୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼
ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍ର ରିଓ ଡି ଜେନେରିଓରେ ପ୍ରତିବର୍ଷ ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼ ଦେଖିବାକୁ ମିଳିଛି। ଏହି ଉତ୍ସବ…
ଆବାସ ହିତାଧିକାରୀଙ୍କ ଘର ଆଗରେ ପ୍ରଶାସନର ଧାରଣା
କୁଜଙ୍ଗ,୨୬ା୨(ଡି.ଏନ.ଏ.): ସରକାରୀ ଯୋଜନା ବାଟବଣା ହେଲେ କିମ୍ବା ସରକାରୀ ସହାୟତା ଠିକ୍ରେ ନ ମିଳିଲେ ଜନସାଧାରଣ ଏହାର ପ୍ରତିବାଦ କରିଥାନ୍ତି। ରାସ୍ତାରୋକୋ, ଗଣଧାରଣା ମାଧ୍ୟମରେ ଏସବୁର ପ୍ରତିବାଦ କରାଯାଏ। ତେବେ କୁଜଙ୍ଗ ବ୍ଲକ ଅଞ୍ଚଳରେ ଘଟିଛି ଏକ ଭିନ୍ନ ଘଟଣା। ଜଣେ…
ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍
ଜଗତ୍ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ…
୧୦୦ ଭାରତୀୟଙ୍କୁ ଏୟାର ଲିଫ୍ଟ କରିବା ପାଇଁ ଉହାନ ଯିବ ବାୟୁସେନା ବିମାନ
ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ ଏଠାରେ ୨୬୬୩ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୭୭ ହଜାରରୁ ଅଧିକ ଲୋକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏବେ ମଧ୍ୟ ଚାଇନାରେ ୧୦୦ଜଣ ଭାରତୀୟ ଅଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ…
ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ରାଧାମୋହନ କଲୋନୀର ଅଭିମନ୍ୟୁ ନାୟକଙ୍କୁ ପଥରରେ ଛେଚି ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍ ଧନେଶ୍ୱର ମଲିକ ମାମଲାର ବିଚାର କରି ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ…
ରାସ୍ତାରେ ପାର୍କିଂ କଲେ ଗାଡ଼ି ଟେକିନେବ ପୋଲିସ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଯେତେ ନିୟମ ହେଉଛି, ଗାଡ଼ି ଚାଳକ ସେତେ ଅମାନିଆ ହେଉଛନ୍ତି। ଫଳରେ ସ୍ମାର୍ଟସିଟି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ତେଣୁ ନିୟମ ଉଲ୍ଲଂଘନ କରି ମନଇଚ୍ଛା ପାର୍କିଂ କରୁଥିବା ଗାଡ଼ି ଚାଳକଙ୍କ ଉପରେ କଡ଼ା…
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍ସ୍ଥିତ କମାନୀ ଅଡିଟୋରିୟମ୍ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା ଗୀତିକାର…
ମହାପ୍ରଭୁଙ୍କ ଜମି ହିସାବ ବାଉଳା
ପୁରୀ ଅଫିସ,୨୬ା୨: ଶ୍ରୀଜଗନ୍ନାଥଙ୍କ ଅମୃତମଣୋହି ଜମି ହିସାବକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ମହାପ୍ରଭୁଙ୍କ ସମୁଦାୟ ଜମି କେତେ, କେଉଁ କେଉଁ ଜାଗାରେ ରହିଛି, ସବୁ ଜମିର ହିସାବ ଅଛି କି ନାହିଁ ଏ ନେଇ ବିଧାନସଭାରେ ତଥ୍ୟ ରଖିଛନ୍ତି…
ବାଲାକୋଟ୍ ଏୟାର ଷ୍ଟ୍ରାଇକ୍କୁ ବର୍ଷେ: ଜୈଶ୍ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା ମାଡ଼ କରିଥିଲା ଭାରତୀୟ ବାୟୁସେନା
ଶ୍ରୀନଗର,୨୬।୨: ବାଲାକୋଟ୍ ଏୟାର ଷ୍ଟ୍ରାଇକ୍କୁ ବର୍ଷେ ପୂରିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ୨୦୧୯ ଫେବୃୟାରୀ ୨୬ ଭୋର୍ ୩ଟା ୩୦ରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ବାଲାକୋଟରେ ଥିବା ଜୈଶ୍ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା…
ଟ୍ରେନ୍ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ
କଟକ ଅଫିସ,୨୬ା୨: ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୋଲିସ, ରେଲଓ୍ବେ ସହ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।…
ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’
ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ ଯାଇ…
ଚର୍ଚ୍ଚାରେ ରାଜ୍ୟ ସଭା ଲଢ଼େଇ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡିଶାର ୩ଟି ରାଜ୍ୟ ସଭା ଆସନ ଏପ୍ରିଲ ୨ତାରିଖରେ ଖାଲି ହେବାକୁ ଥିବାବେଳେ ଗୋଟିଏ ଆସନ ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ବାହାରିବା ପରଠାରୁ ଖାଲି ପଡିଛି। କଂଗ୍ରେସ ଏମ୍ପି ରଞ୍ଜୀବ ବିଶ୍ୱାଳ, ବିଜେଡିର ନରେନ୍ଦ୍ର କୁମାର ସ୍ବାଇଁ ଏବଂ…
Archives


