Home

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ବିକାଶ ଓ ଏକତାର ସେତୁ ମାତୃଭାଷା

ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୧ ଫେବୃୟାରୀରେ ପାଳନ କରାଯାଉଛି। ୟୁନେସ୍କୋ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା। ପରେ ୨୧ ଫେବୃୟାରୀ,୨୦୦୦ରେ ପ୍ରଥମେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥିଲା। ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ…

ଓ୍ବାଇସିଙ୍କ ମଞ୍ଚରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀ ଗିରଫ

ବେଙ୍ଗାଲୁରୁ,୨୧।୧: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସାଦୁଦ୍ଦିନ ଓ୍ବାଇସିଙ୍କ ସାମ୍ନାରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ। ଅମୁଲ୍ୟା ଲିୟୋନା ନାମକ ଏହି ଯୁବତୀଙ୍କ ବିରୋଧରେ ରାଜଦ୍ରୋହ ମାମଲା ରୁଜୁ କରାଯାଇଛି। ତାଙ୍କ ଗିରଫ କରାଯାଇ ଜେଲ୍‌…

ଓଡ଼ିଶାର ରଣଜୀ ଯାତ୍ରା

ଓଡ଼ିଶାର ରଣଜୀ ଅଭିଯାନ ବେଶ୍‌ ଉତ୍ସାହଜନକ ରହିଛି। ଗ୍ରୁପ୍‌ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରି ଓଡ଼ିଶା କ୍ୱାର୍ଟର ଫାଇନାଲରେ ବେଙ୍ଗଲକୁ ଭେଟିଛି। ବେଙ୍ଗଲକୁ ହରାଇପାରିଲେ ଦୀର୍ଘ ୧୬ ବର୍ଷ ପରେ ଓଡ଼ିଶା ସେମିରେ ପ୍ରବେଶ କରିବ। କୋଚ୍‌ ରଶ୍ମିରଞ୍ଜନ ପରିଡାଙ୍କ ତତ୍ତ୍ୱାବଧାନରେ…

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଖଜୁରିପଦା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ସ୍ବାଇଁ…

ପରିବେଶ ପର୍ଯ୍ୟଟନସ୍ଥଳୀରେ ବଢ଼ୁଛନ୍ତି ପର୍ଯ୍ୟଟକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ନୟାଗଡ଼ ଜିଲାର ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଛୋଟ ଆଭ୍ୟନ୍ତରୀଣ ଗ୍ରାମ ବଡ଼ମୂଳ ସମ୍ପର୍କରେ ଦିନେ କେହି ଶୁଣି ନ ଥିଲେ କି ଜାଣି ନ ଥିଲେ। ହେଲେ ଆଜି ଏହି ଗାଁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ…

ରାଜସ୍ବ ଆଦାୟ ନେଇ ବିଏମ୍‌ସିର କଡ଼ା ଆଭିମୁଖ୍ୟ: ରାଜସ୍ବ ଆଦାୟ କରି ନ ପାରିଲେ ବେତନ ହେବ ବନ୍ଦ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜସ୍ବ ଆଦାୟ ସନ୍ତୋଷଜନକ ନ ହେଲେ କର୍ମଚାରୀଙ୍କ ବେତନ ବନ୍ଦ ହେବ। ରାଜସ୍ବ ଆଦାୟ ନେଇ ଏପରି କଡ଼ା ଆଭିମୁଖ୍ୟ ନେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ରାଜସ୍ବ ଆଦାୟରେ ରହିଥିବା ନୀତିନିୟମ, ସମୟ, ଆକଳନ ବ୍ୟବସ୍ଥା ଏବଂ ସର୍ବୋପରି…

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ମୃତ୍ୟୁ ପୂର୍ବରୁ କୃତ୍ତିକାଙ୍କ ଦେହରେ ଥିଲା ବିଷ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବିଜେବିନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ ପୂର୍ବରୁ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଓ ମୁଣ୍ଡରେ ରହିଥିବା କିଛି ଲେଖାକୁ ନେଇ ପୂରା ଘଟଣା…

ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼

ଆରଡ଼ି,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ କଲେ କୋଟିଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି । ଭିଡ଼ ନିୟନ୍ତ୍ରଣ…

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ କରିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମଧ୍ୟ ଦଳର ଏଭଳି ପରାଜୟକୁ ସହଜରେ…

ପରୀକ୍ଷା କେନ୍ଦ୍ରରେ ଭଙ୍ଗାଯାଉଛି ସିସିଟିଭି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲଗାଯାଇଥିବା ସିସିଟିଭିକୁ ଜାଣିଶୁଣି ଭଙ୍ଗାଯାଉଛି। ଆଗାମୀ ଦିନରେ ଏଭଳି ଘଟଣାର ପୁନରାବୃତ୍ତିକୁ ରୋକିବାକୁ ତଥା ସିସିଟିଭିର ସୁରକ୍ଷା ଲାଗି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କୁ ନୋଟିସ ଜାରି କରିଛନ୍ତି। ଏଭଳି ଘଟଣା ଆଉ…

ଓ୍ବେଲିଂଟନରେ ବର୍ଷା: ଭାରତର ସ୍କୋର ୧୨୨/୫

ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଓ୍ବେଲିଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ବର୍ଷା ଯୋଗୁ ଖେଳକୁ କିଛି ସମୟ ପାଇଁ ରୋକାଯାଇଛି। ପ୍ରଥମେ ଟସ୍‌ ଜିତି ବୋଲିଂ…

୫୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୨୧।୨(ବ୍ୟୁରେ)- ରାଜଧାନୀରେ ବ୍ରାଉନସୁଗାର କାରବାରରେ ରୋକ ଲଗାଇବା ନେଇ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଜାରି ରହିଛି। ବୁଧବାର କମିଶନରେଟ ପୋଲିସର ଡ୍ରଗ ଟାକ୍ସ ଫୋର୍ସ (ଡିଟିଏଫ୍‌) ଏବଂ ତମାଣ୍ଡୋ ପୋଲିସ ମିଳିତ ଭାବେ କଳିଙ୍ଗ ନଗରରେ ଚଢ଼ାଉ କରି ବ୍ରାଉନସୁଗାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri