ଦକ୍ଷିଣ କୋରିଆରେ ବଢୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା
ସିଓଲ,୨୭।୨: ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ କୋରିଆରେ ୩୩୪ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧,୫୯୫ରେ। ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ଦ୍ରୁତ…
ମୋଦି ପାଳନ କରନ୍ତୁ ରାଜଧର୍ମ: ଅଟଳଙ୍କ ପରାମର୍ଶ ମନେ ପକାଇଲେ ସୋନିଆ
ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧର୍ମ ପାଳନ କରନ୍ତୁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଏହାପୂର୍ବରୁ ଏପରି…
ଦିଲ୍ଲୀ ହିଂସା: ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ, ମନମୋହନ
ନୂଆଦିଲ୍ଲୀ,୨୭।୨: ରାଜଧାନୀ ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବ୍ୟାପିଥିବା ହିଂସା ଉଗ୍ର ରୂପ ନେଇଛି। ଏଭଳି ପରିସ୍ଥିତିକୁ ଦେଖି କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କଂଗ୍ରେସ ପ୍ରତିନିଧି ମଣ୍ଡଳଙ୍କ ସହ ଗୁରୁବାର ରାଷ୍ଟ୍ରପତି…
ଆଇପିଏଲ୍ ପୂର୍ବରୁ ତରଭୁଜ-ଅମୃତଭଣ୍ଡା ଚାଷ ଶିଖୁଛନ୍ତି ଧୋନୀ
ନୂଆଦିଲ୍ଲୀ,୨୭।୨: ଆଗକୁ ଆସୁଛି ଆଇପିଏଲ୍-୨୦୨୦। ତେବେ ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ତରଭୁଜ ଏବଂ ଅମୃତ ଭଣ୍ଡା ଚାଷ ଶିଖିବା ଆରମ୍ଭ କରିଛନ୍ତି। ସେ ମାର୍ଚ୍ଚ ୨ରେ ନିଜ ଆଇପିଏଲ୍ ଦଳରେ ଯୋଗଦେବେ। ଧୋନୀ…
ଜାପାନରେ ଫସିଥିବା ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଭାରତ ଫେରିଲେ: ପରିବାରରେ ଆନନ୍ଦର ଲହରି
ବ୍ରହ୍ମପୁର ଅଫିସ,୨୭।୨: ଦୀର୍ଘ ୨୪ ଦିନ ଧରି ନାନା ଆଶଙ୍କା ଓ ଅନିଶ୍ଚିତତା ମଧ୍ୟରେ ଜାପାନ ଜଳ ଜାହାଜରେ କରୋନା ଭାଇରସ୍ ପାଇଁ ଅଟକି ରହିଥିବା ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ ଗୁରୁବାର ଭୋର ୫ଟାରେ ଭାରତୀୟ ବିମାନରେ ଭାରତୀୟ…
ଦିଲ୍ଲୀ ହିଂସା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଫଳତା: ରଜନୀକାନ୍ତ
ଚେନ୍ନାଇ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ହିଂସାକୁ ଏବେ ପ୍ରାୟ ସବୁ ମହଲରେ ନିନ୍ଦା କରାଯାଉଛି। ଏହାକୁ ନେଇ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅଭିନେତାରୁ ରାତନେତା ହୋଇଥିବା ରଜନୀକାନ୍ତ କହିଛନ୍ତି ଏହା…
ଦିଲ୍ଲୀ ହିଂସା: ହିନ୍ଦୁଙ୍କ ପଡ଼ୋଶୀଙ୍କ ଘରେ ଆଶ୍ରୟ ନେଇଛନ୍ତି ୪୦ରୁ ଅଧିକ ମୁସଲମାନ୍
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ସ୍ଥିତି ସଙ୍କଟ ଜନକ ରହିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସାକାଣ୍ଡରେ ବହୁ ଘରେ ଓ ଦୋକାନରେ ବିକ୍ଷୋଭକାରୀ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ଅଶୋକ ନଗର ଅଞ୍ଚଳରେ ୪୦ରୁ ଅଧିକ ମୁସଲମାନ୍ ହିନ୍ଦୁ ପଡ଼ୋଶୀଙ୍କ…
୬୮ ଖଣ୍ଡ ଚୌକାଠ ଚୋରାଚାଲାଣ: କାଠ ସହ ଟ୍ରାକ୍ଟର ଜବତ
ପାଟଣା,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୁଜାପଥର ଗ୍ରାମ୍ୟ ଜଙ୍ଗଲରୁ ବୁଧବାର ରାତିରେ ୬୮ ଖଣ୍ଡ ଶାଳ ଚୌକାଠ କଟାଯାଇ ଚାଲାଣ ହେଉଥିଲା। ଖବର ପାଇ ଘଟଣାସ୍ଥଳରେ ପାଟଣା ବନ କର୍ମଚାରୀ ପହଞ୍ଚି କାଠ ଓ ଚାଲାଣରେ ବ୍ୟବହୃତ ଟ୍ରାକ୍ଟର ଜବତ…
ହଷ୍ଟେଲରେ ରାତ୍ରିଭୋଜନ ଖାଇ ୯ ଛାତ୍ରୀ ଅସୁସ୍ଥ
କେନ୍ଦୁଝର,୨୭।୨(ସ୍ବ.ପ୍ର.): ସଦର ବ୍ଲକ ତଳକୁସୁମିତା ଗ୍ରାମରେ ଏସ୍ସି/ଏସ୍ଟି ବିଭାଗ ଅଧୀନ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ବୁଧବାର ରାତ୍ରିଭୋଜନ ଖାଇ ଝାଡ଼ାବାନ୍ତିରେ ୯ ଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।…
ଦିଲ୍ଲୀ ହିଂସା: ସ୍କାନରରେ ହ୍ବାଟସ୍ ଆପ୍ ଗ୍ରୁପ
ନୂଆଦିଲ୍ଲୀ,୨୭।୨: ଉତ୍ତର-ପୂର୍ବ ଦିଲ୍ଲୀରେ ବେଳକୁ ବେଳ ହିଂସା ଉଗ୍ରରୂପ ନେଇଥିବାରୁ ସମସ୍ତଙ୍କ ଚିନ୍ତା ବଢିଯାଇଛି। ବିଶେଷ ଭାବେ ଦିଲ୍ଲୀ ବାହାରର ଲୋକେ ହିଂସା ବଢାଉଥିବା ଅନୁମାନ କରି ଏବେ ଏମାନଙ୍କ ଉପରେ କଡା ନଜର ରଖାଯାଇଛି। ଏହାସହ ହ୍ବାଟସ୍ ଆପ୍ ଗ୍ରୁପ…
ଡେଜର୍ଟ ଗାର୍ଡେନ
ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ ଉତ୍ପାଦନକୁ ଆହୁରି ସହଜ କରିଦେବ। ‘ଡେଜର୍ଟ ଗାର୍ଡେନ’ ପରିକଳ୍ପନା ପଛରେ ରହିଛି ଶରଣାର୍ଥୀ ଶିବିରରେ…
ସ୍ବାମୀ ରଣବୀର ଶୋରେଙ୍କଠାରୁ ଅଲଗା ହେବେ କୋଙ୍କଣା
ବମ୍ବେ: ଅଲଗା ହେବେ ବଲିଉଡ୍ର ଆଉ ଏକ ଯୋଡ଼ି। ସ୍ବାମୀ ରଣବୀର ଶୋରେଙ୍କ ସହ ସମ୍ପର୍କ ତୁଟାଇବାକୁ ନିଷ୍ପତ୍ତି ନେଇଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍ ଶର୍ମା। ଉଭୟ ଛାଡ଼ପତ୍ର ଲାଗି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରଣବୀରଙ୍କ ସହ ଏକାଧିକ ଫିଲ୍ମରେ ଏକାଠି…
Archives


