Home

ଇତିହାସ ରଚିଲେ ବୁମ୍‌ରା, ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟ ପରେ ବି କଲେ ଅନନ୍ୟ ରେକର୍ଡ

ନୂଆଦିଲ୍ଲୀ,୨୩।୨: ଜସପ୍ରିତ ବୁମ୍‌ରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ବଡ଼ ମ୍ୟାଚରେ ତାଙ୍କଠାରୁ ଭଲ ଆଉ କେହି ନାହାନ୍ତି। ସେ ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନୋଟି ୱିକେଟ ନେଇ ଇତିହାସ ସୃଷ୍ଟି କରିଥିଲେ।…

Video: ଭାରତ-ଦକ୍ଷିଣ ଆଫ୍ରିକ ମ୍ୟାଚରେ ହେଲା ଖୁବ ଝଗଡା! ଡେଭିଡ ମିଲରଙ୍କ ସହ ଲାଗିଗଲେ ଓ୍ବାଶିଂଟନ ସୁନ୍ଦର, ଶୁଣିଲେନି…

ନୂଆଦିଲ୍ଲୀ,୨୩।୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ଲେଇଂ ଇଲେଭେନରେ ଭାରତୀୟ ଅଲରାଉଣ୍ଡର ୱାଶିଂଟନ ସୁନ୍ଦରଙ୍କୁ ସାମିଲ କରିବା ନେଇ ପ୍ରଶ୍ନ ଉଠାଯାଉଛି। ଏହି ମ୍ୟାଚରେ ତାଙ୍କୁ ଅକ୍ଷର ପଟେଲଙ୍କ ସ୍ଥାନରେ ସୁଯୋଗ ଦିଆଯାଇଥିଲା, କିନ୍ତୁ ସେ କୌଣସି ୱିକେଟ ନେଇପାରି ନଥିଲେ କିମ୍ବା…

ଡ୍ରଗ୍ସ ମାଫିଙ୍କ ମୃତ୍ୟୁ ପରେ ମେକ୍ସିକୋରେ ବଢୁଛି ହିଂସା, ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ମେକ୍ସିକୋ ସିଟି,୨୩।୨: ମେକ୍ସିକୋର ମୋଷ୍ଟ ଓ୍ବାଣ୍ଟେଡ ଡ୍ରଗ୍ସ ଚାଲାଣକାରୀ ଏଲ ମେଞ୍ଚୋଙ୍କ ମୃତ୍ୟୁ ପରେ ମେକ୍ସିକୋର ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ଏକ ସାମରିକ ଅଭିଯାନରେ ଏଲ ମେଞ୍ଚୋଙ୍କ ମୃତ୍ୟୁ ପରେ ମେକ୍ସିକୋ ରାଜ୍ୟରେ ଅଧିକାଂଶ ସ୍ଥାନରେ ହିଂସା ଦେଖାଦେଇଛି।…

ବଡ଼ ଦୁର୍ଘଟଣା, ନଦୀକୁ ଖସିଲା ବସ, ୬ ମହିଳାଙ୍କ ସମେତ ୧୮ ମୃତ

କାଠମାଣ୍ଡୁ,୨୩।୨: ସୋମବାର (୨୩ ଫେବୃଆରୀ) ନେପାଳର ଧାଡିଂ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ ନଦୀରେ ଖସି ପଡ଼ିବାରୁ ୧୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ବସଟି ପୋଖରାରୁ…

ଉଷୁମ ପାଣି ପିଉଛନ୍ତି କି; ମିଳିବ ଏସବୁ….

ଉଷୁମ ପାଣି ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସକାଳୁ ଖାଲି ପେଟରେ ଉଷୁମ ପାଣି ପିଇବା ଏକ ଭଲ ଅଭ୍ୟାସ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ହିତକର ସାବ୍ୟସ୍ତ ହୋଇଥାଏ। ଜଣେ ଆଜ୍‌ମା ରୋଗୀ ପ୍ରତିଦିନ ସକାଳୁ ଉଷୁମ ପାଣି…

ଦିନକ ପରେ ଥିଲା କାଶୀରାମଙ୍କ ତୃତୀୟ ବିବାହ ବାର୍ଷିକୀ: ଲିଭିଗଲା ଜୀବନଦୀପ

ଝାରସୁଗୁଡା/ ଲଖନପୁର,(ଆଶିଷ ରଞ୍ଜନ ଦାଶ /ଗୌତମ ସାହୁ/)୨୩।୨:ଜାତୀୟ ରାଜପଥ ୪୯ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରେ ରହିଛନ୍ତି ଲଖନପୁର ବ୍ଲକ ସରେଇପାଲି ଗ୍ରାମର କାଶୀରାମ ଭୋଇ। ବାପା ଟିକେଶ୍ୱର ଏବଂ ମାଁ…

୧୨୦୦ ଦିନ ପରେ ଭାଙ୍ଗିଲା ଭାରତର T20 ବିଶ୍ୱକପ ରେକର୍ଡ’, ଏବେ କେମିତି ସେମିଫାଇନାଲରେ ପହଞ୍ଚିବ ଟିମ ଇଣ୍ଡିଆ? ଜାଣନ୍ତୁ ସମୀକରଣ

ନୂଆଦିଲ୍ଲୀ,୨୩।୨: ICC T20 ବିଶ୍ୱକପ ୨୦୨୬ ର ପ୍ରଥମ ସୁପର ୮ମ୍ୟାଚ ରେ ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡିଲା। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଭାରତକୁ ୭୬ ରନରେ ପରାସ୍ତ କରିଥିଲା। ଏହି…

TMCର ହେଭିଓ୍ବେଟ ମୁକୁଲ ରାୟଙ୍କ ପରଲୋକ, ମମତାଙ୍କ ପରେ ନମ୍ବର ଦୁଇରେ ଥିଲେ

କୋଲକାତା,୨୩।୨: ପଶ୍ଚିମବଙ୍ଗ ରାଜନୀତିର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଏବଂ ପୂର୍ବତନ କେନ୍ଦ୍ର ରେଳ ମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ତାଙ୍କ ପୁଅ ଶୁଭ୍ରାଂଶୁ ରାୟ ଏହି ଖବରକୁ ନିଶ୍ଚିତ କରିଛନ୍ତି। ରବିବାର ପ୍ରାୟ ୧ଟା…

ପ୍ରଦୂଷଣ ନିୟନ୍ତ୍ରଣ ନିୟମକୁ ମିଲର୍ସଙ୍କ ବେଖାତିର: ସପ୍ତାହକରେ ୬ମିଲର୍ସଙ୍କୁ ନୋଟିସ୍‌

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ):ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ସ୍ବାସ୍ଥ୍ୟହାନିର ଏହା ପ୍ରମୁଖ କାରଣ ସାଜିଛି। ଏହାକୁ ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱର ସହିତ ନେଇଛନ୍ତି। ଏଥିପାଇଁ ସରକାର ନିୟମ କଡ଼ାକଡ଼ି କରିଛନ୍ତି। କ୍ରମବର୍ଦ୍ଧିଷ୍ଣୁ ପରିବେଶ ପ୍ରଦୂଷଣ ରୋକିବା ପାଇଁ ବାଇକ୍‌ଠାରୁ ଆରମ୍ଭ କରି…

ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା: ୬ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଅମରପାଲି,୨୩ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଦେଖା ଦେଇଛି ଶିକ୍ଷକ ସମସ୍ୟା। ଏହି ସ୍କୁଲରେ ବାଲ ବାଟିକା ସହିତ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସେମାନଙ୍କୁ ପଢ଼ାଇବା ପାଇଁ ପୂର୍ବରୁ ୨ଜଣ ଶିକ୍ଷକ…

କଂଗ୍ରେସ ଦୁଃସ୍ଥ ରାଜନୀତିକୁ ଓହ୍ଲାଇଛି: ମୋଦି

ନୂଆଦିଲ୍ଲୀ,୨୩ା୨: ଭାରତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଯୁବ କଂଗ୍ରେସ କର୍ମୀଙ୍କ ଅର୍ଦ୍ଧନଗ୍ନ ଶରୀରରେ ବିକ୍ଷୋଭ କରିବା ବିଷୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି। ଏଆଇ ସମିଟ୍‌ ଭଳି ଏକ ବୈଶ୍ୱିକ ସମାବେଶରେ କଂଗ୍ରେସ କର୍ମୀମାନେ ଯେଭଳି ଆଚରଣ…

ଆତଙ୍କବାଦୀଙ୍କ ‘ଆଧାର’ ଅସ୍ତ୍ର

ନୂଆଦିଲ୍ଲୀ,୨୩ା୨: ଗତବର୍ଷ ନଭେମ୍ବର ୧୦ରେ ଦିଲ୍ଲୀର ଲାଲ୍‌କିଲ୍ଲା ନିକଟରେ ଆତଙ୍କବାଦୀ କାର୍‌ବୋମା ବିସ୍ଫୋରଣ ଘଟାଇବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏହି ଘଟଣା ସାରା ଦେଶକୁ ସ୍ତମ୍ଭୀଭୂତ କରିଥିଲା। ଘଟଣାକୁ ୩ ମାସ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri