Home

ଅଫିସ୍‌ ଆସିବେନି ତୃତୀୟ, ଚତୁର୍ଥ ଶ୍ରେଣୀ କର୍ମଚାରୀ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି। ଏହି ଦୁଇ ବର୍ଗର କର୍ମଚାରୀଙ୍କୁ ଶୁକ୍ରବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଫିସ ଯିବାକୁ ପଡିବ ନାହିଁ।…

କରୋନା ପ୍ରଭାବ: ସବୁ ପରୀକ୍ଷା ବାତିଲ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସବୁ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ସ୍ଥଗିତ ରହିଛି। ରାଜ୍ୟ ସରକାର ଉଚ୍ଚ ମାଧ୍ୟମିକ ଶିକ୍ଷା…

ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ

ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯିବା ସହିତ ଜବରଦଖଲମୁକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଚାନ୍ଦବାଲି କ୍ରସଷ୍ଟାଣ୍ଡ ରୋଡ୍‌ର…

ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ମୃତକ ଜଣକ ପଞ୍ଜାବର ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

ପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପିତା କୃଷ୍ଣରାଜ ରାୟଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଇଛନ୍ତି। ଐଶ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ପିତାଙ୍କୁ ମନେ ପକାଇବା ସହିତ କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ସେ ବହୁତ ଇମୋଶନାଲ୍‌ ହୋଇଯାଇଥିବା ଜଣାପଡୁଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

୬୧ରୁ ୬୦ ନମୁନା ନେଗେଟିଭ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍‌ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍‌କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍‌ ଆସିଥିବା ଗୀତଗୋବିନ୍ଦ ସଦନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା…

ସ୍ତ୍ରୀଙ୍କୁ ମିଛ କହି ପ୍ରେମିକାଙ୍କ ସହ ଇଟାଲୀ ଯାଇଥିଲେ ବ୍ୟକ୍ତି, ଏବେ କରୋନାରେ ଆକ୍ରାନ୍ତ

ରୋମ୍‌: ବଲିଉଡ୍‌ର ଏକ ପ୍ରସିଦ୍ଧ ଗୀତ ଅଛି, ଯାହାକୁ ଆପଣ ନିଶ୍ଚିତ ଶୁଣିଥିବେ। ଗୀତଟି ହେଲା ପ୍ୟାର୍‌ ହମେ କିସି ମୋଡ୍‌ ପେ ଲେ ଆୟା, କ୍ୟା କରେ ହାୟ, କୋଇ ତ ବତାୟେ ଅବ୍‌ କ୍ୟା ହୋଗା…। ଏହି ଗୀତ…

ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ହେଲେ ଏହାକୁ ନେଇ ମୁଖଁ ଖୋଲିଛନ୍ତି ଦୋଷୀଙ୍କ ପକ୍ଷର…

କରୋନା କଟକଣା: ଲୋକସେବା ଭବନ ପାସ୍‌ ବନ୍ଦ; ଥଣ୍ଡାଜ୍ୱର ଥିଲେ ଛୁଟିରେ ରହିପାରିବେ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇଛି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ…

ବାହାଘର ଭୋଜିରେ ତହସିଲଦାରଙ୍କ ଚଢ଼ାଉ: ଅଧିକ ଲୋକଙ୍କୁ ନ ଡାକିବାକୁ ଦେଲେ ନିର୍ଦ୍ଦେଶ

ରାୟଗଡ଼ା ଅଫିସ,୧୯।୩: କରୋନା ମୁକାବିଲା ପାଇଁ ସବୁସ୍ତରରୁ ଉଦ୍ୟମ ଚାଲିଛି। ରାଜ୍ୟ ସରକାରଙ୍କ ଠାରୁ ଆରମ୍ଭକରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି। ଏହାକୁ ଏଡ଼ାଇବା ପାଇଁ ଅଧିକାଂଶ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ରାୟଗଡ଼ା ଜିଲା ସରକାରୀ…

ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ବାହାରକୁ ନ ବାହାରି ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?