Home

ଅବଶିଷ୍ଟ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ପାଇଁ ଅଣ୍ଟା ଭିଡିଲା ବୋର୍ଡ; ସିସିଟିଭି ଭାଙ୍ଗିଲେ ଦାୟୀ ହେବେ ଅଧୀକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଯାଇଛି। ହେଲେ ଅଧିକାଂଶ ସ୍ଥାନରେ ଏହାକୁ ଭାଙ୍ଗି ଦିଆଯାଉଥିବା ନେଇ ଖବର ପ୍ରସାରିତ ହେଉଛି। ଏହାକୁ ନେଇ ପ୍ରତିକ୍ରିୟା ରଖି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ…

ଶୈବପୀଠରେ ପୂଜାର୍ଚ୍ଚନା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୧।୨: ମହାଶିବରାତ୍ରୀ ଅବସରରେ ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଶୈବ ପୀଠକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିରରେ ଜଳାଭିଷେକ କରିବା ସହ ପୁଷ୍ପାଞ୍ଜଳି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମହାଶିବରାତ୍ରୀ ଉପଲକ୍ଷେ…

ମହାଶିବରାତ୍ରିରେ ଅଘଟଣ: ଜଟିଆ ବାବା ପାହାଡ଼ରୁ ଖସିଲା ପଥର, ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ

ରାଉରକେଲା ଅଫିସ/କୁଆଁରମୁଣ୍ଡା,୨୧।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟୁରିଖମଣ ପଞ୍ଚାୟତ ସୀମାନ୍ତବର୍ତ୍ତୀ ଜଟିଆବାବା ମନ୍ଦିରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମହାଶିବରାତ୍ରି ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କ ସମାଗମ ସମୟରେ ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ପାହାଡ଼ ଉପରୁ ଏକ ପଥର ଖସିପଡ଼ିଥିଲା।…

ଦେଶର ପ୍ରଥମ ବରଫ କାଫେ

ମନାଲି: ଲେହ-ମନାଲି ଜାତୀୟ ରାଜପଥରେ ୧୪ ହଜାର ଫୁଟର ବରଫ କାଫେ ତିଆରି କରାଯାଇଛି। ଏହା ଦେଶର ପ୍ରଥମ ବରଫ କାଫେ। ଏଠାରେ ମସଲା ଚା’, ବଟର ଟି ଏବଂ ମସଲା ମ୍ୟାଗି ଉପଲବ୍ଧ ହେବ। ଏହାକୁ ସ୍ଥାନୀୟ ୪ ଯୁବକ…

ଟ୍ରମ୍ପଙ୍କ ସହ ଭାରତ ଆସିବେ ଝିଅ ଇଭାଙ୍କା

ଓ୍ବାଶିଂଟନ୍‌,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ତାଙ୍କ ସହ ସ୍ତ୍ରୀ ମେଲାନିଆ ମଧ୍ୟ ଭାରତ ଆସୁଛନ୍ତି। କେବଳ ଏତିକି ନୁହେଁ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜେରେଡ ମଧ୍ୟ ପ୍ରତିନିଧିମଣ୍ଡଳ…

ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର ବଡ଼ଚେରଗାଁ, ଉଛୁଲା, ଚହକା, ନୂଆଗାଁ, ପଞ୍ଚାୟତର ହଜାର ହଜାର ଜନସାଧାରଣ ସ୍ବାସ୍ଥ୍ୟ ହେଉ ଅବା…

ବାଲୁକାକଳାରେ ମହାଶିବରାତ୍ରିର ଶୁଭେଚ୍ଛା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୧।୨: ଆଜି ମହାଶିବରାତ୍ରି। ଭଗବାନ ଶିବଙ୍କ ଉପାସନା ଲାଗି ଉଦ୍ଦିଷ୍ଟ ଏହି ଦିନଟିକୁ ପାଳନ କରିବାକୁ ଉତ୍ସବମୁଖର ହୋଇଉଠିଛି ବିଭିନ୍ନ ଶୈବପୀଠ। ଏହି ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ତାଙ୍କର ଛାତ୍ରମାନେ ପୁରୀ ବେଳାଭୂମୀରେ ହୃଦୟସ୍ପର୍ଶୀ ବାଲୁକାକଳା…

ଜାଗରରେ ଅଘଟଣ: ଦୀପ ନିଆଁରେ ପୋଡ଼ି ମହିଳା ଗୁରୁତର

ବ୍ରହ୍ମପୁର ଅଫିସ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ଜଣେ ମହିଳା ମନ୍ଦିର ଯାଇଥିବା ବେଳେ ସେଠାରେ ଏକ ଅଘଟଣ ଘଟିଛି। ଗଞ୍ଜାମ ଥାନା ଅନ୍ତର୍ଗତ ଝାଡ଼କୁଦା ଗ୍ରାମର ଲୋକନାଥ ରେଡ୍ଡୀଙ୍କ ସ୍ତ୍ରୀ ସରସ୍ବତୀ ଶୁକ୍ରବାର ପୂର୍ବାହ୍ନରେ କଳାଯମୁନା ଗ୍ରାମରେ ଥିବା ନୀଳକଣ୍ଠେଶ୍ୱର ମନ୍ଦିରକୁ…

ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ପାକିସ୍ତାନ ସେନା ନିହତ

ଶ୍ରୀନଗର,୨୧।୨: ପାକିସ୍ତାନ ସେନା ପକ୍ଷରୁ କରାଯାଇଥିବା ଅସ୍ତ୍ରବିରତି ଉଲ୍ଲଂଘନର କଡା ଜବାବ ଦେଇଛି ଭାରତୀୟ ସେନା। ଭାରତୀୟ ସେନାଙ୍କ ଗୁଳିରେ ଗୁରୁବାର ଜଣେ ପାକିସ୍ତାନ ସେନାଙ୍କ ମୃତ୍ୟୁ ହୋଇଛି। ଏଥିସହ କେତେକ ସେନା ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର…

ଓ୍ବାରିସ ପଠାନଙ୍କ ଉପରେ କଟକଣା ଲଗାଇଲେ ଓ୍ବାଇସି

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ) ନେତା ଓ୍ବାରିସ ପଠାନଙ୍କ ଉପରେ ଶୁକ୍ରବାର କଟକଣା ଲଗାଇଛନ୍ତି ଦଳର ସୁପ୍ରିମୋ ଅସାଦୁଦ୍ଦିନ ଓ୍ବାଇସି। ପଠାନ ଗଣମାଧ୍ୟମ ବା ସାର୍ବଜନୀନ ଭାବରେ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ,…

ମହାଶିବରାତ୍ରୀରେ ଘୋଷଣା ହେଲା କେଦାରନାଥ କବାଟ ଖୋଲିବା ତିଥି

ଡେରାଡୁନ,୨୧।୨: ପବିତ୍ର ମହାଶିବରାତ୍ରୀ ଅବସରରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମର କବାଟ ଖୋଲିବା ତିଥି ଘୋଷଣା ହୋଇଛି। ଭକ୍ତଙ୍କ ପାଇଁ ଆସନ୍ତା ଏପ୍ରିଲ ୨୯ ତାରିଖ ସକାଳ ୬ଟା ୧୦ ମିନିଟ୍‌ରେ ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥଙ୍କ କବାଟ ଖୋଲିବ। ଏହାପରେ ୬ମାସ…

ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ ମିଳିଛି। ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲାର ଦାୟିତ୍ୱ: ଭୁବନେଶ୍ୱର-ଅନନ୍ତ ନାରାୟଣ ଜେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri