ସୁପ୍ରିମ୍କୋର୍ଟର ୬ ବିଚାରପତିଙ୍କୁ ସ୍ବାଇନ୍ ଫ୍ଲୁ: ମାସ୍କ୍ ପିନ୍ଧି ଶୁଣାଣି
ନୂଆଦିଲ୍ଲୀ,୨୫।୨: ସୁପ୍ରିମ୍କୋର୍ଟର ୬ ଜଣ ବିଚାରପତି ସ୍ବାଇନ୍ ଫ୍ଲୁ(ଏଚ୍-୧ଏନ୍-୧)ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେମାନଙ୍କର ଚିକିତ୍ସା ପାଇଁ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏକ ବୈଠକ ଡକାଇଥିଲେ। କିଭଳି ବିଚାରପତିଙ୍କ ଚିକିତ୍ସା ଠିକ ଭାବେ କରାଯିବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଏନେଇ ସେ…
ବିଧାନସଭାରେ ପୁଣି ଧାନ ତାତି, ଗୃହ ମୁଲତବୀ, ବିରୋଧୀଙ୍କ ହଟ୍ଟଗୋଳ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଚାଷୀଙ୍କଠାରୁ ଧାନ ସଂଗ୍ରହକୁ ନେଇ ବିଧାନସଭାରେ ପୁଣି ହଙ୍ଗାମା ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସୋମବାର ଗୃହକୁ ଅଚଳ କରିଥିବା ବେଳେ ମଙ୍ଗଳବାର ମଧ୍ୟ ହେ-ହଲ୍ଲା କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଦଳ ସଦସ୍ୟ…
ତାଜମହଲର ମାଲିକ ଥିଲେ ଟ୍ରମ୍ପ୍: ୨୦୧୬ରେ ହୋଇଥିଲା ନିଲାମ
ଓ୍ବାଶିଂଟନ, ୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟମ୍ପ୍ ଦିନେ ତାଜମହଲର ମାଲିକ ଥିଲେ। ସେ ତାଙ୍କର କାସିନୋର ନାମ ତାଜମହଲ ରଖିଥିଲେ। ଭାରତୀୟ ସଂସ୍କୃତିକୁ ଭଲ ପାଉଥିବା ଟ୍ରମ୍ପ୍ ନିଜ କାସିନୋରେ କର୍ମଚାରୀଙ୍କୁ ଭାରତୀୟ ଏବଂ ଆରବ ପୋଷାକ ପିନ୍ଧିବାକୁ ନିର୍ଦ୍ଦେଶ…
ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି ବର୍ଷା ଲାଗିରହିଛି। କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା…
ଧଳା ରଙ୍ଗର ପୋଷାକରେ ଉଭୟ ମେଲାନିଆ, ଇଭାଙ୍କା
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଟ୍ରମ୍ପଙ୍କ ସହ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଇଭାଙ୍କା ମଙ୍ଗଳବାର ପ୍ରଥମେ ରାଷ୍ଟ୍ରପତି ଭବନ ଗସ୍ତ କରିଛନ୍ତି। ଏହି ସମୟରେ…
କେବେ ଟ୍ରେନ୍ରେ ବସି ନ ଥିବା ଛାତ୍ରୀଛାତ୍ରଙ୍କୁ ପ୍ରଥମ ଥର ବିମାନରେ ଯାତ୍ରା କରାଇଲେ ଶିକ୍ଷକ
ଛୋଟବେଳେ ଆକାଶରେ ବିମାନ ଯାଉଥିବା ଦେଖି ସବୁ ପିଲା ଖୁସି ହୋଇଯାଇଥାନ୍ତି। କେବେବେଳେ କାଗଜରେ ବିମାନ କରି ଉଡାଇଥାନ୍ତି ତ କେତେବେଳେ ସତସତିକା ବିମାନ ପଛରେ ଧାଉଁଥିବା ନଜିର ରହିଛି। କିଛି ପିଲା ସେଥିରେ ବସିବା ପାଇଁ ମଧ୍ୟ ଇଛା ପ୍ରକାଶ…
ଗାଡ଼ି ଷ୍ଟାର୍ଟ କରିବ ଆପ୍
ଜୟପୁର,୨୫।୨: ରାଜସ୍ଥାନର ଜଣେ ଯୁବକ ଏକ ନୂଆ ଆପ୍ ତିଆରି କରିଛନ୍ତି। ଏହି ଆପ୍ ଯେକୌଣସି ଗାଡ଼ି ଷ୍ଟାର୍ଟ ଏବଂ ବନ୍ଦ କରିବାକୁ ସକ୍ଷମ ହୋଇପାରିବ। ଶ୍ରୀଗଙ୍ଗାନଗର ଜିଲାର ସୁରତଗଢ଼ ଅଞ୍ଚଳର ଲାଲଗଢ଼ିଆ ଗାଁରେ ବାସ କରୁଥିବା ଯୁବକ ବିକାଶ ଗୋଦାରା…
କରୋନା ଭାଇରସ କବଳରେ ୩୧ ଦେଶ, ଜାପାନ ଜାହାଜରେ ଆଉ ଜଣଙ୍କର ମୃତ୍ୟୁ
ବେଜିଂ,୨୫।୨: କରୋନା ଭାଇରସର ଭୟାବହତା କମିବାର ନାଁ ନେଉନି। ଚାଇନାରେ ପ୍ରଥମକରି ଦେଖାଯାଇଥିବା ଏହି କରୋନା ଭାଇରସରେ ଏବେ ସେଠାରେ ପ୍ରାୟ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଥିରେ ସଂକ୍ରମିତ ଥିବା ୨,୬୬୩ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଚାଇନାର…
ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !
ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି ରାଞ୍ଚିରେ ପ୍ରଶାସନ ପକ୍ଷରୁ ଏକ ଯୋଜନା କରାଯାଇଛି। ଯୋଜନା ଅନୁସାରେ ନିମନ୍ତ୍ରଣ କାର୍ଡ ଛାପୁଥିବା…
ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ୧୭ ରାଜ୍ୟର ଏହି ୫୫ ଆସନରେ ଥିବା ପ୍ରାର୍ଥୀଙ୍କ କାର୍ଯ୍ୟକାଳ ପୂରଣ ହେଉଥିବାରୁ…
ରାଷ୍ଟ୍ରପତିଙ୍କ ବଙ୍କେଟ ହଲ୍କୁ ସୋନିଆଙ୍କୁ କରାଗଲାନି ଆମନ୍ତ୍ରଣ
ନୂଆଦିଲ୍ଲୀ,୨୫।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ତାଙ୍କ ଗସ୍ତର ଶେଷ ଦିନ। ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଡିନରର…
ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଟ୍ରମ୍ପ୍ ସ୍ତ୍ରୀ ମେଲାନିଆଙ୍କ ସହିତ ମହାତ୍ମାଙ୍କ ସମାଧିସ୍ଥଳରେ ପହଞ୍ଚି ଏଭଳି କରିଛନ୍ତି। ଟ୍ରମ୍ପ୍ ରାଜଘାଟରେ ଥିବା ଭିଜିଟର୍ସ ବୁକ୍ରେ ଦସ୍ତଖତ…
Archives


