Home

୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ

ହିସାର,୨୭।୨: ଅଧିକ କ୍ଷୀର ଦେଇ ବିଶ୍ୱ ରେକର୍ଡ କରିଥିବା ମୁରାହ ପ୍ରଜାତିର ମଇଁଷି ସରସ୍ବତୀ ୫୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ହରିୟାଣାର ହିସାର ଜିଲାର ଲିତାନିରେ ବାସ କରୁଥିବା ସୁଖବୀର ସିଂ ଢ଼ାଣ୍ଡା ସରସ୍ବତୀକୁ ଲୁଧିୟାନାର ପବିତ୍ର ସିଂଙ୍କୁ ବିକ୍ରି…

ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…

କାଙ୍କେର,୨୭।୨: ବିବାହରେ ମନ୍ତ୍ର ପାଠ କରାଯାଇଥାଏ। ତେବେ ଛତିଶଗଡ଼ କାଙ୍କେରରେ ଏକ ଏକ ବିବାହ ଉତ୍ସବରେ ମନ୍ତ୍ର ବଦଳରେ ଆମେ ଭାରତବାସୀ ପାଠ କରାଯାଇ କନ୍ୟା-ବର ପରସ୍ପରକୁ ଜୀବନ ସାଥିଭାବେ ଗ୍ରହଣ କରିଛନ୍ତି। ଏହା ସହିତ ସମ୍ବିଧାନ ପାଠ ମଧ୍ୟ କରାଯାଇଛି।…

ୟୁରୋପକୁ ବ୍ୟାପୁଛି କରୋନା ଭାଇରସ୍‌

ଲଣ୍ଡନ/ବେଜିଂ/ନୂଆଦିଲ୍ଲୀ, ୨୭ା୨: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ କ୍ରମଶଃ ୟୁରୋପୀୟ ଦେଶଗୁଡ଼ିକୁ ବ୍ୟାପିବାରେ ଲାଗିଛି। ତେବେ ଭୟ କରିବାର କିଛି ନାହିଁ ବୋଲି ୟୁରୋପ ସଂଘର ସ୍ବାସ୍ଥ୍ୟ କମିଶନର ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ଇଟାଲୀରେ କରୋନା ଭାଇରସ୍‌…

ଧାର୍ଯ୍ୟ ସମୟ ପୂର୍ବରୁ ମଣ୍ଡିରେ ଧାନକିଣା ବନ୍ଦ କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ଅଭାବୀ ଧାନବିକ୍ରି ଦ୍ୱାରା ଚାଷୀକୁଳ ବହୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ମିଲର୍ସ ଓ ସରକାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ମଣ୍ଡିରୁ ଧାନ ଉଠୁନାହିଁ। ଅନ୍ୟପକ୍ଷରେ ଅଦିନିଆ ବର୍ଷାରେ ମଣ୍ଡିରେ ଧାନ ଭିଜୁଛି। ବର୍ଷାରେ ଧାନର ମାନ ଓ…

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମେହବୁବାଙ୍କ ଅଟକକୁ ତାଙ୍କ ଝିଅ ଇଲତିଜା ମୁଫ୍‌ତି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।…

୩ ଭାଜପା ନେତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କର: ହାଇକୋର୍ଟ

ନୂଆଦିଲ୍ଲୀ,୨୭ା୨(ପି.ଟି.): ଯେଉଁ ୩ ଭାଜପା ନେତାଙ୍କ ଉତ୍ତେଜନାପୂର୍ଣ୍ଣ ଭାଷଣ ଯୋଗୁ ସିଏଏ ହିଂସା ଜୋରଦାର ହେଲା ବୋଲି କୁହାଯାଉଛି, ସେମାନଙ୍କ ବିରୋଧରେ କ’ଣ ପାଇଁ ଏତଲା ଦାଏର ହୋଇନି ବୋଲି ବୁଧବାର ଦିଲ୍ଲୀ ହାଇକୋର୍ଟ ପୋଲିସକୁ ପ୍ରଶ୍ନ କରିଛନ୍ତି। ଏତଲା ଦାଏର…

ରାସ୍ତା, ପାଣି ପାଇଁ ହୀନସ୍ତା

ବଅଁରପାଳ, ୨୭ା୨(ଡି.ଏନ.ଏ.) – ପାନୀୟଜଳଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସୁବିଧାରୁ ବଞ୍ଚିତ ଅନୁଗୋଳ ଜିଲା ବଅଁରପାଳ ବ୍ଳକ ବଳରାମପ୍ରସାଦ ଆଶପଣ୍ଡ ନିକଟରେ ଥିବା ଲକ୍ଷ୍ମଣପୁର ଗ୍ରାମବାସୀ। ୬ ଶହରୁ ଊର୍ଦ୍ଧ୍ୱ ଲୋକ ବାସ କରୁଥିବା ଏହି ଗ୍ରାମ ସମସ୍ୟା…

ପଦବୀ ପାଇଁ ଚାଲିଛି ଅଙ୍କକଷା

ଅନୁଗୋଳ ଅଫିସ, ୨୭।୨ – ଅନୁଗୋଳ ପୌରପାଳିକାରେ ଖାଲି ପଡ଼ିଥିବା ବିଭିନ୍ନ ପଦପଦବୀକୁ ନେଇ ଏବେ କର୍ମଚାରୀଙ୍କ ମଧ୍ୟରେ ଚାଲିଛି ଅଙ୍କକଷା। ଘଣ୍ଟାକୁ ଘଣ୍ଟା ସେମାନେ ମେଳି ବାନ୍ଧି କାହାକୁ କେଉଁ ଚୌକି ମିଳିବ ସେ ସମ୍ପର୍କରେ ଆଲୋଚନା କରୁଛନ୍ତି। ଗତ…

‘ସେମାନେ ମୋତେ ଆତଙ୍କବାଦୀ କହୁଛନ୍ତି’

ନୂଆଦିଲ୍ଲୀ, ୨୭ା୨: ଦିଲ୍ଲୀ ପୋଲିସକୁ ୩ ଦିନ ସମୟ ଦେଇ ସିଏଏ ବିକ୍ଷୋଭକାରୀଙ୍କୁ ହଟାଅ ନ ହେଲେ ସେମାନେ ପରିଣାମ ଭୋଗିବେ ବୋଲି କହିଥିବା ଭାଜପା ନେତା କପିଲ ମିଶ୍ର ପୁଣି ବୁଧବାର ହିନ୍ଦୀରେ ଏକ ଟୁଇଟ କରି ସେମାନେ ମୋତେ…

କେଜ୍‌ରିଓ୍ବାଲ କହିଲେ ବାହାର ଲୋକ କାମ

ନୂଆଦିଲ୍ଲୀ,୨୭ା୨: ଉତ୍ତର-ପୂର୍ବ ଦିଲ୍ଲୀରେ ଦିଲ୍ଲୀବାସୀ ହିଂସା ଭିଆଇନାହାନ୍ତି। ସେମାନେ ଶାନ୍ତି ଚାହାନ୍ତି। ଯାହାକିଛି ଘଟିଛି ସେଥିରେ ‘ଆମ୍‌ ଆଦ୍‌ମୀ’ଙ୍କ ଭୂମିକା ନାହିଁ, ଏହା ପଛରେ ବାହାର ଲୋକଙ୍କ ହାତ ରହିଛି। ଅସାମାଜିକ ତତ୍ତ୍ୱ, ରାଜନୈତିକ ଓ ବାହାର ଲୋକ ଏପରି କରିଛନ୍ତି।…

ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ

ନୂଆଦିଲ୍ଲୀ,୨୭ା୨: ଏଣିକି କେବଳ ସମ୍ପର୍କୀୟା ନୁହନ୍ତି, ଯେକୌଣସି ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ। କେନ୍ଦ୍ର କ୍ୟାବିନେଟ ବୁଧବାର ସରୋଗେସୀ(ରେଗୁଲେଶନ) ବିଲ୍‌, ୨୦୨୦କୁ ଅନୁମୋଦନ କରିଛି। ଏହି ସେବାକୁ ନିୟନ୍ତ୍ରଣ କରିବା ଲାଗି ଅଣାଯାଇଥିବା ବିଧେୟକ ଅନୁଯାୟୀ ଆଗ୍ରହୀ ବିଧବା ଓ…

ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍‌ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଘରୋଇ ଗାଡ଼ିକୁ କିଛିଦିନ ପାଇଁ ଅଧିଗ୍ରହଣ କରାଯାଉଛି। ନିୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri