Home

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ ଅର୍ଥାତ୍‌ ସୋମବାର ଏହାକୁ ଉଲ୍ଲଙ୍ଘନ…

ସହଜରେ ଦୂରହେବ ଅବସାଦ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଅନେକେ ଅବସାଦର ଶିକାର ହେଉଛନ୍ତି। ଏହାକୁ ନେଇ ଟେନ୍‌ସନରେ ରହିବା ଅପେକ୍ଷା ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତା କରିବା ଦରକାର। ଜଣେ ବ୍ୟକ୍ତି ଯଦି ଅଧିକାଂଶ ସମୟ ଖୁସିର ମାହୋଲ ଭିତରେ ରହନ୍ତି…

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ ଶୁଣାଯାଉଛି। କେହି କେହି କରୋନା ଭୂତାଣୁ ଖରାଦିନ ଆସିଲେ ବାୟୁମଣ୍ଡଳର ଉତ୍ତାପରେ ନଷ୍ଟ ହୋଇଯିବ…

ଶହୀଦ ଦିବସରେ ଭଗତ ସିଂ, ସୁକଦେବ, ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶହୀଦ ଦିବସ ଅବସରରେ ଭଗତ ସିଂ, ସୁକଦେବ ଓ ରାଜଗୁରୁଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୋଦି କହିଛନ୍ତି ଦେଶପ୍ରତି ଥିବା ଏମାନଙ୍କର ଅବଦାନକୁ କେବେ ଭୁଲି ହେବନାହିଁ। ଭାରତ ମାତାର ଏହି ବୀର ସନ୍ତାନଙ୍କୁ ସେ…

କରୋନା ଭୟ: ବିମାନରେ ଯାତ୍ରୀ ଛିଙ୍କିବାରୁ ଝରକା ଦେଇ ଓହ୍ଲାଇଲେ ପାଇଲଟ

କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯଦି କେହି ଛିଙ୍କୁଛନ୍ତି ତେବେ ସମସ୍ତେ କରୋନା ଭାଇରସ୍‌ ସଂକ୍ରମଣ ନେଇ ଭୟଭୀତ ହୋଇପଡ଼ୁଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ…

ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା

ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍‌ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ ଛିଙ୍କିବା…

କରୋନା ଭାଇରସ: ସଂସଦ ଯିବେନାହିଁ ଶିବସେନା ନେତା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସର ଭୟ ଯୋଗୁ ଶିବସେନା ନେତା ସୋମବାର ରାଜ୍ୟ ସଭା କି ଲୋକ ସଭାରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି। ପୂର୍ବରୁ ତ୍ରୁଣମୂଳ କଂଗ୍ରେସର ନେତାମାନେ ସୋମବାର ସଂସଦ ଆସିବେ ନାହିଁ ବୋଲି କହି ସାରିଥିଲେ। ଏପଟେ…

ଆଖି କ୍ୟାନ୍‌ସର ପାଇଁ ଇଞ୍ଜେକ୍‌ଶନ

ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଠିଆ ହୋଇଛି। ତନ୍ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ନିକଟରେ ଆମେରିକୀୟ କ୍ୟାନ୍‌ସର ବିଜ୍ଞାନୀମାନେ ଏକ…

କାର୍ଯ୍ୟଦକ୍ଷତା ବଢ଼ାଇବାର ନୂଆ ଉପାୟ

କୌଣସି କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିବାକୁ ହେଲେ ସେହି ଅନୁସାରେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ସହ ଯୋଜନାବଦ୍ଧ ଭାବରେ ଆଗେଇବାକୁ ପଡ଼ିଥାଏ। ତେବେ ଏହି ତାଲିକାରେ ଆଉ ଏକ ଉପାୟକୁ ସାମିଲ କରାଯାଇଛି। କାର୍ଯ୍ୟଦକ୍ଷତାକୁ କିପରି ଆହୁରି…

ବିଦେଶରୁ ବାଲେଶ୍ୱରକୁ ଫେରିଲେ ୫: ପ୍ରଶାସନ ପକ୍ଷରୁ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବାବେଳେ ସବୁଦିଗରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ଏହି ପରିସ୍ଥିତିରେ ସୋମବାର ବିଦେଶରୁ ବାଲେଶ୍ୱର ଜିଲାକୁ ପୁଣି ୫ ଜଣ ଫେରିଛନ୍ତି। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା।…

ପାକିସ୍ତାନରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନୁହେଁ ସମ୍ଭବ; ଦେଶରେ ୨୫% ଦିନ ମଜୁରିଆ: ଇମ୍ରାନ୍‌

ଇସଲାମାବାଦ୍‌,୨୩।୩: ପାକିସ୍ତାନରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଲାଗୁ ନେଇ ଅକ୍ଷମତା ପ୍ରକାଶ କରିଛନ୍ତି। ଦେଶର ୨୫ ପ୍ରତିଶତ ଜନସଂଖ୍ୟା ଦିନ ମଜୁରିଆ। ତେଣୁ ଲକ୍‌ଡାଉନ୍‌ ହେଲେ ସେମାନେ ଖାଇବାକୁ ନ…

ତମାଖୁ ସେବନରୁ ମୁକ୍ତି

”ତମାଖୁ ଜାତୀୟ ନିଶା ସେବନ ଦ୍ୱାରା ଏଥିରେ ଥିବା ନିକୋଟିନ ମସ୍ତିଷ୍କରେ ଡୋପାମିନ ନାମକ ଜୈବିକ ପଦାର୍ଥର ମାତ୍ରା ବୃଦ୍ଧି ପାଇଥାଏ। ଏହାଦ୍ୱାରା ବ୍ୟକ୍ତିକୁ ସାମୟିକ ଭାବରେ ଖୁସି ଓ ଉତ୍‌ଫୁଲ୍ଲ ଲାଗିଥାଏ। ଫଳରେ ବ୍ୟକ୍ତି ଏହାକୁ ବାରମ୍ବାର ନେବାକୁ ଇଚ୍ଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?