Home

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌ ସମେତ…

୧୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ନେଇଥିଲା ଟେଲିଫୋନ୍‌

ଓ୍ବାଶିଂଟନ,୨୩।୨: ହିଟଲରଙ୍କ ଶାସନ ସମୟରେ ତାଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ଟେଲିଫୋନ୍‌ ୧୦ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ନେଇଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ପ୍ରକୃତରେ ଏହି ଟେଲିଫୋନରେ ନାଜି ବାହିନୀଙ୍କୁ ଆଦେଶ ଦେଇ ହିଟଲର ଲୋକଙ୍କ ମୃତ୍ୟୁର…

ବାଳିକାଙ୍କ ସର୍ବାଙ୍ଗୀନ ଉନ୍ନତି ହେବାରେ ଲାଗିଛି: ୬୨ ତମ ମନ୍‌ କି ବାତ୍‌ରେ କହିଲେ ମୋଦି

ନୂଆଦିଲ୍ଲୀ,୨୩।୨: ଦେଶରେ ବାଳିକାଙ୍କ ସର୍ବାଙ୍ଗୀନ ଉନ୍ନତି ହେବାରେ ଲାଗିଛି। ସମାଜିକ ବାଧାବିଘ୍ନକୁ ଅତିକ୍ରମ କହି ବାଳିକା ପ୍ରତିଟି କ୍ଷେତ୍ରରେ ଶିଖର ଛୁଇଁବାରେ ଲାଗିଛନ୍ତି। ଏହା ଭାରତ ପାଇଁ ଏକ ଗୌରବର ବିଷୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୨ ତମ ମନ୍‌…

ଆମେରିକା-ତାଲିବାନ୍‌ ଶାନ୍ତିଚୁକ୍ତି ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ: ଭୁଲିଗଲଣି କି କାନ୍ଦାହାର ?

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛି। ଆମେରିକା ଏବଂ ଆତଙ୍କବାଦୀ ସଂଗଠନ ତାଲିବାନ ମଧ୍ୟରେ ଶାନ୍ତିଚୁକ୍ତି ନେଇ କଂଗ୍ରେସ ଏଭଳି କରିଛି। ମୋଦି କାନ୍ଦାହାର ଘଟଣାକୁ ଭୁଲି ଯାଇଛନ୍ତି କି…

ବାହୁବଳୀ ଭିଡ଼ିଓ ଶେୟାର କଲେ ଟ୍ରମ୍ପ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଓ୍ବାଶିଂଟନ୍‌,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସିବାର କିଛି ଘଣ୍ଟା ପୂର୍ବରୁ ଫିଲ୍ମ ବାହୁବଳୀ-୨ର ଏକ ଭିଡ଼ିଓ ଶେୟାର କରିଛନ୍ତି। ଏଥିରେ ସେ ନିଜକୁ ବାହୁବଳୀ ଭାବେ ଚିତ୍ରଣ କରିଥିବା ଦେଖିବାକୁ ମିଳୁଛି। ବାହୁବଳୀ ଭଳି ଟ୍ରମ୍ପ୍‌ଙ୍କ ଯୁଦ୍ଧ…

୩୦୦୦ ଟନ୍‌ ସୁନାଖଣି ଖବରକୁ ଜିଏସ୍‌ଆଇର ଖଣ୍ଡନ

ସୋନଭଦ୍ର,୨୩ା୨(ପି.ଟି.): ଉତ୍ତରପ୍ରଦେଶର ସୋନଭଦ୍ର ଜିଲାରେ ପାଖାପାଖି ୩୦୦୦ ଟନ୍‌ ସୁନା ଗଚ୍ଛିତ ଥିବା ଖବର ପ୍ରକାଶ ପାଇଥିଲା। ଜିଲା ଖଣି ଅଧିକାରୀଙ୍କ ଏଭଳି ଦାବିକୁ ଭାରତୀୟ ଭୂତାତ୍ତ୍ୱିକ ସର୍ବେକ୍ଷଣ (ଜିଏସ୍‌ଆଇ) ଶନିବାର ଅସ୍ବୀକାର କରିଛି। ୧୯୯୮ରୁ ୨୦୦୦ ମଧ୍ୟରେ ଉକ୍ତ ଅଞ୍ଚଳରେ…

ଟ୍ରମ୍ପ୍‌ ଉଠାଇବେ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ

ଓ୍ବାଶିଂଟନ,୨୩ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇଦିନିଆ ଭାରତ ଗସ୍ତରେ ସୋମବାର ଆସୁଛନ୍ତି। ଅହମଦାବାଦରେ ତାଙ୍କୁ ସ୍ବାଗତ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ମଙ୍ଗଳବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ ଉଠାଇବେ…

ଡାକ୍ତରଙ୍କୁ ରାଗରେ ଚାହିଁଲା ନବଜାତ ଶିଶୁ

ରିୟୋ ଡି ଜେନେରିୟୋ,୨୩।୨: ନବଜାତ ଶିଶୁ ପୁଣି ରାଗିବା ଶୁଣିଲେ କାହାକୁ ବି ବିଶ୍ୱାସ ହେବ ନାହିଁ। ତେବେ ବ୍ରାଜିଲ୍‌ରେ ଏଭଳି ଏକ ଘଟଣା ଘଟିଛି। ଏହି ଘଟଣାର ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ରିୟୋ…

ଏୟାର ବେଲୁନରେ ୩୨୮୦ ଫୁଟ ଉପରେ ନାଚିଲେ ୨୬ ବର୍ଷ ବୟସ୍କ ଯୁବକ

ପ୍ୟାରିସ୍‌, ୨୩।୨: କିଛି ନୂଆ କରି ଦେଖାଇବା ପାଇଁ କେତେକଙ୍କ ମଧ୍ୟରେ ଆଗ୍ରହ ରହିଥାଏ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଜଣେ ଯୁବକ। ଫ୍ରାନ୍ସ୍‌ର ୨୬ ବର୍ଷ ବୟସ୍କ ଯୁବକ ରେମି ଓଭରାର୍ଡ ଏକ ହଟ୍‌ ଏୟାର ବେଲୁନରେ ଠିଆ ହୋଇ…

ଗୁମ୍ଫାରେ ରହିଛି ସୁନା ଭଣ୍ଡାର: ଇଂରେଜଙ୍କ ତୋପ ବି ଖୋଲି ପାରି ନ ଥିଲା ପଥର ଫାଟକ

ପାଟନା,୨୩।୨: ଭାରତର କେତେକ ସ୍ଥାନରେ କିଛି ରହସ୍ୟ ରହିଛି ତାହାର ସମାଧାନ ବର୍ତ୍ତମାନ ସୁଦ୍ଧା ଆଧୁନିକ ବିଜ୍ଞାନ ଦ୍ୱାରା ବି ସମ୍ଭବ ହୋଇ ପାରିନି। ଏଭଳି ଏକ ରହସ୍ୟ ବିହାରର ରାଜଗିରିରେ ଥିବା ସୋନ ଭଣ୍ଡାର ଗୁମ୍ଫାରେ ରହିଛି। ସ୍ଥାନୀୟ ଲୋକେ…

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ ସମୟରେ…

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri