Home

ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ସିଏଏ ଦଙ୍ଗାକୁ ନେଇ ହୋଇଥିବା ଆବେଦନ ଉପରେ…

ଲାଗିଲା ମମତା ବିରୋଧୀ ପୋଷ୍ଟର

ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର ପଶ୍ଚିମବଙ୍ଗ…

ସିଏଏରୁ ସାମ୍ପ୍ରଦାୟିକ ହିଂସା

ନୂଆଦିଲ୍ଲୀ,୨୭ା୨: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଆରମ୍ଭରୁ ବିବାଦ ଲାଗିରହିଛି। ବିବାଦୀୟ ଆଇନକୁ ନେଇ ବିରୋଧ ଏବେ ସାମ୍ପ୍ରଦାୟିକ ଦଙ୍ଗାରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏ ସଂକ୍ରାନ୍ତ ବିଲ୍‌କୁ ୨୦୧୯ ଡିସେମ୍ବର ୧୦ରେ ଲୋକ…

ବିହନ ଉତ୍ପାଦନ କ୍ଷେତ୍ରରେ ହରିଶ୍ଚନ୍ଦ୍ରଙ୍କ ଅବଦାନ ଅତୁଳନୀୟ

ରଘୁନାଥପୁର,୨୭ା୨ (ଡି.ଏନ.ଏ.): ଏହି ବ୍ଲକ ରେଢୁଆ ନୂଅଗାଡ଼ସ୍ଥିତ ଗୋରଖନାଥ କୃଷକ ମହାସଂଘ ପରିସରରେ କୃଷି ଓ କୃଷକଙ୍କ ପାଇଁ କାର୍ଯ୍ୟ କରୁଥିବା ଲାଲ(ଲିଭ ଆଣ୍ଡ ଲେଟ୍‌ଲିଭ୍‌)ର ପଥ ପ୍ରଦର୍ଶକ ସ୍ବାଗତ ହରିଶ୍ଚନ୍ଦ୍ର ଭୂୟଁ।ଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି।…

ଘାତକ ହେଲା ଦିଲ୍ଲୀ ଦଙ୍ଗା: ଗଡ଼ିଲାଣି ୨୭ ମୁଣ୍ଡ

ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ଘାତକ ହେଲାଣି ସାମ୍ପ୍ରଦାୟିକ ଦଙ୍ଗା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ୩ ଦିନ ହେଲା ଜଳୁଛି ଜାତୀୟ ରାଜଧାନୀ। ଉତ୍ତର-ପୂର୍ବ ଦିଲ୍ଲୀସ୍ଥିତ ମୌଜପୁରରୁ ଆରମ୍ଭ ହୋଇଥିବା ସିଏଏ ବିରୋଧୀ ହିଂସା କ୍ରମଶଃ ଅନ୍ୟ ଜିଲାଗୁଡ଼ିକୁ…

ପୁରୀ ରେଳ ଷ୍ଟେଶନ ସାଜିଛି ମାନବ ଚାଲାଣର ମାଧ୍ୟମ

ପୁରୀ ଅଫିସ,୨୭ା୨: ଓଡ଼ିଶାର ଆଦିବାସୀ ଅଞ୍ଚଳଗୁଡ଼ିକରୁ ବାହାର ରାଜ୍ୟକୁ ମାନବଚାଲାଣ କରାଯାଉଛି। ଏ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଉଛି। ଟ୍ରେନରେ ମାନବ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ଉଠିଛନ୍ତି। ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ପ୍ରଭୃତି ଅଞ୍ଚଳରୁ ନାବାଳିକା,…

ପୁରୀ ସମୁଦ୍ରରେ ଡଲ୍‌ଫିନ୍‌

ପୁରୀ ଅଫିସ,୨୭ା୨: ପୁରୀ ସମୁଦ୍ରରେ ବୁଧବାର ସକାଳେ ୩ଟି ଡଲ୍‌ଫିନ ଦେଖାଯାଇଛନ୍ତି। ଉପକୂଳଠାରୁ ମାତ୍ର ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିବାରୁ ପର୍ଯ୍ୟଟକମାନେ ଦେଖି ବେଶ୍‌ ଖୁସି ହୋଇଥିଲେ। ସକାଳ ପ୍ରାୟ ୯ଟା ସମୟରେ ମଙ୍ଗଳା ମୁହାଣ ପଟୁ ୩ଟି…

ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର ଜଣାଶୁଣା…

ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲିଥିଲା କଂକ୍ରିଟ୍‌ ଖଣ୍ଡ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍‌ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା ଥିଲା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନଜର, ନା ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କର। ଆନ୍ଧ୍ର…

ମୁଦୁଲି ଦ୍ୱାର ଦେଇ ଭକ୍ତ ପ୍ରବେଶ

ପୁରୀ ଅଫିସ,୨୭ା୨: ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛନ୍ତି ସୁପ୍ରିମକୋର୍ଟ। ଦର୍ଶନାର୍ଥୀ ଯେପରି ଶାନ୍ତିଶୃଙ୍ଖଳାରେ ମହାପ୍ରଭୁଙ୍କ ଦର୍ଶନ କରିବେ ସେଥିଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।…

ପାନୀୟଜଳ ସମସ୍ୟା ନେଇ ଦାବିପତ୍ର

ଜି.ଉଦୟଗିରି,୨୭ା୨(ଡି.ଏନ୍‌.ଏ.) – ମହିଳା ଜୀବିକା ସୁରକ୍ଷା ମଞ୍ଚ ଜି.ଉଦୟଗିରି ତରଫରୁ ବୁଧବାର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶତାଧିକ ମହିଳା ବିଭିନ୍ନ ପ୍ଲାକାର୍ଡ ଧରି ସହର ପରିକ୍ରମା…

୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri