Home

‘ହାଥୀ ମେରେ ସାଥୀ’ରେ ନଜରକୁ ଆସିବେ ରାଣା ଦଗ୍ଗୁବତୀ, ଶେୟାର କଲେ ନୂଆ ପୋଷ୍ଟର

ବମ୍ବେ: ବ୍ଲକବଷ୍ଟର ଚଳଚ୍ଚିତ୍ର ‘ବାହୁବଲୀ’ରେ ଭଲ୍ଲାଲଦେବ ଚରିତ୍ରରେ ନଜରକୁ ଆସି ବାହାବାଃ ସାଉଁଟିଥିଲେ ଅଭିନେତା ରାଣା ଦଗ୍ଗୁବତୀ। ଫିଲ୍ମରେ ତାଙ୍କ ଚରିତ୍ରଠାରୁ ଆରମ୍ଭ କରି ଟ୍ରାନ୍ସଫର୍ମେଶନ ଚର୍ଚ୍ଚାରେ ରହିଥିଲା। ଏବେ ସେମିତି କିଛି ହୋଇଛି। ଆଗାମୀ ଫିଲ୍ମ ‘ହାଥୀ ମେରେ ସାଥୀ’ରେ…

ଭବାନୀପାଟଣାରେ ପୋଲିସ ମହାନିର୍ଦ୍ଦେଶକ: ମାଓବାଦୀଙ୍କ ଗତିବିଧି ଉପରେ କଲେ ସମୀକ୍ଷା

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତକରି ମାଓବାଦୀଙ୍କ ଗତିବିଧି, ମାଓବାଦୀ ଦମନ ଓ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ସମ୍ପର୍କରେ ସ୍ଥାନୀୟ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ସମୀକ୍ଷା କରିଥିଲେ। ପରେ ଜିଲା ପୋଲିସ…

ମେଲାନିଆଙ୍କ କାର୍ଯ୍ୟକ୍ରମରୁ କେଜରିଓ୍ବାଲଙ୍କ ନାଁ ହଟାଇବାକୁ ନେଇ ଥରୁର କହିଲେ ଘୃଣ୍ୟ ରାଜନୀତି

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଭାରତ ଗସ୍ତ ସମୟରେ ଦିଲ୍ଲୀର ଏକ ସରକାରୀ ସ୍କୁଲରେ ହାପିସେନ୍‌ କ୍ଲାସ କାର୍ଯ୍ୟକ୍ରମରେ ଯୋଗଦେବ। ହେଲେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଯାଇଛି। ଏହି…

ନିର୍ଭୟା ମାମଲାର ଦୋଷୀ ବିନୟଙ୍କୁ ଲାଗିଲା ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଦିର୍ଘ ୭ ବର୍ଷ ଅର୍ଥାତ୍‌ ୨୦୧୨ ମସିହାର ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ବିନୟ କାନ୍ଥରେ ମୁଣ୍ଡ ବାଡେଇ ଆହତ ହେବା ଓ ସେ ମାନସିକ ରୂପରେ ଅସୁସ୍ଥ ଦର୍ଶାଇ…

ପୁରୀରୁ ନକଲି ମାଟ୍ରିକ୍‌ ପରୀକ୍ଷାର୍ଥୀ ଗିରଫ

ପୁରୀ ଅଫିସ,୨୨।୨: ପୁରୀ ଜିଲା ସଦର ଥାନା ବାସୁଦେବପୁରର କନକ ଦୁର୍ଗା ହାଇସ୍କୁଲରେ ମାଟ୍ରିକ୍‌ ପରୀକ୍ଷା ଚାଲିଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଶନିବାର ସଦର ପୋଲିସ ଗିରଫ କରିଛି। ଗିରଫ ନକଲି ପରୀକ୍ଷାର୍ଥୀ ହେଉଛନ୍ତି ସୌମ୍ୟ ରଞ୍ଜନ ମହାନ୍ତି। ସେ…

ଟ୍ରମ୍ପଙ୍କୁ ୬ଶହ ଗ୍ରାମ ଓଜନର ଚାନ୍ଦିରେ ତିଆରି ଚାବି ଉପହାର ଦେବେ ଆଗ୍ରା ମେୟର

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ଆଗ୍ରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ଆଗ୍ରାର ମେୟର ନବୀନ ଜୈନ ତାଙ୍କୁ ଆଗ୍ରା ସହରର ଏକ ଚାବି ଉପହାର ଦେବେ ବୋଲି ଜଣାପଡିଛି। ଏହା ଚାନ୍ଦିରେ…

ଦାଦା ସାହେବ ଫାଲ୍‌କେ ଆଓ୍ବାର୍ଡ: ହ୍ରିତିକ୍‌ ଶ୍ରେଷ୍ଠ ଅଭିନେତା

ମୁମ୍ବାଇ: ୨୦୨୦ ପାଇଁ ଦାଦା ସାହେବ ଫାଲ୍‌କେ ଆଓ୍ବାର୍ଡ ଉତ୍ସବ ମୁମ୍ବାଇରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନେକ ଅଭିନେତ୍ରୀ ଅଭିନେତା ଅଂଶଗ୍ରହଣ କରିଥିଲେ। ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନ ଫିଲ୍ମ ‘ସୁପର -୩୦’ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି। ଏହି ଫିଲ୍ମରେ…

ଝିଅଙ୍କୁ କପି ଦେବାକୁ ଯାଇ ସ୍କୁଲ ପାଚେରିରୁ ଖସିପଡ଼ିଲେ ବାପା, ନାକ ଫାଟିଲା

ପରଜଙ୍ଗ,୨୨।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ଗଡ଼ପଳାଶୁଣି ହାଇସ୍କୁଲରେ ଶନିବାର ମାଟ୍ରିକ୍‌ ପରୀକ୍ଷା ଚାଲିଥିଲା। ଏହି ସମୟରେ କପି ଦେବାକୁ ଯାଇଥିବା ଜଣେ ବ୍ୟକ୍ତି ସ୍କୁଲ ପାଚେରିରୁ ଖସି ପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ…

ପରୀକ୍ଷା କେନ୍ଦ୍ରରେ କପି: ଖବର ସଂଗ୍ରହ ବେଳେ ଖବରଦାତାଙ୍କୁ ଆକ୍ରମଣ

ପାଟଣାଗଡ଼,୨୨।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମନାଇପାଦ ହାଇସ୍କୁଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରୀକ୍ଷା କେନ୍ଦ୍ରରେ କପି ଚାଲିଥିବା ବେଳେ ଲଳିତ ମଲ୍ଲିକ ନାମକ ଜଣେ ଗଣମାଧ୍ୟମ ପ୍ରତିନିଧି ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ତାଙ୍କୁ…

ଶେହନାଜ-ସିଦ୍ଧାର୍ଥଙ୍କ ଫଟୋ ଭାଇରାଲ, ୟୁଜର କହିଲେ ଏମିତି

ମୁମ୍ବାଇ : ‘ବିଗ୍‌ବସ-୧୩’ର ପ୍ରତିଯୋଗୀ ଶେହନାଜ ଗିଲ୍‌ ନିଜର ଶୋ’ ‘ମୁଝ୍‌ସେ ଶାଦୀ କରୋଗେ’ରେ ବର୍ତ୍ତମାନ ବ୍ୟସ୍ତ ଅଛନ୍ତି। ‘ବିଗ୍‌ବସ’ ଶେଷ ହେବା ପରେ ସେ ଏହି ଶୋ’ ଆରମ୍ଭ କରିଛନ୍ତି। ଏବେ ସୋସିଆଲ ମିଡିଆରେ ଶେୟାର ହୋଇଥିବା ତାଙ୍କର ଏକ…

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକୁ ନେଇ ସବୁଠି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଦିଲ୍ଲୀ ଗସ୍ତ ସମୟରେ ଏମାନଙ୍କୁ ଖାଦ୍ୟ…

ଟ୍ରମ୍ପ୍‌ଙ୍କ ଗସ୍ତ ପାଇଁ ସରକାର କେତେ କରୁଛନ୍ତି ଖର୍ଚ୍ଚ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗସ୍ତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କେତେ ଖର୍ଚ୍ଚ କରୁଛନ୍ତି ସେ ନେଇ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଶ୍ନ କରିଛନ୍ତି। ଟ୍ରମ୍ପ୍‌ଙ୍କ ଗସ୍ତ ପାଇଁ ସମସ୍ତ ଖର୍ଚ୍ଚ ଡୋନାଲ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri