ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍ ବ୍ରାଞ୍ଚ ଟିମ୍
ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଉସୁକାଇବା ଅଭିଯୋଗ ହୋଇଛି। ଏନେଇ ଦୟାଲପୁର ଥାନାରେ ତାଙ୍କ ନାଁରେ ଏତଲା…
ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ
ସୁନ୍ଦରଗଡ଼,୨୮।୨(ଡି.ଏନ୍.ଏ.): ସ୍ଥାନୀୟ ଡିଆର୍ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଉକ୍ତ…
କରୋନା ଭାଇରସ: ଚାଇନାରେ ମୃତ୍ୟୁ ସଂଖ୍ୟା ୨,୭୮୮
ବେଜିଂ,୨୮।୨: ଚାଇନାରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ସୁଦ୍ଧା ଏଠାରେ ମୃତ୍ୟୁସଂଖ୍ୟା ୨,୭୮୮ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୭୮,୮୨୪ରେ ପହଞ୍ଚିଛି। ଚାଇନାର ପ୍ରାୟ ୩୧ଟି ଅଞ୍ଚଳରେ କରୋନା ଭାଇରସ ତା’ର…
ମାର୍ଚ୍ଚ ପହିଲାରୁ ଗଞ୍ଜାମରେ ଟ୍ରାଫିକ ନିୟମ କଡ଼ାକଡ଼ି: ନ ମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା
ବ୍ରହ୍ମପୁର,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲା । ବିଭିନ୍ନ କାରଣରୁ ଲୋକମାନଙ୍କୁ ସେମାନଙ୍କ ଯାନବାହନର କାଗଜପତ୍ର ପ୍ରସ୍ତୁତ ପାଇଁ ରାଜ୍ୟ ସରକାର…
ଷ୍ଟାଚ୍ୟୁ, ଷ୍ଟାଡିୟମ୍ ପରେ ଗୁଜରାଟରେ ହେବ ବିଶ୍ୱର ସବୁଠାରୁ ଉଚ୍ଚ ମନ୍ଦିର
ଅହମଦାବାଦ: ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ ଷ୍ଟାଡିୟମ୍ ମୋଟେରା ଓ ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟି ପରେ ଏବେ ଗୁଜରାଟରେ ସବୁଠାରୁ ଉଚ୍ଚ ମନ୍ଦିର ତିଆରି ହେବାକୁ ଯାଉଛି। ଏହା ସହିତ ଗୁଜରାଟ ଇତିହାସରେ ଆଉ ଏକ…
କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ
ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀଙ୍କୁ କଟାକ୍ଷ କରାଯିବା ସହ ଦିଲ୍ଲୀ ହିଂସାକାଣ୍ଡ ଏବଂ…
ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ଛୁଇଁଲା ୪୨
ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ତଳେ ରାଜଧାନୀ ଦିଲ୍ଲୀର ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସାରେ ମୃତ୍ୟୁ ସଂଖ୍ୟା ଶୁକ୍ରବାର ସୁଦ୍ଧା ୪୨ରେ ପହଞ୍ଚିଛି। ଗୁରୁବାର ସୁଦ୍ଧା ଏହା ୩୮ ଥିଲା। କେତେଜଣ ଗୁରୁତରଙ୍କ ଚିକିତ୍ସା ଚାଲୁଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ…
ନେଦରଲ୍ୟାଣ୍ଡସରେ ଚିହ୍ନଟ ହେଲେ ପ୍ରଥମ କରୋନା ଭାଇରସ ସଂକ୍ରମିତ
ଆମଷ୍ଟରଡାମ,୨୮।୨: କରୋନା ଭାଇରସ ବିଶ୍ୱର ବିଭିନ୍ନ ଦେଶକୁ ବ୍ୟାପିଥିବା ବେଳେ ୟୁରୋପୀୟ ଦେଶ ନେଦରଲାଣ୍ଡସରେ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ନେଦରଲ୍ୟାଣ୍ଡସର ତିଲବର୍ଗ ସହରରେ ରହୁଥିବା ଜଣେ ବ୍ୟକ୍ତି କିଛିଦିନ ତଳେ ଇଟାଲୀର ଲାମ୍ବାର୍ଡି ଅଞ୍ଚଳ ଗସ୍ତ କରିଥିଲେ। ଏହାପରେ…
ସରକାରୀ ସ୍କୁଲ-କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷଣ
ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ସରକାରୀ ସ୍କୁଲ ଓ କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷରକୁ ଉଦ୍ଧବ ସରକାରଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନ୍ସିପିର ରାଷ୍ଟ୍ରୀୟ ପ୍ରବକ୍ତା ତଥା ମହାରାଷ୍ଟ୍ରର ମନ୍ତ୍ରୀଥିବା ନଓ୍ବାଜ ମଲିକ କହିଛନ୍ତି ଖୁବ୍ଶୀଘ୍ର ଏହା ବିଧାନସଭାରେ ପାସ୍…
ଏକାଠି ଖାଇବେ ନବୀନ-ଶାହା: ପଞ୍ଚ ତାରକା ହୋଟେଲରୁ ଆସିଲା ପ୍ରାୟ ୫୦ ପ୍ରକାର ବ୍ୟଞ୍ଜନ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବାଞ୍ଚଳ ଜୋନ ପରିଷଦ ବୈଠକରେ ଯୋଗଦେଇଥିବା ଅତିଥିମାନେ ନବୀନ ନିବାସରେ ମଧ୍ୟାହ୍ନଭୋଜନ କରିବେ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଭୋଜନରେ ସାମିଲ ହେବେ। ଏଥିଲାଗି…
ଦିଲ୍ଲୀରେ ଫେରୁଛି ଶାନ୍ତି: ରେଖା ଶର୍ମା
ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ପରେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି ବୋଲି କୁହାଯାଉଛି। ଶୁକ୍ରବାର ସକାଳେ ନ୍ୟାଶନାଲ କମିଶନ ଫର୍ ଓମେନ୍(ଏନ୍ସିଡବ୍ଲୁ)ର ମୁଖ୍ୟ ରେଖା ଶର୍ମା ଓ ତାଙ୍କର କେତେଜଣ ସହଯୋଗୀ ଉତ୍ତର-ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳ…
କ୍ଷୀର ପିଇବା ପୂର୍ବରୁ ଏସବୁ ଖାଇବା ମନା
କ୍ଷୀରରେ ବିଭିନ୍ନ ପ୍ରକାର ପୌଷ୍ଟିକ ଆହାର, ଭିଟାମିନ୍ ଏବଂ ମିନେରାଲ ରହିଛି। ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। କିନ୍ତୁ କ୍ଷୀର ପିଇବା ପୂର୍ବରୁ ଏମିତି କିଛି ଖାଦ୍ୟ ପାନୀୟ ରହିଛି, ଯାହାକୁ ସେବନ କଲେ ଶରୀର ଉପରେ ଏହାର…
Archives


