Home

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ମହାନ୍ତି ଘନ ଓରଫ ଲକ୍ଷ୍ମଣ(୬୫) ଗତ ୧ ତାରିଖରେ ଗୁରୁତର ଆହତ ହୋଇଥିଲେ।…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖାଯାଇଥିବା ୩ ଜଣ ବ୍ୟକ୍ତି ଉଦ୍ଧାର ହୋଇଛନ୍ତି।…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ବିଭିନ୍ନ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ କେଶବ ଗୌଡ଼ଙ୍କୁ ଆଜୀବନ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ବିଭିନ୍ନ ଦେଶର ପ୍ରତିନିଧି, ବିଦେଶୀ ଅତିଥି ଓ ସାମ୍ବାଦିକଙ୍କ ପାଇଁ କୋରାପୁଟ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଏକ ଐତିହାସିକ ମାଇଲଖୁଣ୍ଟ ସୃଷ୍ଟି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇ ଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟ ଉପଭୋକ୍ତାଙ୍କୁ ହଇରାଣ ଭୋଗିବାକୁ ପଡୁଛି। ଗତ ୨ ଦିନ ହେଲା…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ ପାଇଁ ମୋଟ୍‌ ୨ କୋଟି ୮୩ ଲକ୍ଷ ୪ ହଜାର ୬୨୫ ଟଙ୍କାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ୍‌ଡିପିଓ…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଏବେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?