Home

ଅସରପା ଡ୍ରୋନ୍‌ ଶତ୍ରୁଙ୍କ ତଥ୍ୟ ସହଜରେ କରିବ ସଂଗ୍ରହ

କାନପୁର,୨୩।୨: ଉତ୍ତରପ୍ରଦେଶ କାନପୁର ଆଇଆଇଟି ଏବଂ ଭାରତ ଇଲୋଟ୍ରୋନିକ୍ସ୍‌ ଲିମିଟେଡ୍‌ର ମିଳିତ ସହଯୋଗରେ ଅସରପା ଭଳି ଦେଖାଯାଉଥିବା କ୍ଷୁଦ୍ର ଡ୍ରୋନ୍‌ ପ୍ରସ୍ତୁତ କରାଯାଇଛି। ଏହା ସହଜରେ ଶତ୍ରୁ ଶିବିରରେ ପହଞ୍ଚି ଆବଶ୍ୟକ ତଥ୍ୟ ସଂଗ୍ରହ କରିବାକୁ ସକ୍ଷମ ହେବ ବୋଲି କୁହାଯାଉଛି।…

୭୩ ବର୍ଷରେ ଭାରତ ଆସିଛନ୍ତି ୬ ଆମେରିକା ରାଷ୍ଟ୍ରପତି: ଟ୍ରମ୍ପ ୭ମ

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜୋର୍‌ସୋର୍‌ ପ୍ରସ୍ତୁତି ଜାରି ରହିଛି। ଭାରତ ସ୍ବାଧୀନ ହେବାର ଗତ ୭୩ ବର୍ଷ ମଧ୍ୟରେ ୬ ଜଣ ଆମେରିକା ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି।…

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ ଥିବା…

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି ଓ ପଦୋନ୍ନତିରେ ସାମ୍ବିଧାନିକ ମୌଳିକ ଅଧିକାର ନୁହେଁ ବୋଲି ରାୟ ପ୍ରକାଶ ପାଇଛି।…

ଜଳବାୟୁ ପରିବର୍ତ୍ତନ ପ୍ରଭାବ: ୨୧୦୦ ବେଳକୁ ନ ଥିବ ପ୍ରବାଳ ପ୍ରାଚୀର

କାନବେରା,୨୩।୨: ଜଳବାୟୁ ପରିବର୍ତ୍ତନର ପ୍ରଭାବ ପୃଥିବୀର ଜୈବ ବିବିଧତା ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ଆସନ୍ତା ୨୧୦୦ ବେଳକୁ ସମୁଦ୍ରରେ ଥିବା ପ୍ରବାଳ ପ୍ରାଚୀର ସମ୍ପୂର୍ଣ୍ଣ ଲୋପ ପାଇଯିବ। ଏନେଇ ହାବାର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ…

ଭାରତୀୟ ନୌସେନା ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ସୁରକ୍ଷିତ

ପଣଜୀ,୨୩।୨: ଭାରତୀୟ ନୌସେନାର ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗୋଆରେ ଏହା ରୁଟିନ୍‌ ଟ୍ରେନିଂ ସମୟରେ ଉଡ଼ାଣ କରୁଥିବାବେଳେ ଏଭଳି ହୋଇଥିବା କୁହାଯାଉଛି। ଏହି ଘଟଣାରେ ପାଇଲଟ ସୁରକ୍ଷିତ ଥିବା ନୌସେନା ପକ୍ଷରୁ କୁହାଯାଇଛି। ଘଟଣା କିଭଳି ଘଟିଲା ତାହାର…

ମୁସଲମାନ୍‌ ଭାରତମାତାର ସନ୍ତାନ; ସରକାର ନୁହଁନ୍ତି ଅଳ୍ପସଂଖ୍ୟକଙ୍କ ବିରୋଧୀ: ରାଜନାଥ ସିଂ

ନୂଆଦିଲ୍ଲୀ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଅଳ୍ପସଂଖ୍ୟକଙ୍କ ବିରୋଧୀ ନୁହଁନ୍ତି। ମୁସଲମାନ୍‌ ଭାରତମାତାର ସନ୍ତାନ। ଅଳ୍ପସଂଖ୍ୟକଙ୍କ ମଧ୍ୟରେ କିଛି ରାଜନୈତିକ ଦଳ ପକ୍ଷରୁ ସୃଷ୍ଟି କରାଯାଇଥିବା ଅଯଥା ଭୟ ଦୂର ପାଇଁ ମୋଦି ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ମୋଦିଙ୍କ ସବ୍‌କା…

ଶାହିନ ବାଗ୍‌ରେ ପ୍ରଦର୍ଶନ ଶାନ୍ତିପୂର୍ଣ୍ଣ: ପୋଲିସ ଅଯଥା ବନ୍ଦ କରିଛି ରାସ୍ତା; ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ

ନୂଆଦିଲ୍ଲୀ,୨୩।୨: ଶାହିନ ବାଗ୍‌ରେ ୨ ମାସରୁ ଅଧିକ ଦିନ ଧରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ପ୍ରଦର୍ଶନ ଜାରି ରହିଛି। ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦର୍ଶନକାରୀଙ୍କ ସହିତ କଥାବାର୍ତ୍ତା ହେବା ସହିତ ସମାଧାନର ପଥ ବାହାର କରିବା ପାଇଁ ନିଯୁକ୍ତ କରାଯାଇଥିବା ଓ୍ବଜାହତ୍‌…

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ ନାମାଙ୍କନ…

ମନ୍‌ କି ବାତ୍‌: ୩୦୦ ଫୁଟ ମାଟି ତଳେ ବାସ କରୁଥିବା ବଡ଼ମାଛ ବିଷୟରେ ସୂଚନା ଦେଲେ ମୋଦି

ନୂଆଦିଲ୍ଲୀ, ୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୨ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ମେଘାଳୟର ଗୁମ୍ଫାରେ ମିଳୁଥିବା ଏକ ଦୁର୍ଲଭ ପ୍ରଜାତିର ମାଛ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହା ସହିତ ଭାରତ ଜୈବ ବିବିଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କିଛି…

ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ପିପିଲି,୨୩।୨(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ହେଲେ ଗୋପୀନାଥପୁର ଗ୍ରାମର ଯୁଗଳ କିଶୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri