Home

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି ମାତ୍ର…

ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଏନ୍‌ପିଆର୍‌ ପାଇଁ ମୋଦି ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍‌ଆର୍‌ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍‌ପିଆର୍‌) ଲାଗି…

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ ନଥିପତ୍ର ସବୁ ସ୍ଥାନାନ୍ତର ହୋଇ ନ ଥିବାରୁ ବାଧ୍ୟ ହୋଇ ନିକଟସ୍ଥ ଶୌଚାଳୟ…

ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ ରହିଗଲା। କାହା ଯୋଗୁ ୨ଟି ବାଘ ମହାବୀର ଓ ସୁନ୍ଦରୀ ଏତେ କଷ୍ଟ…

୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’କୁ ‘ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର’ଭାବେ ପୁରସ୍କୃତ କରାଯାଇଛି। ‘ପେନ୍‌ସନ’ ପାଇଁ…

୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍‌ ଯୋଗୁ ନୀଲମ୍‌ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ ଆହୁଜା। ଲଭ୍‌-୮୬ ଫିଲ୍ମରେ ୧୯୮୬ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ…

କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍‌ଇନ୍‌ରେ ଥିଲେ

ମୁମ୍ବାଇ: ଛୋଟପରଦାରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପରଦାରେ କିୟୁଁକି ଶାଶ୍‌ ଭି କଭି ବୋହୂ ଥିରେ ତାଙ୍କ…

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି କୌଣସି…

ବଢ଼ିଛି ଧାନ ସଂଗ୍ରହ

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର ୪୪୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ୫୬ ପ୍ରତିଶତ…

ପ୍ରକାଶ ପାଇଲା ଭାଜପାର ଜିଲା ସଭାପତି ତାଲିକା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬ ତାରିଖରେ ଜିଲା ସଭାପତି ଚୟନ ପାଇଁ ଦଳୀୟ ନିର୍ବାଚନ କରାଯାଇଥିଲା। ଏହାର ଫଳାଫଳ…

ଆଫଗାନିସ୍ତାନରେ ଭୂକମ୍ପ, ଉତ୍ତର ଭାରତରେ ଝଟକା

ନୂଆଦିଲ୍ଲୀ,୨୧ା୧୨(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ ସମେତ ଉତ୍ତର ଭାରତରେ ଶୁକ୍ରବାର ସନ୍ଧ୍ୟାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନ ରାଜଧାନୀ କାବୁଲଠାରୁ ୨୪୬ କିଲୋମିଟର ଉତ୍ତରରେ ଅବସ୍ଥିତ ହିନ୍ଦୁକୁଶ ପର୍ବତମାଳା ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପ ତୀବ୍ରତା ୬.୩…

ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍‌

ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍‌ ଦିଆଯାଇଛି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ରେ ଦାଖଲ କରାଯାଇଥିବା ସତ୍ୟପାଠରେ ଅଜିତଙ୍କ ବିରୋଧରେ କୌଣସି ଆପରାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri