Home

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିବେଦନ: ରବିବାର ଜନତା କର୍ଫ୍ୟୁ

ନୂଆଦିଲ୍ଲୀ,୨୦ା୩(ପି.ଟି.): ମହାମାରୀ କରୋନା ଭୂତାଣୁ ନେଇ ସୃଷ୍ଟ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୨ ତାରିଖ (ରବିବାର) ଦେଶରେ ଜନତା କର୍ଫ୍ୟୁ ପାଳନ କରିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜନତା କର୍ଫ୍ୟୁ…

‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ

ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ ପଖାଳ ବର୍ତ୍ତମାନ ବିଶ୍ୱ ଦରବାରରେ ପହଞ୍ଚି ସାରିଲାଣି। ବିଶ୍ୱର ବିଭିନ୍ନ ବଡ଼ ବଡ଼ ହୋଟେଲର…

ବିମାନ ଯାତ୍ରା ସମୟରେ ଏସବୁ ଖାଦ୍ୟପଦାର୍ଥ ପ୍ରତି ରହିଛି ପ୍ରତିବନ୍ଧକ

ସାଧାରଣତଃ ଲୋକେ ବସ୍‌, ଟ୍ରେନ୍‌ କିମ୍ବା ବିମାନରେ ଯାତ୍ରା କରିବା ସମୟରେ ସାଙ୍ଗରେ କିଛି ଖାଦ୍ୟପଦାର୍ଥ ନେଇଥାନ୍ତି। କାରଣ ଯାତ୍ରା ଯେପରି ବୋରିଂ ନ ହେବ। ମାତ୍ର ବିମାନରେ ଯାତ୍ରା କରିବା ସମୟରେ କିଛି ଖାଦ୍ୟ ପଦାର୍ଥ ସାଙ୍ଗରେ ନେବା ପାଇଁ…

ଡିଙ୍ଗିରି ଛତୁ ଦେଇଛି ଭିନ୍ନ ପରିଚୟ

ରୂପ୍‌ସା, ୨୦।୩ (ବାଞ୍ଛାନିଧି ଦେ)-ଆରମ୍ଭରୁ ଚାକିରି କରିବାକୁ ଇଚ୍ଛା ନ ଥିଲା। ନିଜେ କିଛି ବ୍ୟବସାୟ କରି ଅନ୍ୟଙ୍କୁ ରୋଜଗାର ଯୋଗାଇ ଦେବାର ଆଗ୍ରହ ଆଜି ସଫଳତାର ବାଟ ଦେଖାଇଛ। ଏଥିରେ ତାଙ୍କ ସ୍ତ୍ରୀଙ୍କ ଭୂମିକା ମଧ୍ୟ କମ୍‌ ଗୁରୁତ୍ୱପୂର୍ଣ୍ଣ ନୁହେଁ…

ଲାଗିଲା କଟକଣା, ପର୍ଯ୍ୟଟନସ୍ଥଳୀ ଶୂନଶାନ୍‌

ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ କଟକଣା ଲାଗୁ କରିଛନ୍ତି। ଓଡ଼ିଶାର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର, ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୂଷଣ୍ଡେଶ୍ୱର,…

କାଉଣ୍ଟି ଖେଳିବେ ହନୁମା

ନୂଆଦିଲ୍ଲୀ, ୧୮।୩ (ପି.ଟି.)- ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମାରାତ୍ମକ କରୋନା ଭାଇରସ୍‌ ଲାଗି ପ୍ରାୟ ସମସ୍ତ ଖେଳ ବାତିଲ ହୋଇସାରିଛି। ଏହି ଅବସରରେ ଖେଳାଳିମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଭାରତୀୟ କ୍ରିକେଟର୍‌ ହନୁମା ବିହାରୀ ଆଗାମୀ ଗ୍ରୀଷ୍ମ…

ଭକ୍ତଙ୍କୁ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଏପ୍ରିଲ ୧ ତାରିଖ ଯାଏ ସବୁ ଧାର୍ମିକ…

ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ ଟ୍ରେନ୍‌ ଓ ଫ୍ଲାଇଟ୍‌ ସେବାକୁ ବନ୍ଦ ରଖାଯାଇଛି। ଏ ନେଇ ନବରଙ୍ଗପୁର ସହରର ଏକ…

ଡାକ ବିଭାଗ ଚିଠି ଶଟିଂରେ ତ୍ରୁଟି: ଗଞ୍ଜାମ ଥାନା ଚିଠି ପହଞ୍ଚିଲା ହିଞ୍ଜିଳି ଥାନାରେ

ହିିଞ୍ଜିଳିକାଟୁ, ୧୯ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିିଳିକାଟୁ ଡାକ ବିଭାଗ କାର୍ଯ୍ୟାଳୟରେ ଚିଠି ଶଟିଂରେ ତ୍ରୁଟି ହେତୁ ଏକ ରେଜିଷ୍ଟ୍ରି ଚିଠି ଗଞ୍ଜାମ ଥାନା ପରିବର୍ତ୍ତେ ହିଞ୍ଜିିଳି ଥାନାରେ ପହଞ୍ଚିଛି। ଏହା ପରେ କାର୍ଯ୍ୟାଳୟରେ ଖାମଖିଆଲ ଭାବେ ଚିଠି ପ୍ରଦାନ କରାଯାଉଥିବା ସ୍ପଷ୍ଟ…

ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ କରିଥିଲା। ଅଟୋରେ ଥିବା ୨ ବସ୍ତା ଚୋରା ଗଞ୍ଜେଇ ଜବତ କରିଛି। ଏହି…

ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ପ୍ରଭାବ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…

ଅଫିସ୍‌ ଆସିବେନି ତୃତୀୟ, ଚତୁର୍ଥ ଶ୍ରେଣୀ କର୍ମଚାରୀ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି। ଏହି ଦୁଇ ବର୍ଗର କର୍ମଚାରୀଙ୍କୁ ଶୁକ୍ରବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଫିସ ଯିବାକୁ ପଡିବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?