Home

ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି

କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ବୁଧବାର ଉକ୍ତ ମାମଲାର ଶୁଣାଣି…

ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍‌

ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ ମାଫିଆମାନେ ଶହ ଶହ ଟ୍ରିପ୍‌ ମାଟି ତାଡ଼ି ନେଇ ଆଣ୍ଠୁଏ ଖାଲ କରିଦେଇଥିଲେ…

‘ଲାକ୍‌ମେ ଫ୍ୟାଶନ ୱିକ୍‌’: ସେଟ୍‌ ଡିଜାଇନ୍‌ କରିବେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ ଶୋ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ରେ ଡିଜାଇନ୍‌ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍‌ ବର୍ଗରେ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ର ମୁଖ୍ୟ ଶୋ ଏରିଆରେ ଜଣେ ଖ୍ୟାତନାମା ଡିଜାଇନରଙ୍କ ଶୋ’ର ସେଟ୍‌…

ଶକ୍ତି, ଶିଳ୍ପ ଓ ଗୃହ ମନ୍ତ୍ରୀଙ୍କ ସମୀକ୍ଷା: ୯ ସୁଦ୍ଧା ଏନ୍‌ଟିପିସି କାର୍ଯ୍ୟର ପ୍ରଗତି ଜଣାଇବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୧୯ା୧୨ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଜିଲା ଯୋଜନା କମିିଟି ଅଧ୍ୟକ୍ଷ କ୍ୟାପଟେନ…

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଭବାନୀପାଟଣାରୁ ଗତମାସ ୭ତାରିଖରେ ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଆଉ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ହେଉଛି ପରମାନନ୍ଦ ଧାରୁଆ ଓରଫ ଶାଖା(୨୯)। ତାଙ୍କ ଘର ବରଗଡ଼ ଜିଲା ଭଟଲି ଥାନା…

ତରୁଣକାନ୍ତି ମିଶ୍ର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ୨୦୧୯ ମସିହା ଲାଗି ଓଡ଼ିଶାରୁ ସମ୍ମାନଜନକ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ପାଇବେ ଖ୍ୟାତନାମା ଲେଖକ ତରୁଣକାନ୍ତି ମିଶ୍ର। ସେ ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ…

ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ…

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ବେଳାଭୂମିର ମଜା ନେଇଥାନ୍ତି। ଶ୍ରୀମନ୍ଦିର ସୁରକ୍ଷା ଏବଂ ଅପରାଧିକ ଗତିବିଧି ଉପରେ ନଜର…

ଫୁଲବାଣୀରେ ଆରମ୍ଭ ହେଲା କଳିଙ୍ଗ ହର୍ବାଲ ମେଳା

ଫୁଲବାଣୀ ଅଫିସ,୧୯ା୧୨-କନ୍ଧମାଳ ଜିଲା ଫୁଲବାଣୀସ୍ଥିତ କରୋନେସନ ପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମେଡିଶିନାଲ ପ୍ଲାଣ୍ଟ ବୋର୍ଡ ପକ୍ଷରୁ ଏବଂ ଫୁଲବାଣୀ ବନଖଣ୍ଡ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ମେଳାକୁ ଅତିରିକ୍ତ ପିସିସିଏଫ ତଥା ରାଜ୍ୟ…

ଶ୍ୱେତଗଙ୍ଗା କୂଳରେ ଶ୍ୱେତ ରାଜା

ପରମ ପାବନ ନୀଳାଚଳ କ୍ଷେତ୍ରରେ ରହିଥିବା ପଞ୍ଚତୀର୍ଥ ପ୍ରତି ସମସ୍ତଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ଲୋକେ ବିଶ୍ୱାସ ରଖନ୍ତି। ତେବେ ଏହି ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ…

ଜୁଡ଼ାବାଲି ପଞ୍ଚାୟତରେ ମାଓବାଦୀ ପୋଷ୍ଟର: ଜେଏମ୍‌ଆଇ ଛାତ୍ରୀଛାତ୍ରଙ୍କୁ ଆକ୍ରମଣର ନିନ୍ଦା

ବାଲିଗୁଡା/କୋଟଗଡ,୧୯ା୧୨(ଡି.ଏନ୍‌.ଏ.)- ୮ ମାସର ନୀରବତା ପରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡରେ ମାଓବାଦୀମାନେ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏହା ପୂର୍ବରୁ…

ଛତିଶା ନିଯୋଗ ବୈଠକ: ଅଙ୍ଗାରକୁ ନେଇ ତୁମ୍ବିତୋଫାନ

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଭିତରକୁ ଆସୁଛି ବାହାର ଅଙ୍ଗାର। ତାହା ପୁଣି ରୋଷଘରେ ବ୍ୟବହାର ହେଉଛି। ପ୍ରସ୍ତୁତ କରାଯାଉଛି ଆନନ୍ଦ ବଜାରରେ ବିକ୍ରି କରାଯାଉଥିବା ଭୋଗ (କୋଠଭୋଗ ନୁହେଁ)। ଅଳ୍ପ କେତେଜଣ ସୁଆର ସେବକ ଏଭଳି ଲାଭଖୋର ମନୋବୃତ୍ତି ରଖି ହିତାହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri