ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର
ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ ରେଡିଓ…
ମାଷ୍ଟରମାଇଣ୍ଡ ଜେଲ୍ ୱାର୍ଡର
ଢେଙ୍କାନାଳ ଅଫିସ, ୨୨।୨ – ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏପରି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଜିଲା କାରାଗାରରେ କାର୍ଯ୍ୟରତ ଓ୍ବାର୍ଡର…
ଦୀପମୟ କପିଳାସ
ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶିବ ପଞ୍ଚାକ୍ଷରୀ ମନ୍ତ୍ର, ଶିବ ସ୍ତୋତ୍ରରେ ପ୍ରକମ୍ପିତ ହୋଇଉଠିଥିଲା ସମଗ୍ର ପୀଠ ପରିସର।…
୧୦ବର୍ଷ ପରେ ମିଳିଲା ହଜିଲା ପୁଅ
ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର…
ଜାରକା ବିଟ୍ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍
ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର…
ଗୁରୁଦେବ ହସ୍ପିଟାଲ ସିଲ୍ କଲା ପ୍ରଶାସନ
ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍ କରାଯାଇଛି । ହସ୍ପିଟାଲ ମାଲିକ କ୍ଲିନିକାଲ ଏଷ୍ଟାବ୍ଲିସ୍ମେଣ୍ଟ ସମ୍ପର୍ର୍କିତ କାଗଜପତ୍ର ଦେଇ ନ ପାରି ନ ଥିବାରୁ…
ଚାଇନାର ଅଲିମ୍ପିକ ଫୁଟବଲ କ୍ୱାଲିଫାୟର ସିଡ୍ନୀରେ
କୁଆଲାଲମ୍ପୁର, ୨୧ା୨ (ଏଏଫ୍ପି)-ଅଲିମ୍ପିକ ମହିଳା ଫୁଟ୍ବଲ କ୍ୱାଲିଫାୟର ଅନ୍ତର୍ଗତ ଦକ୍ଷିଣ କୋରିଆ ବିପକ୍ଷ ହୋମ୍ ଲେଗ୍ ମ୍ୟାଚ ଚାଇନା ଅଷ୍ଟ୍ରେଲିଆର ସିଡ୍ନୀରେ ଖେଳିବ। ଏସିଆନ ଫୁଟ୍ବଲ କନଫେଡେରେଶନ (ଏଏଫ୍ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଘାତକ କରୋନା ଭାଇରସ ଯୋଗୁ ଏହି…
ଭିନେଶ, ଅଂଶୁଙ୍କୁ ବ୍ରୋଞ୍ଜ ପଦକ
ନୂଆଦିଲ୍ଲୀ, ୨୧ା୨ (ପି.ଟି.)-ଏଠାରେ ଚାଲିଥିବା ଏସିଆନ ରେସ୍ଲିଂ ଚାମ୍ପିୟନଶିପ୍ରେ ଭାରତୀୟ ମହିଳା ରେସ୍ଲର ଭିନେଶ ଫୋଗତ ଏବଂ ଅଂଶୁ ମଲିକ ସେମାନଙ୍କ କାଟେଗୋରିରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୫୩ କେଜି କାଟେଗୋରି ବ୍ରୋଞ୍ଜ ପଦକ ବାଉଟରେ ଭିନେଶ…
ସ୍ବାଭାବିକ ହେଉଛି ଚାଇନାର ଜୀବନଯାତ୍ରା
ବେଜିଂ,୨୧।୨: କରୋନା ଭାଇରସରେ ଚାଇନାରେ ହାହାକାର ପଡିଯାଇଥିବା ବେଳେ ଏଠାରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହାର ଭୟାବହତାକୁ ଦେଖି ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ…
ଚିନ୍ତା ବଢାଇଲା ଚାଇନା ଜେଲରେ କରୋନା ଭାଇରସ
ବେଜିଂ,୨୧।୨: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ଏଥିରେ ଅଧିକ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ଚାଇନା। ଏବେସୁଦ୍ଧା ଏଠାରେ କରୋନା ଭାଇରସ ସଂକ୍ରମଣରେ ୨୧ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୪ ହଜାରରୁ…
ମୋଦି ଆସିବା ପରେ ଭଲ ହେଉଛି ବ୍ୟବସାୟ
ନୂଆଦିଲ୍ଲୀ,୨୧।୨: ରାଜଧାନୀ ଦିଲ୍ଲୀରେ ଲାଗିଥିବା ହୁନର ହାଟ ଏବେ ଆସିଛି ଚର୍ଚ୍ଚାକୁ। ବିଶେଷ କରି ଏହି ହୁନର ହାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ବିହାରର ପ୍ରସିଦ୍ଧ ଖାଦ୍ୟ ଲିଟି ଚୋଖା ଖାଇବା ପରେ ଏହା ଆସିଥିଲା ଚର୍ଚ୍ଚାକୁ। ଆଉ ଏବେ…
ପ୍ରଶାନ୍ତ କିଶୋରଙ୍କ ସଦସ୍ୟତାକୁ ସ୍ବାଗତ କଲା ଏଏପି
ନୂଆଦିଲ୍ଲୀ,୨୧।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କୁ ନେଇ ଏବେ ପୁଣିଥରେ ଆରମ୍ଭ ହୋଇଛି ଚର୍ଚ୍ଚା। ଦିନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନରେ ବିଜୟ ହେବା ପଛରେ ପ୍ରଶାନ୍ତ କିଶୋରଙ୍କ ହାତଥିବା କୁହାଯାଉଥିବା ବେଳେ ଏବେ ସେ କିନ୍ତୁ ମୋଦିଙ୍କଠାରୁ ଦୂରରେ।…
Archives


