Home

ରେଡ୍‌ କାର୍ପେଟ୍‌ରେ କ୍ୟାଟ୍ରିନାଙ୍କ ହଟ୍‌ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଆଜିକାଲି ଅପ୍‌କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ କ୍ୟାଟ୍‌ଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କ୍ୟାଟ୍‌ ଜବରଦସ୍ତ ଚାଲୁଥିବା ଦେଖିବାକୁ ମିଳୁଛି। କ୍ୟାଟ୍‌ ତାଙ୍କ…

କରୋନା ଭୟ: ବିଦେଶକୁ ଅଯଥା ଯାତ୍ରା କରିବାକୁ ବାରଣ କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରୁଛି। ଚାଇନାରେ ଏଥିରେ ସଂକ୍ରମିତ ହୋଇ ୨,୬୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।…

ସୌନ୍ଦର୍ଯ୍ୟ ହରାଉଛି ଗୋପାଳବନ୍ଧ: ରକ୍ଷଣାବେକ୍ଷଣ ଲାଗି ଦାବି

ପୁରୁଷୋତ୍ତମପୁର,୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ମଧ୍ୟଭାଗରେ ଥିବା ଐତିହାସିକ ଗୋପାଳବନ୍ଧ ପୋଖରୀ ହୁଡ଼ାକୁ କେତେକ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ପୋଖରୀଟି ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି । ପୋଖରୀ ଜଳ ସମ୍ପୂର୍ଣ୍ଣ ଦୂଷିତ ହୋଇ ବ୍ୟବହାର ଅନୁପଯୋଗୀ ହୋଇଛି।…

ହୋଲି ପୂର୍ବରୁ ହାପୁଡ଼ରେ ଧାରା ୧୪୪ ଲାଗୁ

ହାପୁଡ଼,୨୬।୨: ପର୍ବପର୍ବାଣି ଋତୁରେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଉତ୍ତରପ୍ରଦେଶ ହାପୁଡ଼ରେ ଧାରା ୧୪୪ ଲାଗୁ କରାଯାଇଛି। ବୁଧବାର ଇଣ୍ଡିଆନ ପେନାଲ କୋଡ୍‌ (ଆଇପିସି) ଅନୁଯାୟୀ ଏପ୍ରିଲ ୧୦ ପର୍ଯ୍ୟନ୍ତ ସହରରେ ସ୍ଥାନୀୟ ପୋଲିସ ଧାରା ୧୪୪ ଲାଗୁ କରିଛି।…

କରୀନାଙ୍କ ଏହି ନଣଦ ସମ୍ଭାଳନ୍ତି ପଟୌଦୀ ଖାନ୍‌ଦାନ୍‌ର ସମ୍ପତ୍ତି

ପଟୌଦୀ ଖାନଦାନର ପ୍ରାୟ ସମସ୍ତ ସଦସ୍ୟ ବଲିଉଡ୍‌ରେ ବେଶ୍‌ ପରିଚିତ। ଶର୍ମିଲା ଟାଗୋରଙ୍କଠାରୁ ଆରମ୍ଭ କରି ସୈଫ୍‌ ଅଲ୍ଲୀ ଖାନ୍‌, ସୋହା ଅଲ୍ଲୀ ଖାନ୍‌, କରୀନା କପୁର ଏବଂ ସାରା ଅଲ୍ଲୀ ଖାନ୍‌। ଏହି ସମସ୍ତ କଳାକାର ନିଜର ସୁନ୍ଦର ଅଭିନୟ…

ବାଲୁକାକଳାରେ ‘ଶାନ୍ତିର ବାର୍ତ୍ତା’ ଦେଲେ ସୁଦର୍ଶନ

ପୁରୀ ଅଫିସ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସା ଉଗ୍ରରୂପ ଧାରଣ କରିଥିବା ବେଳେ ଏଥିରେ ୨୦ଜଣ ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିକୁ ନେଇ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ଶାନ୍ତିର ବାର୍ତ୍ତା ଦେଇଛନ୍ତି। ‘ଲିଭ୍‌ ଉଇଥ୍‌ ପିସ୍‌’ ଅର୍ଥାତ…

ଏମିତି ଜୀବ, ଯିଏ ନିଃଶ୍ୱାସ ନ ନେଇ ବି ବଞ୍ଚିଥାଏ

ଜେଲିଫିଶ ଦେଖିବାକୁ ଯେମିତି ଠିକ୍‌ ସେହିପରି ବୈଜ୍ଞାନିକମାନେ ଏକ ନୂତନ ଜୀବର ସନ୍ଧାନ ପାଇଛନ୍ତି। ଯାହା ନିଃଶ୍ୱାସ ନ ନେଇ ବଞ୍ଚିପାରିବ। ଏପରିକି ଜିଇଁବା ପାଇଁ ଅମ୍ଳଜାନ ମଧ୍ୟ ଆବଶ୍ୟକ ପଡ଼ିବନି। ଏହା ଏମିତି ଏକ ବହୁକୋଷୀ ଜୀବ, ଯେଉଁଥିରେ ମାଇଟ୍ରୋକଣ୍ଟ୍ରିଏଲ୍‌…

ଦିଲ୍ଲୀ ହିଂସା: ଭୟରେ ଘର ଛାଡୁଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ଦେଖାଦେଇଥିବା ହିଂସା ଯୋଗୁ ଭୟରେ ଲୋକ ଘର ଛାଡୁଛନ୍ତି। ବ୍ୟାପକ ସୁରକ୍ଷାକର୍ମୀ ତଥା ପୋଲିସ ମୁତୟନ ପରେ ମଧ୍ୟ ହିଂସା ଥମୁ ନ ଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି। ସେମାନେ ବାଧ୍ୟ ହୋଇ ଘରୁ ସୁରକ୍ଷିତ…

ତାପସୀ ପନ୍ନୁଙ୍କ ‘ଥପ୍ପଡ଼’କୁ କମଲନାଥ କଲେ ଟିକସ ମୁକ୍ତ

ଭୋପାଳ,୨୬।୨: ତାପସୀ ପନ୍ନୁଙ୍କ ଫିଲ୍ମ ‘ଥପ୍ପଡ଼’ ରିଲିଜ ପୂର୍ବରୁ ମଧ୍ୟପ୍ରଦେଶ ସରକାରଙ୍କ ସହାୟତା ପାଇଛି। ରାଜ୍ୟରେ ଫିଲ୍ମକୁ ୩ ମାସ ପାଇଁ ଟିକସ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫିଲ୍ମର ନିର୍ଦ୍ଦେଶନା ଅନୁଭବ ସିହ୍ନା…

ଯୁକ୍ତ ଦୁଇ ବିଜ୍ଞାନ ପ୍ରାକ୍ଟିକାଲ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର: ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ

ପାଟଣା,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣା ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ବିଜ୍ଞାନର ୫ ପରୀକ୍ଷାର୍ଥୀ ବୁଧବାର ପୂର୍ବାହ୍ନରୁ ଧାରଣାରେ ବସିଛନ୍ତି। ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଭୁବନେଶ୍ୱରଙ୍କ ଦାରା ପରିଚାଳିତ ଯୁକ୍ତ ୨ବିଜ୍ଞାନ…

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ସେହିପରି ବୈଜ୍ଞାନିକ ଅନୀଲ କାକୋଡ଼କରଙ୍କୁ ପରିଷଦର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ଭାଜପା ସରକାରକୁ ଟାର୍ଗେଟ କଲା ଶିବସେନା: ଅହମଦାବାଦରେ ନମସ୍ତେ, ଦିଲ୍ଲୀରେ ହିଂସା

ମୁମ୍ବାଇ,୨୬।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ଶିବସେନା ଭାଜପା ସରକାରକୁ ଟାର୍ଗେଟ କରାଯାଇଛି। ଅହମଦାବାଦରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକରି ଭାଜପା ସରକାର ବାହାବା ନେବାକୁ ଚେଷ୍ଟା କରୁଥିବାବେଳେ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏନେଇ ଭାଜପା ମୁଖପତ୍ର ସାମନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri