Home

ଦିଲ୍ଲୀ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ରାଜଧାନୀ ଦିଲ୍ଲୀରେ ହିଂସାତ୍ମକ ବିକ୍ଷୋଭର ଦିନକ ପରେ ଶନିବାର ଦିଲ୍ଲୀରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ଯବାନମାନେ ଫ୍ଲାଗମାର୍ଚ୍ଚ କରିଛନ୍ତି। ଶନିବାର ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ, ରାଜଘାଟ, ଉତ୍ତରପ୍ରଦେଶ ଭବନ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ଶାନ୍ତିପୂର୍ଣ୍ଣ ଥିଲା।…

୩ କୋଟି ପରିବାର ସହ ସମ୍ପର୍କ କରିବ ଭାଜପା

ନୂଆଦିଲ୍ଲୀ,୨୨ା୧୨: ସିଏଏକୁ ନେଇ ଦେଶବ୍ୟାପୀ ବିରୋଧର ସମ୍ମୁଖୀନ ହୋଇଥିବା ଶାସକ ଭାଜପା ଆଗାମୀ ୧୦ ଦିନରେ ୩ କୋଟି ପରିବାର ନିକଟରେ ପହଞ୍ଚତ୍ ଉକ୍ତ ଆଇନ ସମ୍ପର୍କରେ ବୁଝାଇବାକୁ ଯୋଜନା କରିଛି। ସିଏଏକୁ ନେଇ ଲୋକଙ୍କ ମନରେ ରହିଥିବା ଭୁଲ ଧାରଣାକୁ…

ରାଜ୍‌ଘାଟରେ ଧାରଣା ଦେବେ ସୋନିଆ

ନୂଆଦିଲ୍ଲୀ, ୨୨ା୧୨: ସିଏଏକୁ ବିରୋଧ କରି ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ରାଜ୍‌ଘାଟଠାରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ କରାଯିବ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ଲୋକଙ୍କ ଅଧିକାର ଓ ସମ୍ବିଧାନର ସୁରକ୍ଷା ଦାବିରେ ପ୍ରତିବାଦ କରାଯିବ ବୋଲି ଜଣାପଡ଼ିଛି।…

ଜେଲ ଗଲେ ଭୀମ୍‌ ଆର୍ମି ମୁଖ୍ୟ

ନୂଆଦିଲ୍ଲୀ, ୨୨ା୧୨(ପି.ଟି.): ସିଏଏକୁ ବିରୋଧ କରି ଦେଶରେ ପ୍ରତିବାଦର ସ୍ବର ବଢ଼ିବାରେ ଲାଗିଥିବାବେଳେ ଶନିବାର ଦିଲ୍ଲୀ ପୋଲିସ ବିକ୍ଷୋଭରତ ଭୀମ୍‌ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଓ ତାଙ୍କ ସହଯୋଗୀଙ୍କୁ ଜାମା ମସ୍‌ଜିଦ ନିକଟରୁ ଗିରଫ କରିଛି। ତାଙ୍କୁ କୋର୍ଟରେ ହାଜର…

ସିଏଏକୁ ୧୧୦୦ ଶିକ୍ଷାବିତ୍‌ଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ସମର୍ଥନ କରି ସାରା ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ତଥା ଦେଶ ବାହାରୁ ୧୧୦୦ ଶିକ୍ଷାବିତ୍‌ ଓ ଗବେଷକ ଏକ ବିବୃତି ଜାରି କରିଛନ୍ତି। ମିଥ୍ୟା ପ୍ରଚାର, ସାମ୍ପ୍ରଦାୟିକତାବାଦ ଓ ବଂଶବାଦର ଫାଶରେ ନ ପଡିବା…

ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ…

ବିରାଟଙ୍କ ରେକର୍ଡ ଭଲ ନାହିଁ

କଟକ, ୨୨।୧୨(କ୍ରୀଡ଼ା ପ୍ରତିନିଧି)- ଅନ୍ତର୍ଜାତୀୟ କ୍ରିକେଟରେ ଏବେ ବିରାଟ କୋହଲି ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଖେଳାଳିଭାବେ ଉଭା ହୋଇଛନ୍ତି। ଖେଳାଳିଭାବେ ହୁଅନ୍ତୁ କି ଅଧିନାୟକ ବିରାଟ ଏବେ ଅନେକ ରେକର୍ଡର ଅଧିକାରୀ। ଦିନିକିଆ କ୍ରିକେଟରେ ଦ୍ରୁତ ୧୦୦୦୦ ରନ ରେକର୍ଡର ଅଧିକାରୀ କୋହଲିଙ୍କର…

ହିଂସ୍ର ହେଉଛି ସିଏଏ ବିରୋଧୀ ଆନ୍ଦୋଳନ: ୟୁପିରେ ଗଲାଣି ୧୭ ଜୀବନ

ଲକ୍ଷ୍ନୌ,୨୨ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ହିଂସ୍ର ହେବାରେ ଲାଗିଛି। ଉତ୍ତରପ୍ରଦେଶରେ ବିକ୍ଷୋଭ ହିଂସାରେ ୩ ଦିନରେ ୧୭ ଜଣଙ୍କ ଜୀବନ ଗଲାଣି। ଶନିବାର ରାମପୁର ସହରରେ ବିକ୍ଷୋଭ ବେଳେ ୨ଜଣ ପ୍ରାଣ ହରାଇଛନ୍ତି। ସେଠାରେ ବିକ୍ଷୋଭକାରୀମାନେ ଗାଡ଼ିମୋଟର…

ଯୁବକଙ୍କ ମୃତ୍ୟୁକୁ ନେଇ ଥାନାରେ ହତ୍ୟା ଅଭିଯୋଗ: ଅକଳରେ ବନ ବିଭାଗ

ପାଲଲହଡା,୨୨।୧୨(ଡି.ଏନ.ଏ.) – ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ବନ କର୍ମଚାରୀଙ୍କ ବିରୋଧରେ ପାଲଲହଡ଼ା ଥାନାରେ ଏତଲା ଦିଆଯାଇଛି। ସ୍ବାମୀଙ୍କୁ କର୍ମଚାରୀମାନେ ପିଟି ପିଟି ମାରିଦେଇଥିବା ମୃତ ଯୁବକଙ୍କ ସ୍ତ୍ରୀ ଅଭିଯୋଗ କରିବା ପରେ ଅକଳରେ…

ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍‌

ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍‌ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍‌ ଲଓ୍ବେିସ୍‌ ଆମେରିକା ପ୍ରତିନିଧି ସଭାରେ ଏକ ବିଲ୍‌ ଆଣିଛନ୍ତି। ଆଗାମୀ ୫ ବର୍ଷ ପାଇଁ…

ନାବାଳିକାଙ୍କୁ ଶିକ୍ଷକଙ୍କ ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୨।୧୨- ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଶନିବାର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ଶିକ୍ଷକ ରଘୁନାଥ ନାୟକକୁ…

ପ୍ରତିଶ୍ରୁତି ପରେ ଅଟକଙ୍କୁ ଛାଡ଼ିଲେ ଚାଷୀ

ଛେଣ୍ଡିପଦା,୨୨ା୧୨(ସ୍ବ.ପ୍ର.) – କାଂଶବାଂଶ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଆସିଥିବା ଅଧିକାରୀମାନଙ୍କୁ ଶୁକ୍ରବାର ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତ ଅଞ୍ଚଳର ଚାଷୀ ଅଟକ ରଖିବା ସହ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri