Home

ଓଟିଡିସି ଆରମ୍ଭ କଲା ‘ଗୋ ଗ୍ଲୋବାଲ’

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପଦକ୍ଷେପ ନେଇଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)। ଡେଷ୍ଟିନେଶନ ଓ୍ବେଡିଂ ପ୍ୟାକେଜ୍‌ ପରେ ପ୍ରଥମଥର ଲାଗି ଓଟିଡିସି ପକ୍ଷରୁ ବିଦେଶ ଭ୍ରମଣ ପ୍ୟାକେଜ୍‌ ‘ଗୋ ଗ୍ଲୋବାଲ’ର ଶୁଭାରମ୍ଭ କରାଯାଇଛି। ଥାଇଲାଣ୍ଡ, ମାଲେସିଆ, ସିଙ୍ଗାପୁର,…

ଚତୁର୍ଥ ଆସନ କାହାର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଦେଶର ୫୫ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ। ଏଥିଲାଗି ଆସନ୍ତା ୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି କ୍ରମରେ ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ।…

ସମଲେଶ୍ୱରୀଙ୍କ ପୀଠରେ ଖୁବ୍‌ଶୀଘ୍ର ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’

ଭୁବନେଶ୍ୱର,୨୮|୨(ବ୍ୟୁରୋ): ଆଧ୍ୟାତ୍ମିକ ପର୍ଯ୍ୟଟନକୁ ଗୁରୁତ୍ୱ ଦେଇ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟରେ ଥିବା ପ୍ରମୁଖ ଧାର୍ମିକ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦିଆଯାଇଛି। ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ…

ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଓଡ଼ିଶାକୁ ପ୍ରଥମ ପୁରସ୍କାର

ଭୁବନେଶ୍ୱର,୨୮।୨: ଅଣୁ,କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ବିଭାଗ ଜାତୀୟ ସ୍ତରରେ ପ୍ରଥମ ପୁରସ୍କାର ଲାଭ କରିଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀଙ୍କଠାରୁ ରାଜ୍ୟ ପ୍ରମୁଖ ଶାସନ ସଚିବ…

ଏସ୍‌ସିବି ଅଧୀକ୍ଷକ ହେବେ ଅନ୍ନଦା ପଟ୍ଟନାୟକ

କଟକ ଅଫିସ୍‌,୨୮।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ର ନୂଆ ଅଧୀକ୍ଷକ ଭାବେ ପ୍ଲାଷ୍ଟିକ ସର୍ଜରୀ ବିଭାଗ ମୁଖ୍ୟ ଅନ୍ନଦା ପଟ୍ଟାନାୟକଙ୍କୁ ନିଯୁକ୍ତି ମିଳିଛି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଧିବଦ୍ଧ…

ଆଜି ଆସୁଛନ୍ତି ଅମିତ୍‌ ଶାହା, ଜନତା ମଇଦାନ ସଭାରେ ଯୋଗଦେବେ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୦ ମିନିଟ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ ଭାଜପା କର୍ମକର୍ତ୍ତା ପୁଷ୍ପଗୁଚ୍ଛ…

ମରାମତି କାର୍ଯ୍ୟ ପାଇଁ ବାତିଲ ହେବ ଟ୍ରେନ୍‌ ସେବା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବତଟ ରେଳପଥର ବିଭିନ୍ନ ସ୍ଥାନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି କେତେକ ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଥିବା ବେଳେ ଆଉ କେତେକ ଟ୍ରେନ୍‌କୁ ଆଂଶିକ ବାତିଲ କରାଯାଇଛି। ସୂଚନା ମୁତାବକ, ସମ୍ବଲପୁର-ଜୁନାଗଡ଼ ରୋଡ୍‌-ସମ୍ବଲପୁର ପାସେଞ୍ଜର ସମ୍ବଲପୁରଠାରୁ ଫେବୃୟାରୀ ୨୭ରୁ…

ଗୁଗଲ୍‌ ଟ୍ରାନ୍ସଲେଟରରେ ‘ଓଡ଼ିଆ’ ଭାଷା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବହୁଦିନର ପ୍ରତୀକ୍ଷା ପରେ ଗୁଗଲ୍‌ ଟ୍ରାନ୍ସଲେଟର୍‌ରେ ସାମିଲ ହୋଇଛି ଓଡ଼ିଆ ଭାଷା। ବିଶ୍ୱର ସର୍ବାଧିକ ଲୋକପ୍ରିୟ ସର୍ଚ୍ଚଇଞ୍ଜିନ୍‌ ଗୁଗଲ୍‌ର ଅନୁବାଦ ବିଭାଗରେ ୫ ନୂଆ ଭାଷାକୁ ସାମିଲ କରାଯାଇଥିବା ବେଳେ ଏଥିରେ ଓଡ଼ିଆ ମଧ୍ୟ ରହିଛି। ଗତ ୪ବର୍ଷ ମଧ୍ୟରେ…

ରାଜୀବଙ୍କୁ ନୂଆ ପରିଚୟ ଦେଇଛି ଛତୁଚାଷ

ଜଗତ୍‌ସିଂହପୁର ଅଫିସ୍‌, ୨୮।୨: ବିଫଳତା ହିଁ ସଫଳତାର ମାପକାଠି। ଏହା ୩୫ ବର୍ଷର ରାଜୀବ ରଥଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ତିର୍ତ୍ତୋଲ ଥାନା ଗୋପାଳପୁର ପଞ୍ଚାୟତ ଅଧୀନ ପୁଟିଙ୍ଗର ରାଜୀବ ଯୁକ୍ତ ୨ ପାଠ ପଢ଼ା ପରେ ପରିବାରର ଆର୍ଥିକ ସ୍ଥିତି…

ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:୫ ଡାକ୍ତର ପଦବୀ ଖାଲି

ଏରସମା, ୨୮।୨ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବା ସହ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସକାଶେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏ ନେଇ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ମେଡିକାଲ ପରିସର…

ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟ ଅଚଳ: ବର୍ଷେ ହେଲା ଡିଏଲଓ ପଦବୀ ଖାଲି,କାର୍ଯ୍ୟକାରୀ ହେଉନି ଶ୍ରମିକ ଆଇନ

ଯାଜପୁର ଅଫିସ,୨୮ା୨: ଯାଜପୁର ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟରେ ଅଚଳାବସ୍ଥା ଜାରି ରହିଛି। ଏନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ, ପ୍ରତିବାଦ ସଭା ଆଦି ହେଉଥିଲେ ହେଁ ସରକାର ଦୃଷ୍ଟି ନ ଦେବା ଜିଲାବାସୀଙ୍କୁ ବ୍ୟଥିତ କରିଛି। ପ୍ରାୟ ୧ ବର୍ଷ…

ବେଆଇନ ଚାଲିଛି ୨୦ରୁ ଊର୍ଦ୍ଧ୍ୱ ବାଲି ଖାଦାନ

ଚଣ୍ଡିଖୋଲ,୨୮।୨(ଡିଏନଏ): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଥିବା ୩ଟି ନଦୀରୁ ବ୍ୟାପକଭାବେ ବେଆଇନ ବାଲିଚାଲାଣ କରାଯାଉଛି। କୌଣସି ଗୋଟିଏ ଖାଦାନକୁ ଲିଜ ଦିଆଯାଇ ନ ଥିବାବେଳେ ସମସ୍ତ ବାଲିଘାଟ ବେଆଇନଭାବେ ଚାଲିଛି। ମାତ୍ର ରାଜସ୍ବ ବିଭାଗ ଓ ପୋଲିସର ନିରବତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri