୟାନଗର ଅଞ୍ଚଳରେ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପଡ଼ିଥିବା…

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି। ଉକ୍ତ ରାୟ ବିରୋଧରେ ଅପିଲ କରିବାକୁ କେରଳ ସରକାର ସୋମବାର ଘୋଷଣା କରିଛନ୍ତି।…

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍‌, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?