Home

ପ୍ରଶାନ୍ତ କିଶୋରଙ୍କ ନାଁରେ ଅଭିଯୋଗ

ପାଟନା,୨୭।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ନାଁରେ ଆସିଛି ଅଭିଯୋଗ। ବିହାରର ପାଟନାରେ ତାଙ୍କ ନାଁରେ ଏଫ୍‌ଆଇଆର୍‌ ଦାଖଲ କରାଯାଇଛି। ‘ବାତ ବିହାର କି’ କାର୍ଯ୍ୟକ୍ରମକୁ ନେଇ ଏହି ଅଭିଯୋଗ ହୋଇଛି। ଏଥିରେ ସେ କଣ୍ଟେଣ୍ଟ ଚୋରି କରିଥିବା ଅଭିଯୋଗ…

‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍‌ ନୁହେଁ’: ଶ୍ରୀକାନ୍ତ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ ୪୫ଦିନ…

ବର୍ଷା ଛାଡ଼ିବା ପରେ ପୁଣି ଲେଉଟିଲା ଶୀତ

କୋଳିମାଟି,୨୭।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ଅଞ୍ଚଳରେ ଶୀତର ଲହରୀ ଦେଖିବାକୁ ମିଳିଛି। ଅଧିକ ମାତ୍ରାରେ ଶୀତ ହେଉଥିବାରୁ ସାଧାରଣ ଲୋକମାନେ ସକାଳ ୮ଟା ଯାଏ ନିଆଁ ଜାଳି ବସୁଥିବା ଦେଖିବାକୁ ମିଳିଛି ା ୨ ଦିନ ଧରି କେନ୍ଦୁଝର…

ପ୍ରିୟଙ୍କା ମୋ ଠାରୁ ୧୦ ବର୍ଷ ବଡ଼ କହିଲେ ନିକ୍‌

ଓ୍ବାଶିଂଟନ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଆମେରିକା ଗାୟକ ନିକ୍‌ ଜୋନସ୍‌ଙ୍କ ବିବାହ ନେଇ ବହୁ ଚର୍ଚ୍ଚା ହୋଇଥିବା। ଏବେ ମଧ୍ୟ ବହୁ ସମୟରେ ସେମାନଙ୍କୁ ନେଇ ସୋସିଆଲ ମିଡ଼ିଆରେ ଆଲୋଚନା ଜାରି ରହିଥିବାର ଦେଖିବାକୁ ମିଳିଥାଏ। ପ୍ରିୟଙ୍କା ନିକ୍‌ଙ୍କଠାରୁ…

କାର୍ଯ୍ୟକାରିଣୀରେ ନାହାନ୍ତି ଏକାଧିକ ବରିଷ୍ଠ ନେତା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଗାତର ୮ମ ଥର ପାଇଁ ବିଜେଡି ସଭାପତି ଦାୟିତ୍ୱ ନେଇଛନ୍ତି। ଦଳର ମୁଖ୍ୟ ଭାବେ ବୁଧବାରଠାରୁ ତାଙ୍କପ ଅଷ୍ଟମ ଇଂନିସ ଆରମ୍ଭ ହୋଇଛି। ସଭାପତିଭାବେ ତାଙ୍କ ନାମ ଆନୁଷ୍ଠାନିକ ଘୋଷଣା ହେବା ସହ ୮୦ ଜଣିଆ…

ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ଫେଷ୍ଟିଭାଲ…

ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲାପାଳ ବଲୱନ୍ତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ପରେ ସିଂହଦ୍ୱାର ଚକଡ଼ାରେ…

ଡିଏମ୍‌କେ ବିଧାୟକ କେପିପି ସାମୀଙ୍କ ପରଲୋକ

ଚେନ୍ନାଇ,୨୭।୨: ତାମିଲନାଡୁର ପୂର୍ବତନ ମନ୍ତ୍ରୀ ତଥା ଡିଏମ୍‌କେ ବିଧାୟକ କେପିପି ସାମୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ୨୦୦୬-୧୧ ପର୍ଯ୍ୟନ୍ତ ଡିଏମ୍‌କେ ସରକାରରେ ସେ ମନ୍ତ୍ରୀଥିଲେ।…

ଆଇନ୍‌ଜୀବୀ ଦୀପାଳି ଆତ୍ମହତ୍ୟା ଘଟଣା: ଝାରପଡ଼ା ଜେଲରେ ବିକ୍ରମଙ୍କୁ ୨ ଘଣ୍ଟା ଜେରା

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଆଇନଜୀବୀ ଦୀପାଳି ଜେନା ଆତ୍ମହତ୍ୟା ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଅଛନ୍ତି ଅଭିଯୁକ୍ତ ପୁରୁଷବନ୍ଧୁ ବିକ୍ରମ ଜେନା। ବୁଧବାର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ଜେଲ୍‌ ଭିତରେ ୨ ଘଣ୍ଟା ଧରି ମାରାଥନ ଜେରା…

୭ ପରୀକ୍ଷା କେନ୍ଦ୍ରରୁ ୩୨ ଧରାପଡ଼ିଲେ

ନରସିଂହପୁର,୨୭ା୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକର ଗଣିତ ପରୀକ୍ଷା ଚାଲିଥିବା ବେଳେ ନରସିଂହ ବ୍ଲକ ଅନ୍ତର୍ଗତ ୭ ପରୀକ୍ଷା କେନ୍ଦ୍ରରୁ ୩୨ ଜଣ ପିଲା କପି କରୁଥିବା ବେଳେ ସ୍କ୍ବାଡ୍‌ ହାତରେ ଧରାପଡିଛନ୍ତି। ଏହାପରେ ସମ୍ପୃକ୍ତ ପିଲାଙ୍କୁ ମାଲ୍‌ ପ୍ରାକ୍ଟସ୍‌ କରିଦିଆଯାଇଛି। ସେମାନଙ୍କ ମଧ୍ୟରେ…

ବର୍ଷା ଛାଡ଼ିଲା: ତିନି ଦିନ କୁହୁଡ଼ି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ଆଉ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର…

କରୋନା ଭାଇରସ: ଜାପାନ ଜାହାଜରେ ଫସିଥିବା ୧୧୯ ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ପହଞ୍ଚିଲେ

ନୂଆଦିଲ୍ଲୀ,୨୭।୨: ଚାଇନାର ଉହାନ ସହରରେ ଫଶି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଯାଇଥିବା ବାୟୁସେନାର ସ୍ବତନ୍ତ୍ର ବିମାନ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛି। ଏହାସହ ଜାପାନ ଉପକୂଳରେ ଲାଗିଥିବା ଡାଇମଣ୍ଡ ପ୍ରିନସେସ୍‌ ଜାହାଜରେ କରୋନା ଭାଇରସ ଯୋଗୁ ଫଶି ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri