ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା
ଭାଟିକାନ୍ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ଗତ କିଛି ଦିନ ଧରି ସେ ବହୁତ ଅସୁସ୍ଥ ଥିଲେ। ତାଙ୍କୁ ହସ୍ପିଟାଲରେ…
ପୋପ ଫ୍ରାନ୍ସିସ କିଏ? ଯିଏ ଶରଣାର୍ଥୀଙ୍କ ପାଦ ଧୋଇ କରିଥିଲେ ସେବା
ଭାଟିକାନ୍ ସିଟି,୨୧।୪:ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କିଛି ଦିନ ଧରି ଗୁରୁତର ଅସୁସ୍ଥ ଥିଲେ। ସୋମବାର ଭାଟିକାନ ସିଟି ଆନୁଷ୍ଠାନିକ ଭାବରେ ତାଙ୍କ ମୃତ୍ୟୁ ଘୋଷଣା କରିଥିଲା। ପୋପ…
ନିୟମିତ ଯୋଗ କରୁଥିଲେ…
ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବାରେ ବ୍ୟାୟାମ ସହ ଯୋଗର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ନିଜ ଶରୀର ପ୍ରତି ଅଧିକ ଯତ୍ନଶୀଳ ହେବାର ସମୟ ଆସିଛି। କାରଣ ଦିନକୁ ଦିନ ବିଭିନ୍ନ…
୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ
ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି। ଏହି ବିଚାରପତିମାନଙ୍କ ମଧ୍ୟରୁ ପାଞ୍ଚ ଜଣ…
Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା
ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ ଏତେ ରୋମାଞ୍ଚକର ଯେ ଦେଖଣାହାରୀମାନେ ସ୍ତବ୍ଧ ହୋଇଯାଆନ୍ତି। ଭିଡିଓଟିରେ ଶହ ଶହ ମାଙ୍କଡ଼ ପରସ୍ପର…
ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?
ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ…
ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା
ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି ସନ୍ତୋଷ…
ଜଳ ସଂରକ୍ଷଣ
ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଜଳ ମହାସାଗରରେ ଅଛି, ଯାହା ବ୍ୟବହାର ଉପଯୋଗୀ ନୁହେଁ।…
ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍
ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ ଏବେ କଶ୍ମୀର ସହ କନ୍ୟାକୁମାରୀକୁ ଯୋଡ଼ିବାରେ ସକ୍ଷମ ହେବାକୁ ଯାଉଛି। କାରଣ ପୂର୍ବରୁ ଦୁର୍ଗମ…
ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା
ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍ସ ୨୦୨୪ ମସିହା ଜୁନ୍ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍’ ଅନ୍ତରୀକ୍ଷ ଯାନରେ ପୃଥିବୀକୁ ପ୍ରଦକ୍ଷିଣ କରୁଥିବା ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ (ଆଇ.ଏସ୍. ଏସ୍.) କୁ ଯାତ୍ରା କରିଥିଲେ।…
‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମ ଆଦମୀ ପାର୍ଟି ମେୟର ନିର୍ବାଚନରେ ଲଢ଼ିବ ନାହିଁ। ଆତିଶୀ କହିଛନ୍ତି…
US Trade Deals: ଆମେରିକା ସହ ଟ୍ରେଡ ଡିଲ ସାଇନ କରିଥିବା ଦେଶକୁ ନାଲି ଆଖି ଦେଖାଉଛି ଚାଇନା
ବେଜିଂ,୨୧।୪: ଆମେରିକା ସହିତ ବାଣିଜ୍ୟ ଚୁକ୍ତି ବା Trade Deals ସ୍ବାକ୍ଷର କରୁଥିବା ଦେଶଗୁଡ଼ିକୁ ଚାଇନା ଚେତାବନୀ ଦେଇଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ମଧ୍ୟ ପ୍ରତିଶୋଧ ନେବାକୁ ଧମକ ଦେଇଛି। ଚାଇନା କହିଛି ଯେ ଏହି Trade Deals ଯୋଗୁଁ…
Archives


