ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍ତମା’
ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା ଦେଖାଦେଇଛି। ଏହି ସମ୍ମିଳନୀ ପାଇଁ ୪ମାସ ଧରି ଭିତ୍ତିଭୂମିର ବିକାଶ କାର୍ଯ୍ୟ ଚାଲିଛି। ଖୋଦ୍…
ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ
ଛତ୍ରପୁର,୨୯ା୨(ଡି.ଏନ.ଏ) – ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ କରିବାକୁ ମହରାଷ୍ଟ୍ରରୁ ୬୮ ବର୍ଷୀୟ ପ୍ରମୋଦ ମହାଜନ ବାଇକ୍ରେ ଭାରତ ଅର୍ଗାନ ଯାତ୍ରାରେ ବାହାରିଛନ୍ତି। ବୟସ ପାଖରେ ହାର ନମାନି ସେ ଏହି ମହତ୍ କାମ ପାଇଁ ପୂରା ଭାରତ ଯାତ୍ରା କରିବାକୁ…
ଦୁଇଘଣ୍ଟା ବିଳମ୍ବରେ ଛାଡିଲା ଟ୍ରେନ୍
ବ୍ରହ୍ମପୁର ଅଫିସ,୨୯ା୨ – ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଲାଗି ସ୍ବତନ୍ତ୍ର ଟ୍ରେନ ଶୁକ୍ରବାର ବ୍ରହ୍ମପୁର ରେଳ ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଛି। ଏହି ଟ୍ରେନକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ମାତ୍ର ପର୍ଯ୍ୟଟନ ବିଭାଗ ଓ…
ବେଆଇନ ଘରେ ମଦ କାରବାର
ବିରିଡି, ୨୯।୨ (ଡି.ଏନ୍.ଏ.): ବିରିଡ଼ି ବ୍ଲକ ଅଧୀନ ବିଲୁଆଖାଇ କେନାଲ ସବ୍ଡିଭିଜନ ବାଲିଆ ଅଧୀନରେ ଥିବା ୬ ନଂ. କେନାଲ ବନ୍ଧ ପାର୍ଶ୍ୱରେ ବେଆଇନ୍ ଭାବେ ନିର୍ମିତ ଏକ ଟିଣ ଛପର ଘରକୁ ଶୁକ୍ରବାର ଜଳସମ୍ପଦ ବିଭାଗ ପକ୍ଷରୁ ଭଙ୍ଗାଯାଇଛି। ଉକ୍ତ…
ରାସ୍ତା ମଝିରେ ବିଦ୍ୟୁତ୍ ଖୁଣ୍ଟ
ନାଉଗାଁ, ୨୯।୨ (ସ୍ବ.ପ୍ର.): ଜନସାଧାରଣଙ୍କୁ ସହଜ ଓ ସୁବିଧାରେ ବିଦ୍ୟୁତ୍ ସେବା ଯୋଗାଇଦେବା ସକାଶେ ନାଉଗାଁ ବ୍ଲକରେ ସେସୁ ଓ ଏନ୍ଜେନ୍ କମ୍ପାନୀ ଦାୟିତ୍ୱ ନେଇଛନ୍ତି। ହେଲେ ବ୍ଲକ ଅଞ୍ଚଳର ଅନେକ ସ୍ଥାନରେ ଟ୍ରାନ୍ସଫର୍ମର ମୁକୁଳା ପଡ଼ିଥିବା ଦେଖାଯାଉଥିବା ବେଳେ ଅନେକ…
ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ
ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ସ୍ଥାନୀୟ କରକେଇ ପୀଠଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିଲାପରିଷଦ ସଭ୍ୟ ରାମଚନ୍ଦ୍ର ମହାନ୍ତି…
କାର୍ଯ୍ୟକ୍ଷମ ହେଉନି ସେବାଶ୍ରମ ଛାତ୍ରାବାସ
ପଦ୍ମପୁର,୨୯।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ସନନ୍ଦପୁର ଗ୍ରାମରେ ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ସେବାଶ୍ରମ ଛାତ୍ରାବାସ। ମାତ୍ର ଛାତ୍ରାବାସ ଏବେ ସୁଦ୍ଧା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଦୂରଦୂରାନ୍ତରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରୀଛାତ୍ର ହଇରାଣ…
କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ
ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଫରେଷ୍ଟଗାର୍ଡ ହେଲେ ଛତିଶ ଚନ୍ଦ୍ର ମହାନ୍ତ ଓ ବନ…
ଡୋପ୍ ଅପରାଧ: ଅଲିମ୍ପିକ ସ୍ବର୍ଣ୍ଣ ବିଜୟୀ ୮ବର୍ଷ ବାସନ୍ଦ
ଲାଉସାନେ, ୨୮ା୨ (ଏଏଫ୍ପି)-ଚାଇନାର ୩ଥର ଅଲିମ୍ପିକ ସୁଇମିଂ ସ୍ବର୍ଣ୍ଣ ପଦକ ବିଜୟୀ ସନ୍ ୟାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଡୋପିଂ ସାମ୍ପଲ ଦେବାକୁ ମନା କରି ଦେଇଥିବାରୁ ତାଙ୍କୁ ୮ବର୍ଷ ବାସନ୍ଦ ଦଣ୍ଡ ଭୋଗିବାକୁ ପଡ଼ିବ। କୋର୍ଟ ଅଫ୍ ଆର୍ବିଟ୍ରେଶନ…
କରୋନା ଭାଇରସ ପ୍ରଭାବ: ଶୁଟିଂ ବିଶ୍ୱକପ୍ରେ ଭାଗ ନେବ ନାହିଁ ଭାରତ
ନୂଆଦିଲ୍ଲୀ, ୨୮ା୨ (ପି.ଟି.)-କରୋନା ଭାଇରସ ସଂକ୍ରମଣର ଆଶଙ୍କା ଦର୍ଶାଇ ଆସନ୍ତା ମାସରେ ସାଇପ୍ରସରେ ହେବାକୁଥିବା ଶୁଟିଂ ବିଶ୍ୱକପ୍ରୁ ଭାରତ ଓହରିଯାଇଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍ସ ଫେଡେରେଶନ (ଆଇଏସ୍ଏସ୍ଏଫ୍) ଦ୍ୱାରା ସ୍ବୀକୃତି ପ୍ରାପ୍ତ ଏହି ଶଟ୍ଗନ୍ ବିଶ୍ୱକପ୍ ନିକୋସିଆରେ ମାର୍ଚ୍ଚ ୪ରୁ ୧୩…
ହେଜେଲ୍ଙ୍କୁ କଫି ଡେଟ୍ରେ ନେବାକୁ ତିନି ବର୍ଷ ଅପେକ୍ଷା କରିଥିଲେ ଯୁବରାଜ
ବମ୍ବେ: ଭାରତୀୟ କ୍ରିକେଟର ଯୁବରାଜ ସିଂହଙ୍କ ପତ୍ନୀ ହେଜେଲ୍ କିଚଙ୍କ ଆଜି ‘ହାପି ଓ୍ବାଲା ବର୍ଥ ଡେ’ ଅର୍ଥାତ ଜନ୍ମଦିନ। ପେସାରେ ଜଣେ ମଡେଲ ତଥା ଅଭିନେତ୍ରୀ ଥିବା ହେଜଲ ଏବେ ଯୁବରାଜଙ୍କ ଜୀବନସାଥୀ। ବର୍ତ୍ତମାନ ସେ ବ୍ୟକ୍ତିଗତ ଜୀବନକୁ ପୁରା…
ହୋମଗାର୍ଡଙ୍କ ପାଇଁ ଖୁସି ଖବର: ମାନ୍ୟତା ବଢ଼ାଇ ଦରମା ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ହୋମଗାର୍ଡଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ମାନ୍ୟତା ବଢ଼ାଇ ଦରମା ଦେବାକୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁୟାରୀ ୧ରୁ ପିଛିଲା ଭାବେ ଦୈନିକ ୫ ଶହ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାସକ ମଧ୍ୟରେ…
Archives


