Home

କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର ୭୯୮…

ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି ଭବନ ପହଞ୍ଚିଛନ୍ତି। ସେଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ସହଧର୍ମିଣୀ ସବିତା କୋବିନ୍ଦ…

ଉନ୍ନାଓ ବଳାତ୍କାର ମାମଲାର ଦୋଷୀ କୁଲଦୀପଙ୍କ ସରିଲା ବିଧାନସଭା ସଦସ୍ୟତା

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଚର୍ଚ୍ଚିତ ଉନ୍ନାଓ ବଳାତ୍କାର ମାମଲାର ଦୋଷୀ ଭାଜପା ବିଧାୟକ କୁଲଦୀପ ସିଂହ ସେନ୍‌ଗାରଙ୍କ ବିଧାନସଭା ସଦସ୍ୟତା ଶେଷ ହୋଇଛି। ଏହାପରେ ସେ ଆଉ ବିଧାୟକ ହୋଇ ରହିବେ ନାହିଁ। ଏନେଇ ବିଧାନସଭାର ମୁଖ୍ୟ ସଚିବ ପ୍ରଦୀପ କୁମାର ଦୁବେ…

ସୁସ୍ଥ ସନ୍ତାନ ପ୍ରସବ ପରେ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୫।୨: ତେଲେଙ୍ଗାନା କରିମନଗର ଜିଲା ଜମିକୁନ୍ତା ମଣ୍ଡଳ ଅଞ୍ଚଳର ଶେହନାଜ ନାମକ ଜଣେ ଗର୍ଭବତୀ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିଲେ। ଚିକିତ୍ସିତ ଅବସ୍ଥାରେ ସୋମବାର ହସ୍ପିଟାଲରେ ଏକ ସୁସ୍ଥ ସନ୍ତାନ ପ୍ରସବ କରିବା ପରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

୩୯ ବର୍ଷରେ ପାଦ ଦେଲେ ଶାହିଦ କପୁର: କରିନାଙ୍କ ସହିତ ବ୍ରେକ୍‌ଅପ୍‌ ପରେ ୧୪ ବର୍ଷ ସାନ ମୀରାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଶାହିଦ କପୁର ମଙ୍ଗଳବାର ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଫେବୃୟାରୀ ୨୫ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ପ୍ରତି ତାଙ୍କର ପିଲାଦିନୁ ଝୁଙ୍କ୍‌ ଥିଲା। ୨୦୦୩ରେ ସେ ରମେଶ ତୈରାନିଙ୍କ ଫିଲ୍ମ ଇଶ୍କ୍‌ ବିଶ୍କ୍‌ରେ…

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଶତାଧିକ ଆହତ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେତେକ ଅଞ୍ଚଳରେ ସ୍କୁଲ ବନ୍ଦ…

ଡ୍ୟାନିଙ୍କ ନାମ ରଖିଥିଲେ ଜୟା ବଚ୍ଚନ: ସିକିମ୍‌ ରାଜକୁମାରୀଙ୍କୁ ଦୀର୍ଘ ଦିନ ପ୍ରେମ ପରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ଡ୍ୟାନି ଡେଞ୍ଜୋଙ୍ଗ୍‌ପା ମଙ୍ଗଳବାର ୭୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୮ ଫେବୃୟାରୀ ୨୫ରେ ସିକିମ୍‌ର ଗ୍ୟାଙ୍ଗଟକ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଥେସରିଙ୍ଗ୍‌ ଫିଣ୍ଟୋସ୍‌ ଡେଞ୍ଜୋଙ୍ଗ୍‌ପା ଥିଲା। ଘରେ ମନାକରିବା ପରେ ମଧ୍ୟ ସେ…

‘ନମସ୍ତେ ଟ୍ରମ୍ପ୍‌’

ଅହମଦାବାଦ,୨୫ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଚ୍ଚ ପ୍ରଶଂସା କରିବା ସହ ଦକ୍ଷିଣ ଏସିଆରେ ଶାନ୍ତି ପ୍ରସାରରେ ନୂଆଦିଲ୍ଲୀ ନେତୃତ୍ୱ ନେବାକୁ ପରାମର୍ଶ ଦେଇଛନ୍ତି। ପାକିସ୍ତାନ ସମେତ ପଡୋଶୀ ଦେଶଗୁଡ଼ିକ ସହ ଆଲୋଚନା ମାଧ୍ୟମରେ ଭାରତ ଏହି…

ଭାରତ ପ୍ରତି ଆମେରିକା କୃତଜ୍ଞ: ଟ୍ରମ୍ପ୍‌

ଅହମଦାବାଦ,୨୫ା୨(ପି.ଟି.): ଇସ୍‌ଲାମିକ୍‌ ଆତଙ୍କବାଦରୁ ଦେଶବାସୀଙ୍କୁ ସୁରକ୍ଷା ଦେବା ଲାଗି ଭାରତ ଓ ଆମେରିକା ପ୍ରତିଶ୍ରୁତିବଦ୍ଧ। ଦୁଇଦେଶ ମିଳିତ ଭାବେ ଇସ୍‌ଲାମିକ୍‌ ଆତଙ୍କବାଦର ମୁକାବିଲା କରିବେ ବୋଲି ସୋମବାର ଗୁଜରାଟ ଅହମଦାବାଦର ମୋଟେରା ଷ୍ଟାଡିୟମରେ ଅନୁଷ୍ଠିତ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଜିଲା…

କେଏନ୍‌ ରାମ ଖଣିରୁ ସାଇଜ ଲୁହାପଥର ଚୋରି ଘଟଣା: ୫ ଗିରଫ, ଲୁହାପଥର ବୋଝେଇ ୨ ଟିପ୍ପର ଜବତ

ବଡବିଲ,୨୪।(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ଟଣ୍ଟୋସ୍ଥିତ ମେସର୍ସ କେ ଏନ୍‌ ରାମ(ଖାଟଉ ନର୍ଭେରାମ ଏଣ୍ଡ କୋ)ର ରୋଇଡା -୨ ଲୌହ ଖଣିରୁ ସାଇଜ ଲୁହାପଥର ଚୋରି ହୋଇଥିଲା। ଏହି ଘଟଣାରେ ବଡବିଲ ପୋଲିସ ସୋମବାର ୮୫ ମେଟ୍ରିକ ଟନ…

ପତଳା ହେବାକୁ ଚାହୁଁଥିଲେ…

ଆଜିକାଲି ଓଜନ ବୃଦ୍ଧି ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏଥିପାଇଁ ଅନେକ ପତଳା ହେବା ଚାହିଁଥାନ୍ତି। କେହି କେହି ପତଳା ହେବାକୁ ଡାକ୍ତରଙ୍କ ନିକଟକୁ ଯାଇ ଅନେକ ଅର୍ଥ ମଧ୍ୟ ବ୍ୟୟ କରିଥାନ୍ତି। କିନ୍ତୁ ଏମିତି କିଛି ଘରୋଇ ଉପଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri