Home

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ ପୁରୁଷୋତ୍ତମପୁର…

ପରିବାରର ୬ ଜଣଙ୍କୁ ଗୁଳିକରି ହତ୍ୟା

କରାଚୀ, ୨୯ା୧: ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ପ୍ରେମ ବ୍ୟାପାରକୁ ନେଇ ଗୋଟିଏ ପରିବାରର ୬ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ବ୍ରୋହି ଆଦିବାସୀ ସମ୍ପ୍ରଦାୟର ଝିଅ ନସ୍‌ରିନ୍‌ ମୁର୍ତାଜା ରିଣ୍ଡ୍‌ଙ୍କୁ ପ୍ରେମ ବିବାହ କରି ତାଙ୍କ ଘରେ…

ଜେଲରେ ଯୌନ ସମ୍ପର୍କ ପାଇଁ ବାଧ୍ୟ କରାଯାଇଥିଲା

ନୂଆଦିଲ୍ଲୀ,୨୯ା୧(ପି.ଟି.): ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଦୋଷୀ ମୁକେଶ ସିଂ(୩୨) ତିହାର ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଜେଲରେ ଅନ୍ୟ ଦୋଷୀଙ୍କ ସହ ଜୋରଜବରଦସ୍ତ ଯୌନ ସମ୍ପର୍କ ରଖିବାକୁ ବାଧ୍ୟ କରାଯାଉଥିଲା ବୋଲି ସେ…

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ଅପହରଣ

ନୂଆଦିଲ୍ଲୀ, ୨୯ା୧: ବିବାହ ବେଳେ ଜଣେ ହିନ୍ଦୁ ଯୁବତୀଙ୍କୁ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ଅପହରଣ କରାଯିବା ଓ ପରେ ଧର୍ମାନ୍ତରୀକରଣ କରାଯାଇ ବିବାହ କରାଯିବା ଘଟଣା ସାମ୍ନାକୁ ଆସିବା ପରେ ଭାରତ ଏହାର ତୀବ୍ର ପ୍ରତିବାଦ କରିଛି। ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ…

ପ୍ରଧାନମନ୍ତ୍ରୀ ଅର୍ଥନୀତି ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୨୯ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତି ବୁଝନ୍ତି ନାହିଁ। ସେ ଭାରତର ବହୁଳବାଦୀ ଛବିକୁ ବିଶ୍ୱରେ କଳଙ୍କିତ କରିଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ରାଜସ୍ଥାନ ରାଜଧାନୀ ଜୟପୁରସ୍ଥିତ ଆଲବର୍ଟ ହଲ୍‌ରେ ଆୟୋଜିତ ‘ଯୁବ ଆକ୍ରୋଶ’ ରାଲିକୁ…

ସିଏଏ ପ୍ରତ୍ୟାହାର କଲେ ମୋଦିଙ୍କ ସହ ଆଲୋଚନା: ସର୍ତ୍ତ ବାଢ଼ିଲେ ମମତା ବାନାର୍ଜୀ

କୋଲକାତା,୨୯ା୧: ସିଏଏକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ତା’ ପୂର୍ବରୁ ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରିବାକୁ ପଡ଼ିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସର୍ତ୍ତ ବାଢ଼ିଛନ୍ତି। ଟିଏମ୍‌ସି ନେତ୍ରୀ ମମତା…

‘ଅନ୍ୟାୟ ସୁଧାରିବ ସିଏଏ’

ନୂଆଦିଲ୍ଲୀ,୨୯ା୧(ପି.ଟି.): ଐତିହାସିକ ଅନ୍ୟାୟକୁ ସୁଧାରିବା ପାଇଁ ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଅଣାଯାଇଛି। ଏହି ପଦକ୍ଷେପ ଯୋଗୁ ପଡ଼ୋଶୀ ଦେଶଗୁଡ଼ିକର ସଂଖ୍ୟାଲଘୁଙ୍କୁ ଭାଜପା ଦେଇଥିବା ପୁରୁଣା ପ୍ରତିଶ୍ରୁତି ପୂରଣ ହେବ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି।…

ଭାରତ ଆସିବ ଆଫ୍ରିକୀୟ ଚିତା: କେନ୍ଦ୍ରକୁ ମିଳିଲା ସୁପ୍ରିମକୋର୍ଟ ଅନୁମତି

ନୂଆଦିଲ୍ଲୀ,୨୯ା୧(ପି.ଟି.): ନାମ୍ବିଆରୁ ଆଫ୍ରିକୀୟ ଚିତାବାଘକୁ ଭାରତ ଅଣାଯିବ। ତାକୁ ପରୀକ୍ଷାମୂଳକ ଭାବେ ଭାରତର ପାଣିପାଗରେ ଖାପଖୁଆଇ ରହିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ଏହି ଯୋଜନାକୁ ପ୍ରାୟ ୧୦ ବର୍ଷ ପରେ…

କୁନାଲଙ୍କୁ ଇଣ୍ଡିଗୋରେ ୬ ମାସ ଯାତ୍ରା ମନା: ବିମାନରେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୯ା୧: ରିପବ୍ଲିକ୍‌ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବିମାନରେ ଦୁର୍ବ୍ୟବହାର କରିବା ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କୁ ମହଙ୍ଗା ପଡ଼ିଛି। କୁନାଲଙ୍କ ଏ ସମ୍ପର୍କିତ ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିମାନ ଯାତ୍ରା ଉପରେ ଇଣ୍ଡିଗୋ ୬ ମାସ ପାଇଁ…

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ ଜଣେ…

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଭିଯୋଗ କରିଥିଲେ। କମିଶନର ଏ ନେଇ ମୋ ବସ୍‌ର…

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ ଜୀବନ ବଞ୍ଚାଇଛନ୍ତି ୧୦୮ ଆମ୍ବୁଲାନ୍ସର ଜଣେ ଫାର୍ମାସିଷ୍ଟ ସମୀର କୁମାର ତ୍ରିପାଠୀ। ଗର୍ଭବତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri