Home

ସଂଖ୍ୟାଲଘୁଙ୍କ ଏକତା ହିଁ ଦେଶର ଶକ୍ତି

ନୂଆଦିଲ୍ଲୀ: ସଂଖ୍ୟାଲଘୁ ଅଧିକାର ଦିବସ ପ୍ରତିବର୍ଷ ୧୮ ଡିସେମ୍ବରରେ ପାଳନ କରାଯାଉଛି। ଭାରତରେ ସଂଖ୍ୟାଲଘୁମାନଙ୍କର ଅଧିକାରକୁ ଲୋକଲୋଚନକୁ ଆଣିବା ସହ ଏସମ୍ପର୍କରେ ସଚେତନତା ସୃଷ୍ଟିକରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସଂଖ୍ୟାଲଘୁମାନଙ୍କର ବିଭିନ୍ନ ସମସ୍ୟାକୁ ହୃଦୟଙ୍ଗମ କରିବା ସହ ସେମାନଙ୍କ ସୁରକ୍ଷା…

ଏମିତି ଏକ ରୋଗରେ ପୀଡ଼ିତ ଥିଲେ ଯୁବକ, ସର୍ଜରୀ ପରେ ମିଳିଲା ନୂଆ ଜୀବନ

ଚାଇନା: ବିଶ୍ୱରେ କିଛି ଲୋକ ଅଛନ୍ତି, ସେମାନଙ୍କର ଶାରୀରିକ ବିକାଶ ଠିକ୍‌ ଭାବରେ ହୋଇ ନ ଥାଏ। ଫଳରେ ଚଲାବୁଲା କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଯୁବକ ହେଉଛନ୍ତି ଚାଇନାରେ ରହୁଥିବା ଲି ହୁଆ। ତାଙ୍କୁ ଆଙ୍କିଲସିଂ…

ଭାରତ-ବାଂଲାଦେଶ ଜେଆର୍‌ସି ଆଲୋଚନା ବାତିଲ୍‌

ଢ଼ାକା/ନୂଆଦିଲ୍ଲୀ,୧୮।୧୨: ଭାରତ-ବାଂଲାଦେଶ ମଧ୍ୟରେ ହେବାକୁ ଥିବା ଜଏଣ୍ଟ୍‌ ରିଭର କମିଶନ(ଜେଆର୍‌ସି) ଆଲୋଚନାକୁ ବାତିଲ୍‌ କରି ଦିଆଯାଇଛି। ଉଭୟ ଦେଶରେ ପ୍ରବାହିତ ମୁହୁରି, ମୋନୁ, ଧରଲା, ଖୋଓ୍ବାଇ, ଗୁମତି ଏବଂ ଦୁଧକୁମାର ଆଦି ୬ଟି ନଦୀ ଜଳ ଉପରେ ଦିଲ୍ଲୀରେ ବୁଧବାର ହେବାକୁ…

ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା

ବାଲେଶର ଅଫିସ, ୧୮।୧୨:ବାଲେଶର ଜିଲାର ଏଫ୍‌ସିଆଇ ଅଫିସର ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ମୟୁରଭଞ୍ଜର ବଢ଼ା ମାରାଣ୍ଡି । ମଙ୍ଗଳବାର ରାତିରେ ବାଲେଶ୍ୱର ସହଦେଖୁଣ୍ଟା ଥାନା ଗୁଡିପଦାର ଭଡା ଘରେ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ…

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି ବୈଠକରେ ମକର ସଂକ୍ରାନ୍ତି, ସୂର୍ଯ୍ୟୋପରାଗ ଏବଂ ନୂଆବର୍ଷର ନୀତିକାନ୍ତି ସଂକ୍ରାନ୍ତରେ ଆଲୋଚନା ହେବ।  ମୁଖ୍ୟ…

ନାଗରିକତା ସଂଶୋଧନ ଆଇନ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଜାନୁୟାରୀ ୨୨ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦାଖଲ ହୋଇଥିବା ୫୯ଟି ଆବେଦନ ଉପରେ ବୁଧବାର ବିଚାର କରି ସୁପ୍ରିମ୍‌କୋର୍ଟ ଏହା ଉପରେ ରୋକ ଲଗାଇବାକୁ ମନା କରିଛନ୍ତି। ଏସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରାଯାଇଛି। ଏହାର…

ଅମିତ ଶାହଙ୍କୁ ଟିପ୍ସ ଦେଲେ ଅକ୍ଷୟ କୁମାର, ସନ୍ଧ୍ୟା ୬.୩୦ ପରେ ଖାଦ୍ୟ ଖାଆନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌ ଉପରେ ସର୍ବଦା ଧ୍ୟାନ ଦିଅନ୍ତି। ଠିକ୍‌ ସମୟରେ ଖାଇବା ଏବଂ ଶୋଇବାକୁ ନେଇ ସେ ବେଶ୍‌ ସତର୍କ ଥାନ୍ତି। ଏକପରିକି କୌଣସି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ସେ ନିର୍ଦ୍ଦେଶକଙ୍କ ସହ ଟାଇମ୍‌…

ଚଳିତ ବର୍ଷ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା: ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪

ପ୍ୟାରିସ୍‌, ୧୮।୧୨: ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶରେ ମୋଟ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଚଳିତ ବର୍ଷ କମ୍‌ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ସେଥିମଧ୍ୟରୁ ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪ ଜଣଙ୍କୁ…

ବିଭିନ୍ନ ଦାବି ନେଇ ଦୁଇଦିନିଆ ବଲାଙ୍ଗୀର ବନ୍ଦ ପାଳନ ଆରମ୍ଭ

ବଲାଙ୍ଗୀର ଅଫିସ, ୧୮।୧୨: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃପ୍ରତିଷ୍ଠା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି। ଆକ୍ସନ…

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଲାଣି। ୨ ଦିନ ମଧ୍ୟରେ ୧୦ ଟଙ୍କା ବଢିଲାଣି। ଗତ…

ଜଗନମୋହନଙ୍କ ନୂଆ ଯୋଜନା: ଆନ୍ଧ୍ରପ୍ରଦେଶରେ ହେବ ୩ ରାଜଧାନୀ

ହାଇଦ୍ରାବାଦ୍‌,୧୮।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ରାଜ୍ୟରେ ୩ ରାଜଧାନୀ ପ୍ରତିଷ୍ଠା ପାଇଁ ନୂଆ ଯୋଜନା କରିଛନ୍ତି। ଏନେଇ ବିଧାନସଭାରେ ସେ ସଙ୍କେତ ଦେଇଛନ୍ତି। ପ୍ରଭାବଶାଳୀ ଶାସନ ଲାଗି ଏଭଳି କରାଯିବ ବୋଲି ସେ କହିଛନ୍ତି। ଯୋଜନା ଅନ୍ତର୍ଗତ କରନୁଲ୍‌,…

ପ୍ରଧାନମନ୍ତ୍ରୀ ଦୌଡ଼ରେ ମୁଁ ନାହିଁ: ଶାହ

ନୂଆଦିଲ୍ଲୀ,୧୮।୧୨: ପ୍ରଧାନମନ୍ତ୍ରୀ ଦୌଡ଼ରେ ନ ଥିବା କଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତିି। ଏକ ସାକ୍ଷାତ୍‌କାରରେ ଶାହ ଏହା ପ୍ରକାଶ କରିଛନ୍ତି। ଦଳରେ ବହୁ ବରିଷ୍ଠ ନେତା ରହିଛନ୍ତି। ସେମାନଙ୍କ ତୁଳନାରେ ସେ ବହୁ ଜୁନିଅର ବୋଲି ଶାହ କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri