Home

ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା…

ଭାଜପାକୁ ଟାର୍ଗେଟ କଲେ ଆଦିତ୍ୟ

ମୁମ୍ବାଇ,୧୯।୧୨: ଶିବସେନା ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବିଧାନସଭାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ପଙ୍କ ଥିଲେ ପଦ୍ମ ଫୁଟେ। ହେଲେ ଏବେ ଆଉ ପଙ୍କ ନାହିଁ ତେଣୁ ପଦ୍ମ…

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର ଉନ୍ନତି…

ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା…

ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ‘ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଖ୍ୟା ବୃଦ୍ଧି କରାଯାଉ’

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ ବିମାନ…

୨ ଭାଜପା ଏମ୍‌ପି ଗିରଫ

କୋଲକାତା,୧୯।୧୨: ପଶ୍ଚିମବଙ୍ଗର ମାଲ୍‌ଦାସ୍ଥିତ ଭଲୁକା ରୋଡ୍‌ ଷ୍ଟେଶନରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ଭଙ୍ଗାରୁଜା ଓ ଜଳାପୋଡ଼ା ହୋଇଥିଲା। ଉକ୍ତ ରେଳ ଷ୍ଟେଶନକୁ ପରିଦର୍ଶନରେ ଯାଉଥିବାବେଳେ ଦୁଇଜଣ ଭାଜପା ଏମ୍‌ପିଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ନିଶୀଥ୍‌ ପ୍ରାମାଣିକ ଓ…

ହିଂସାକୁ ନେଇ ଜାତିସଂଘର ଉଦ୍‌ବେଗ

ଜାତିସଂଘ,୧୯।୧୨(ପି.ଟି): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଭାରତରେ ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିବାରୁ ଜାତିସଂଘ ଉଦ୍‌ବେଗ ପ୍ରକାଶ କରିଛି। ଏହାକୁ ନେଇ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଚିନ୍ତା ପ୍ରକଟ କରିବା ସହ ମତାମତ ଦେବାର ଅଧିକାରକୁ ସମ୍ମାନ…

ଶାହାଙ୍କ ଉପରେ ବର୍ଷିଲେ ମମତା: ଦେଶରେ ନିଆଁ ଲଗାଅନି

କୋଲକାତା,୧୯।୧୨: ପଶ୍ଚିବବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ଆଇନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିଛନ୍ତି। ଶାହା ସିଏଏକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ସ୍ଥିତି ସୁଧାରିବା ବଦଳରେ ନିଆଁକୁ ଲିଭାନ୍ତୁ। ଯଦି ଆଧାର ନାଗରିକତ୍ୱର ପ୍ରମାଣ ନୁହେଁ ତେବେ…

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି ହେବା…

ବାମପନ୍ଥୀଙ୍କ ଆନ୍ଦୋଳନ ଆଜି

ନୂଆଦିଲ୍ଲୀ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ବିରୋଧ କରି ବାମପନ୍ଥୀ ଦଳଗୁଡ଼ିକ ଗୁରୁବାର ଦେଶବ୍ୟାପୀ ବିକ୍ଷୋଭ କରିବେ। ସିପିଆଇ, ସିପିଆଇ(ଏମ୍‌ଏଲ୍‌) ଲିବରେଶନ୍‌, ଏଆଇବିଏଫ୍‌ ଏବଂ ଆର୍‌ଏସ୍‌ପି ଏହି ଆନ୍ଦୋଳନରେ ସାମିଲ ହେବେ। ସିପିଆଇଏମ୍‌ ସାଧାରଣ…

ଦେଶକୁ ନୁହେଁ, ଆଇନକୁ ବିରୋଧ

ନୂଆଦିଲ୍ଲୀ,୧୯।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭ ଥମିବାର ନଁା ନେଉନାହିଁ। ଦିଲ୍ଲୀ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଛାତ୍ରୀଛାତ୍ର ବୁଧବାର କ୍ୟାମ୍ପସ୍‌ର ଗେଟ୍‌ ନମ୍ବର ୭ ବାହାରେ ବିକ୍ଷୋଭ ପ୍ରଦର୍ଶନ…

ସିଏଏ ପ୍ରତିବାଦ: ଝିଅ ସପକ୍ଷରେ ବାହାରିଲେ ଗାଙ୍ଗୁଲି, କହିଲେ ସାନା ଏବେ ଛୋଟ ପିଲା

କୋଲକାତା,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏ ନେଇ ଅନେକ ବିରୋଧର ବାର୍ତ୍ତା ମଧ୍ୟ ପୋଷ୍ଟ ହେଉଛି। ଏହାରି ଭିତରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଝିଅ ସାନା ସିଏଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri