ଦିଲ୍ଲୀ ଜୋତା କାରଖାନାରେ ନିଆଁ
ନୂଆଦିଲ୍ଲୀ,୨୪।୧୨: ରାଜଧାନୀ ଦିଲ୍ଲୀର ପିଛା ଛାଡୁନି ନିଆଁ। ମଙ୍ଗଳବାର ଏକ ଜୋତା କାରଖାନାରେ ନିଆଁ ଲାଗିଯାଇଥିବା ଜଣାପଡିଛି। ନରେଲା ଇଣ୍ଡଷ୍ଟ୍ରିରିଆଲ୍ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ମଙ୍ଗଳବାର ସକାଳୁ ନିଆଁ ଲାଗିଯିବା ଖବର ପାଇ ତୁରନ୍ତ ଦମକଳ ବାହୀନି ସେଠାରେ…
ଇଣ୍ଡୋନେସିଆ ବସ୍ ଦୁର୍ଘଟଣା: ୨୪ ମୃତ
ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଆହତ ହୋଇଥିବା ସୂଚନା ମିଳିଛି। ବସ୍ଟି ଏକ ପାହାଡ଼ ତଳକୁ ଖସି…
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୬ ଗୁରୁତର
ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬…
ମୁକୁଳିଲେ ୧୮ ଭାରତୀୟ
ନୂଆଦିଲ୍ଲୀ,୨୪ା୧୨(ପି.ଟି.)-ନାଇଜେରିଆ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜରୁ ଡିସେମ୍ବର ୩ରେ ଅପହୃତ ହୋଇଥିବା ୧୮ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ଜଳଦସ୍ୟୁମାନେ ହଂକଂ ଜାହାଜକୁ ନିୟନ୍ତ୍ରଣକୁ ନେବା ପରେ ସେଥିରେ ଥିବା ଭାରତୀୟଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କୁ ମୁକ୍ତ କରାଇବାରେ ସହଯୋଗ କରିଥିବା…
ଆନ୍ଧ୍ରରେ ଲାଗୁ ହେବନି ଏନ୍ଆର୍ସି
କଡ଼ପା,୨୪ା୧୨(ପି.ଟି.): ଆନ୍ଧ୍ରପ୍ରଦେଶରେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଲାଗୁ ହେବନି ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀ ସୋମବାର କହିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀ କଡପା ଗସ୍ତରେ ଯାଇଥିବାବେଳେ ଜଗନମୋହନ କହିଛନ୍ତି, ଏନ୍ଆର୍ସିକୁ ସମର୍ଥନ କରିବା ପ୍ରଶ୍ନ ଉଠୁନାହିଁ। ପାର୍ଲାମେଣ୍ଟରେ ଓ୍ବାଇଏସ୍ଆର୍…
ଓ୍ବାଶିଂଟନରେ ସିଏଏ ବିରୋଧୀ ବିକ୍ଷୋଭ
ଓ୍ବାଶିଂଟନ,୨୪ା୧୨(ପି.ଟି.): ଆମେରିକାରେ ମଧ୍ୟ ସିଏଏ ଏବଂ ଏନ୍ଆର୍ସି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ସମ୍ମୁଖରେ ଥିତ୍ବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଚତୁଃପାର୍ଶ୍ୱରେ ବହୁସଂଖ୍ୟାରେ ଭାରତୀୟ-ଆମେରିକୀୟ ଏକାଠି ହୋଇ ସଂଶୋଧିତ ନାଗରିକତ୍ୱ ଆଇନ ଏବଂ ଏନ୍ଆର୍ସି ବିରୋଧରେ ଶାନ୍ତିପୂର୍ଣ୍ଣ…
ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ନୂଆ ବହିର୍ବ୍ୟାପାର ସଚିବ
ନୂଆଦିଲ୍ଲୀ,୨୪ା୧୨(ଆଇଏଏସ୍ଏସ୍): ବରିଷ୍ଠ କୂଟନୀତିଜ୍ଞ ତଥା ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ନୂଆ ବହିର୍ବ୍ୟାପାର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ବହିର୍ବ୍ୟାପାର ସଚିବ ଥିବା ବିଜୟ କେଶବ ଗୋଖଲେଙ୍କ ୨ ବର୍ଷିଆ କାର୍ଯ୍ୟକାଳ ଶେଷ ହେଉଥିବାରୁ ଆସନ୍ତା ମାସରେ ତାଙ୍କ…
ଗଣିତ ବଦଳାଇଦେଲେ ହେମନ୍ତ
ରାଞ୍ଚି,୨୪ା୧୨: ଜେଏମ୍ଏମ୍ ନିଜ ୪୬ ବର୍ଷର ଇତିହାସରେ ପ୍ରଥମଥର ପାଇଁ ଏତେ ବଡ଼ ସଫଳତା ପାଇଛି। ଏହାସହ ଦଳର ନେତା ହେମନ୍ତ ସୋରେନ ଦ୍ୱିତୀୟଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଲୋକ ସଭା ନିର୍ବାଚନରେ ଭାଜପାକୁ ବିପୁଳ ସଫଳତା ମିଳିବା…
ଖାଶୋଗୀ ହତ୍ୟା ମାମଲା: ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
ରିୟାଧ,୨୪ା୧୨(ଏଏଫ୍ପି): ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟା ମାମଲାରେ ସୌଦି ଆରବର ଏକ ଅଦାଲତ ସୋମବାର ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସୌଦି ଏଜେଣ୍ଟମାନଙ୍କର ଏକ ଟିମ୍ ଗତବର୍ଷ ଇସ୍ତାନବୁଲରେ ଥିବା ଏହାର ବାଣିଜି୍ୟକ ଦୂତାବାସରେ ଖାଶୋଗୀଙ୍କୁ ହତ୍ୟା…
ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର ଇଷ୍ଟ୍ ନିର୍ବାଚନମଣ୍ଡଳୀରେ ୧୯୯୫ରୁ ଲଗାତର ଜିତିଆସୁଥିବା ରଘୁବର ଏଠି ପ୍ରଥମଥର ପାଇଁ ହାରିଯାଇଛନ୍ତି।…
ଭାଜପାକୁ ଝାଡ଼ଖଣ୍ଡ ଝଟକା
ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍ଏସ୍): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତୃତ୍ୱାଧୀନ ବିରୋଧୀ ମେଣ୍ଟ ୪୭ ଆସନ…
ଗାଁରେ ଚୋରା ମଦ ବିକି ଯୁବକ ଗିରଫ
ଖୁଣ୍ଟୁଣୀ,୨୪।୧୨(ଡି.ଏନ୍.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ, ଏହି ଥାନା ଅନ୍ତର୍ଗତ କାଦୁଆ ନୂଆଗାଁ ଗ୍ରାମର ସଞ୍ଜୟ ପ୍ରଧାନ। ଏ ନେଇ…
Archives


