୨୦୨୦ କିଗ୍ରାର କେକ୍ ପ୍ରସ୍ତୁତ କରି କାଲାମ୍ଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି
ଚେନ୍ନାଇ, ୨୪।୨: ତାମିଲନାଡୁରେ ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବ୍ଦୁଲ କାଲାମ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୨୦୨୦ କିଗ୍ରାର ଏକ ବୃହତ କେକ୍ ପ୍ରସ୍ତୁତ କରାଯାଇଛି। ସ୍ଥାନୀୟ କଟ୍ଟୁପକ୍କମଠାରେ ୩୦ ଜଣ ବେକେରି ବିଶେଷଜ୍ଞ ମିଳିତ ଭାବେ ୨୫ ଫୁଟ ଲମ୍ବ ଏବଂ…
ଦିଲ୍ଲୀରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ
ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀର ଜାଫ୍ରାବାଦ ନିକଟରେ ରବିବାର ନାଗରିକତ୍ୱ ସିଏଏ ବିରୋଧୀ ଆନ୍ଦୋଳନ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ମୌଜପୁରରେ ପରସ୍ପରକୁ ଢେଲାମାଡ଼ କରୁଥିବା ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ସୀଲମପୁର ସହ…
ଆଲିଗଡ଼ରେ ବିକ୍ଷୋଭବେଳେ ଗୁଳିମାଡ଼
ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ଠାରେ ରବିବାର ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ପୋଡ଼ାଜଳା ଓ ଟେକାମାଡ଼ ପରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟରେ କେହି ଦୁର୍ବୃତ୍ତ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗଳିମାଡ଼ କରିଥିଲା।…
ଦଳରେ ନେତୃତ୍ୱ ପ୍ରସଙ୍ଗର ସମାଧାନ ଜରୁରୀ: ଥରୁର
ନୂଆଦିଲ୍ଲୀ, ୨୪ା୨(ପି.ଟି.): ଦେଶର ସର୍ବପୁରାତନ ଦଳ କଂଗ୍ରେସ ଏବେ ମଙ୍ଗୁଆଳ ବିହୀନ ବୋଲି ସାଧାରଣରେ ଧାରଣା ସୃଷ୍ଟି ହୋଇଥିବାରୁ ଏହାକୁ ଦୂର କରିବା ଲାଗି ନେତୃତ୍ୱ ପ୍ରସଙ୍ଗର ସମାଧାନକୁ ପ୍ରାଥମିକତା ଦେବା ଆବଶ୍ୟକ ବୋଲି ବରିଷ୍ଠ ନେତା ଶଶୀ ଥରୁର ରବିବାର…
ଗ୍ୟାଙ୍ଗଷ୍ଟର ରବି ପୂଜାରୀ ଗିରଫ
ବେଙ୍ଗାଲୁରୁ,୨୪ା୨(ପି.ଟି.): ଦୁର୍ଦ୍ଧର୍ଷ ଗ୍ୟାଙ୍ଗଷ୍ଟର ରବି ପୂଜାରୀଙ୍କୁ ଦକ୍ଷିଣ ଆଫ୍ରିକାରେ ଗିରଫ କରାଯିବା ପରେ ଭାରତ ଅଣାଯାଉଛି। ପ୍ରତ୍ୟର୍ପଣ ପରେ ତାଙ୍କୁ ଭାରତ ଅଣାଯାଉଛି। ଗ୍ୟାଙ୍ଗଷ୍ଟରଙ୍କୁ ଆଣିବା ପାଇଁ କର୍ନାଟକର ବରିଷ୍ଠ ଆଇପିଏସ୍ ଅଫିସରମାନଙ୍କର ଏକ ଟିମ୍ ଯାଇଥିଲା। କର୍ନାଟକ ସମେତ ଦେଶର…
ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍ଯାପିତ
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ପ୍ରଦୀପ କୁମାର ବିଶ୍ୱାଳ ଏବଂ…
ନିଜ ଅଳିଆ ନିଜ ପାଖେ ରଖ: ସାମୂହିକ ସଫେଇ ପରେ ଚମକିଲା ଏକାମ୍ରକ୍ଷେତ୍ର
ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ନିଜ ଅଳିଆ ନିଜ ପାଖେ ରଖ, ସୌନ୍ଦର୍ଯ୍ୟଭରା ଏକାମ୍ରକ୍ଷେତ୍ର ଅଞ୍ଚଳକୁ ଅଳିଆ ଗଦା କରନି। ଘରେ ଡଷ୍ଟବିନ୍ ରଖ, ସଫେଇ ଓ ପରିମଳ କାର୍ଯ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ସହଯୋଗର ହାତ ବଢ଼ାଅ। ସଫେଇ କର୍ମଚାରୀ…
ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ,୨୪ା୨(ପି.ଟି.): ରାଷ୍ଟ୍ରପତି ଟ୍ରମ୍ପ୍ଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଟ୍ରମ୍ପ୍ ଆଗ୍ରାରେ ତାଜମହଲ ପରିଦର୍ଶନ ପରେ ଦିଲ୍ଲୀ ଆସି ସର୍ଦ୍ଦାର ପଟେଲ ମାର୍ଗସ୍ଥିତ ଆଇଟିସି ମୌର୍ଯ୍ୟ ହୋଟେଲରେ ରହିବେ। ତେଣୁ ସେଠାରେ ସିସିଟିଭି ସଂଯୋଗ ସହ…
ମୋଦିଙ୍କୁ କଂଗ୍ରେସର ୫ ପ୍ରଶ୍ନ
ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭାରତ ଗସ୍ତକୁ ନେଇ ମୁଖ୍ୟ ବିରୋଧୀ ଦଳ କଂଗ୍ରସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ୫ଟି ପ୍ରଶର ଉତ୍ତର ଚାହିଁଛି। ଭାରତ-ଆମେରିକା ବାଣିଜ୍ୟ, ଏଚ୍-୧ବି ଭିଜା, ଜାତୀୟ ନିରାପତ୍ତା, ତୈଳ ଦର ଏବଂ ଇସ୍ତାତ ରପ୍ତାନିକୁ…
ପବନରେ ଭାଙ୍ଗିଲା ଷ୍ଟାଡିୟମ ଗେଟ୍
ଅହମଦାବାଦ,୨୪ା୨(ପି.ଟି.): ଟ୍ରମ୍ପ୍ଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଅହମଦାବାଦରେ ନବନିର୍ମିତ ମୋଟେରା କ୍ରିକେଟ ଷ୍ଟାଡିୟମର ପ୍ରବେଶପଥ ଭାଙ୍ଗିଯାଇଛି। ଷ୍ଟିଲ୍ ରଡ୍ରେ ନିର୍ମିତ ଏହି ଗେଟ୍ ଫ୍ଲେକ୍ସକୁ ଆଚ୍ଛାଦିତ କରାଯାଇଥିଲା। ଭିଭିଆଇପିଙ୍କ ପ୍ରବେଶ ପାଇଁ ଉଦ୍ଦିଷ୍ଟ ଉକ୍ତ ଗେଟ୍ ପବନରେ ଢଳିପଡ଼ୁଥିବା ବେଳର ଦୃଶ୍ୟ…
ସମ୍ପର୍କରେ ଯୋଡ଼ିହେବ ନୂଆ ଅଧ୍ୟାୟ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋମବାର ଗୁଜରାଟର ଅହମଦାବାଦ ଆସୁଛନ୍ତି। ଟ୍ରମ୍ପ୍ଙ୍କ ସହ ତାଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ମାଲେନିଆ, ଝିଅ ଇଭାଙ୍କା ଟ୍ରମ୍ପ୍ ଓ ଜ୍ୱାଇଁ ଜାରେଡ୍ କୁଶନର ମଧ୍ୟ ଆସୁଛନ୍ତି। ଟ୍ରମ୍ପ୍ ଦମ୍ପତି ଓ ଆମେରିକାର…
ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ
ଢାକା,୨୩ା୨(ଏଏଫ୍ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ କରିନେଇଛି। ନାଜମୁଲ ୧୩୯ ବଲ୍ରୁ ୭୧ ରନ କରିଥିବାବେଳେ ମୋମିନୁଲ ୭୯ ରନରେ…
Archives


