Home

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ ନଭେମ୍ବର ୧ତାରିଖରେ କାର୍ଯ୍ୟକାରୀ ହୋଇଥିବା ନିୟମ ପାଇଁ ପ୍ରସ୍ତୁତି କରିବା ପରିବର୍ତ୍ତେ ଏୟାରଲାଇନ୍ସ ଛାଡ…

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କନ୍ଧମାଳ ଜିଲାର ସବୁଜ…

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ ଜିତିଥିବାବେଳେ, ଭାରତୀୟ ଦଳ ଦିନିକିଆ ସିରିଜ ଜିତିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା…

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର…

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ ସହ ଦେଖାଯାଇଛନ୍ତି। ତଥାପି, କେହି ଏହି ମହିଳାଙ୍କୁ ଚିହ୍ନି ପାରିଲେ ନାହିଁ। ଯୁବରାଜ ସମୁଦ୍ର…

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ ୧୯୫୭ ମସିହାରେ ଭୂକକ୍ଷକୁ ପ୍ରଥମ କୃତ୍ରିମ ଉପଗ୍ରହ ସ୍ଫୁଟନିକ ପ୍ରେରଣ କରିବା ପରଠାରୁ ଏହାର…

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ ବିଶେଷ ବିତର୍କ ଆରମ୍ଭ କରିଥିଲେ। ତାଙ୍କ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ‘ବନ୍ଦେ ମାତରମ,…

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଟିମ୍‌ ଇଣ୍ଡିଆର ଖେଳାଳିମାନେ କଟକର ବାରବାଟୀ ଷ୍ଟାଡିୟମରେ ପହଞ୍ଚିଛନ୍ତି। ଟିମ ଇଣ୍ଡିଆ ଖେଳାଳି ସ୍ବତନ୍ତ୍ର…

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ ଟଣାଓଟରା ଭିତରେ ଥିଲା, କିନ୍ତୁ ଗୌରବ ଖାନ୍ନା ଫରହାନା ଭଟ୍ଟଙ୍କୁ ପଛରେ ପକାଇ ଟାଇଟଲ…

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା ‘ଟୁଇଷ୍ଟ ଓ ଟର୍ନ’ର ଅବସାନ ଘଟିଛି। ୪୩ ବର୍ଷୀୟ ଅଭିନେତା ଉପସ୍ଥାପକ ତଥା ଗଣମାଧ୍ୟମ…

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ…

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ ଏକ ଦଳ ୨୧୫ ରନରେ ପରାସ୍ତ ହୋଇଛି। ନିକଟରେ ସ୍ପେନ ଏବଂ କ୍ରୋଏସିଆ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?