Home

ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ

ପ୍ରେଗ୍‌,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲର ଓପନ୍‌ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍‌ ଏବଂ…

ଅଜବ ସଉକ: ବିମାନରେ ଏକାକୀ ୧୯୯ ସିଟ୍‌ ବୁକ୍‌ କରି ଉଡ଼ାଣର ମଜାନେଲେ ମହିଳା

ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନଙ୍କ ସଉକ ଭିନ୍ନ ଭିନ୍ନ ଥାଏ। ନିଜର ଇଚ୍ଛାକୁ ପୂରଣ କରିବା ପାଇଁ କିଛି ବି କରିବାକୁ ପଛାନ୍ତି ନାହିଁ। ଠିକ୍‌ ସେମିତି ଫିଲିପାଇନ୍ସର ଜଣେ ମହିଳା ନିଜର ଇଚ୍ଛାକୁ ପୂରଣ କରିବା ପାଇଁ…

ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍‌

ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍‌ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର ବରିଷ୍ଠ…

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ…

ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକ ଗିରଫ

ବଡ଼ବିଲ,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଦଡିହା ଅଞ୍ଚଳର ଜଗନ୍ନାଥ ଲୋହାର…

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬), ରୀତା…

ପରିବେଶକର୍ମୀ ହେବା ଗ୍ରେଟା ଥନବର୍ଗଙ୍କ ପାଇଁ ନ ଥିଲା ସହଜ: ମା’ ମୈଲେନା ଇର୍ମାନ୍‌

ଷ୍ଟକ୍‌ହୋମ୍‌,୨୩।୨: ପରିବେଶକର୍ମୀ ଭାବେ ସମ୍ପ୍ରତି ୧୭ ବୟସ୍କା ଗ୍ରେଟା ଥନବର୍ଗ ପୃଥିବୀ ସାରା ପରିଚିତ ହାସଲ କରିପାରିଛନ୍ତି। ଗ୍ରେଟା ଜଳବାୟୁ ପରିବର୍ତ୍ତନ ବିରୋଧରେ ସଚେତନତା ସୃଷ୍ଟି ପାଇଁ ନିଜର ଅଭିଯାନ ଜାରି ରଖିଛନ୍ତି। ତେବେ ଗ୍ରେଟାଙ୍କୁ ୧୧ ବର୍ଷ ହୋଇଥିବାବେଳେ ସେ…

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ ଦେବା ପରେ ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ କରି…

ଟ୍ରମ୍ପ୍‌ଙ୍କ ସୁରକ୍ଷା ବ୍ୟବସ୍ଥା: ଏକ ବର୍ଷର ଶିଶୁପୁତ୍ରକୁ କୋଳରେ ଧରି ଡ୍ୟୁଟି କରୁଛନ୍ତି ମହିଳା କନେଷ୍ଟବଳ

ଅହମଦାବାଦ୍‌,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତକୁ ନେଇ ୨୫ ହଜାର ପୋଲିସଙ୍କୁ ମୁତୟନ କରାଯାଇଛି। ସେମାନେ ଦିନରାତି ସୁରକ୍ଷା ବ୍ୟବସ୍ଥାରେ ରହିଛନ୍ତି। ସ୍ଥାନୀୟ ଗୋରଓ୍ବା ଥାନାରେ ମହିଳା କନେଷ୍ଟବଳ ସଙ୍ଗୀତା ପରମାରଙ୍କୁ ମଧ୍ୟ ଏଭଳି ଡ୍ୟୁଟି ଦିଆଯାଇଛି। ତେବେ…

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଫଳରେ ବୃଦ୍ଧ ଜଣଙ୍କୁ ଗୁରୁତର ଅବସ୍ଥାରେ ଶନିବାର ପ୍ରଥମେ ତେଲକୋଇ…

ଜାପାନ ତିଆରି କଲା ଏଆଇ ସୁଟକେସ

ଟୋକିଓ,୨୩।୨: ଜାପାନର କିଛି ଗବେଷକ ଏକ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ(ଏଆଇ) ସୁଟକେସ ତିଆରି କରିଛନ୍ତି। ଏହା ଦେଖିପାରୁ ନ ଥିବା ବୟସ୍କ ବ୍ୟକ୍ତିଙ୍କୁ ସହାୟତା ଯୋଗାଇ ଦେବ ବୋଲି କୁହାଯାଉଛି। ବୟସ ବଢ଼ିଲେ କେତେକଙ୍କଠାରେ ମୋତିଆବିନ୍ଦୁ ହୋଇଥାଏ। ଏଭଳି ବ୍ୟକ୍ତିଙ୍କୁ ଏହି ସୁଟକେସ…

ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି। ଫଳରେ ଏହା ବ୍ୟବହାର ଅନୁପଯୋଗୀ ହୋଇଛି। ଏନେଇ ଗାଁର କେତେକ ମହିଳା ଓ ପୁରୁଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri