ଶୀତଦିନେ ଖାଆନ୍ତୁ ବାଦାମ, ମିଳିବ ଏସବୁ ଫାଇଦା
ଶୀତଦିନେ ଅତ୍ୟଧିକ ଥଣ୍ଡା ଯୋଗୁ ସାଧାରଣତଃ ଶରୀରର ରୋଗପ୍ରତିରୋଧକ ଶକ୍ତି କମ ହୋଇଯାଏ। ଫଳରେ ଥଣ୍ଡା, କାଶ ଭଳି ଅନେକ ପ୍ରକାର ରୋଗ ଶରୀରକୁ ମାଡି ବସେ। ଶୀତଦିନେ ଶରୀରକୁ ସୁସ୍ଥ ରଖିବା ପାଇଁ ଡାଏଟରେ ଚିନାବାଦାମ ସାମିଲ କରନ୍ତୁ। ଆୟୁର୍ବେଦନୁଯାୟୀ…
ଏସିଆନ ଟିମ୍ ସ୍କ୍ବାଶ ଚାମ୍ପିୟନଶିପ୍: ଭାରତ କୋଚ୍ ହେବେ ପାଲମେର
ନୂଆଦିଲ୍ଲୀ,୧୮।୧୨(ପି.ଟି.): ଆସନ୍ତାବର୍ଷ କୁଆଲାଲମ୍ପୁରରେ ଆୟୋଜନ ହେବାକୁଥିବା ଏସିଆନ ଟିମ୍ ଚାମ୍ପିୟନଶିପ୍ରେ ବିଶ୍ୱର ପୂର୍ବତନ ୧ ନମ୍ବର ଖେଳାଳି ଅଷ୍ଟ୍ରେଲିଆର ଡେଭିଡ ପାଲମେର ଭାରତୀୟ ଦଳର କୋଚ୍ ନିଯୁକ୍ତ ହେବା ନିଶ୍ଚିତ ହୋଇଛି। ଫୁଲ ଟାଇମ କୋଚ୍ ବଦଳରେ କେବଳ ଗୋଟିଏ ଇଭେଣ୍ଟ…
ସଙ୍ଗକାରାଙ୍କୁ ଏମ୍ସିସି ଦଳର ନେତୃତ୍ୱ
ଲଣ୍ଡନ, ୧୮।୧୨ (ପି.ଟି.): କ୍ରିକେଟ୍ ନିୟମର ପ୍ରଣେତା ମେରିଲବୋନ କ୍ରିକେଟ୍ କ୍ଲବ (ଏମ୍ସିସି) ଆସନ୍ତା ଫେବ୍ରୁୟାରୀରେ ପାକିସ୍ତାନ ଗସ୍ତରେ ଯାଇ ସେଠାରେ କେତୋଟି ମ୍ୟାଚ୍ ଖେଳିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ପୂର୍ବତନ ମହାନ ଶ୍ରୀଲଙ୍କା କ୍ରିକେଟର୍ କୁମାର ସଙ୍ଗକାରାଙ୍କୁ ଏମ୍ସିସି ଦଳର…
ସଡକ ଦୁର୍ଘଟଣାରେ ୨ବାଇକ ଆରୋହୀ ମୃତ
ମୁରିବାହାଲ, ୧୮ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଜୁଆଡିପାଲି ନିକଟରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଏକ ବାଇକରେ ଥିବା ୨ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣଙ୍କର ଓ ଅନ୍ୟ ଜଣଙ୍କର ମୁରିବାହାଲ ଡାକ୍ତରଖାନାରେ ମୃତ୍ୟୁ…
ଧରିତ୍ରୀ ପ୍ରଭାବ: ଖଜୁରି ଗଛ ପାଲଟିଛି ଆଶ୍ରୟସ୍ଥଳ; ଖବର ପ୍ରକାଶ ପରେ ରାମ କବାସୀଙ୍କୁ ମିଳିବ ପକ୍କା ଘର
ପାଣ୍ଡ୍ରିପାଣି,୧୮ା୧୨: ମାଲକାନଗିରି ଜିଲା ସଦର ବ୍ଲକ ପଦ୍ମଗିରି ପଞ୍ଚାୟତ ତଳସାହିରେ ରାମ କବାସୀ (୭୦) ଦୀର୍ଘ ୬ ବର୍ଷ ହେଲା ନିଜ ଘରଦ୍ୱାର ନ ଥିବାରୁ ଏକ ଖଜୁରି ଗଛ ତଳେ ଆଶ୍ରୟ ନେଇଥିଲେ। ଏ ସମ୍ପର୍କରେ ଖବର ପ୍ରକାଶ ପରେ…
ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା
ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସେମାନେ କାର୍ଯ୍ୟାଳୟରେ ତାଲା ପକାଇଦେଇଛନ୍ତି।…
ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ
ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ କ୍ଲଷ୍ଟର ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ହେଲିକପ୍ଟର ଯୋଗେ…
ଡିଜେ ସାଉଣ୍ଡରେ କମ୍ପିଲା ଭାପୁର
ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ ସମସ୍ତ ମେଢ ଗୁଡ଼ିକ ଭାପୁର ବାଳିକା ଉପ୍ରା ବିଦ୍ୟାଳୟସ୍ଥିତ ମେଲଣ ପଡ଼ିଆରେ ଏକତ୍ରିତ…
ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ
ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ ବୁଧବାର ବନବିଭାଗ ଚଢାଉ କରି ଏକ ଶଗଡ଼ ଗାଡ଼ି ସହ ଚୋରା ଶାଳ…
ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ
ଭଞ୍ଜନଗର,୧୮।୧୨(ଡି.ଏନ୍.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରକୁ ପଠାଇ ଦିଆଯାଇଛି। ସେମାନେ…
ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ
ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ଜିଲାପାଳ ଅନୁପ ସାହା, ଏସ୍ପି ସାରା…
୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ
ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ ଚୂଡ଼ାନ୍ତ…
Archives


