Home

ପରୀକ୍ଷାରେ ଭଲ ନମ୍ବର ଆଣିବା ନୁହେଁ ଗୁରୁତ୍ୱପୂର୍ଣ୍ଣ; ବିଫଳତା ପରେ ନ ଅଟକି ଆଗେଇବା ଉଚିତ: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷାର୍ଥୀଙ୍କ ମାନସିକ ଚାପ ହ୍ରାସ ପାଇଁ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଫଳତା ପରେ ନ ଅଟକି ଆଗେଇବା ଲାଗି ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଜୀବନରେ ସଫଳତା…

ଗାଡିରେ ବସି ଜଳନ୍ତା ସିଗାରେଟ୍‌ ବାହାରକୁ ଫିଙ୍ଗିଲେ ୫ ଲକ୍ଷ ଟଙ୍କା ଜରିମାନା

ସିଡନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପ୍ରାୟ ୫୦ କୋଟିରୁ ଊର୍ଦ୍ଧ୍ୱ ଜୀବଜନ୍ତୁଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ବାସହରା ହୋଇପଡିଛନ୍ତି। ଏବେ ସେଠାକାର ସରକାର ଗାଡି ଡ୍ରାଇଭର ଏବଂ ଯାତ୍ରୀଙ୍କ ପାଇଁ ଏକ ନୂଆ ନିୟମ ଲାଗୁ…

ରୋଗ ନିରୂପଣରେ ସାଧାରଣ ପରୀକ୍ଷା

ସାଧାରଣ ପରୀକ୍ଷାଗୁଡ଼ିକ ବହୁତ ଗୁରୁତ୍ୱ ବହନ କରିଥାଏ। ରୋଗ ହେଲେ ରୋଗୀଙ୍କ ଦେହରେ ଅନେକ ଲକ୍ଷଣ ପ୍ରକାଶ ପାଇଥାଏ। ବିଭିନ୍ନ ରୋଗର ଲକ୍ଷଣ ଭିନ୍ନ ଭିନ୍ନ ହେଲେ ମଧ୍ୟ କେତେକ ଲକ୍ଷଣ ଅନେକ ରୋଗରେ ପ୍ରକାଶ ପାଇଥାଏ। ବାନ୍ତି, ଜ୍ୱର, ମୁଣ୍ଡବିନ୍ଧା,…

ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍‌ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନୀସ୍ବାମୀ ଚାଷୀ ବେଶରେ ରହିଛନ୍ତି। ତାଙ୍କର ଗୋଟିଏ ହାତରେ ଦା ଏବଂ ଅନ୍ୟ…

ସୁକନ୍ୟା ଯୋଜନାରେ ଜମାରାଶି ଆତ୍ମସାତ ଅଭିଯୋଗ, ମୁଖ୍ୟ ଡାକଘର ସମ୍ମୁଖରେ ଧାରଣା ଦେଲେ ଉପଭୋକ୍ତା

ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଉକ୍ତ ଗ୍ରାମର ଗ୍ରାମବାସୀମାନେ ନିଜ ପିଲାଛୁଆଙ୍କୁ ଧରି ସୋମବାର…

ଦୃଷ୍ଟିଶକ୍ତିକୁ ଦୃଢ଼ କରେ ଚକୋଲେଟ୍‌

ଚକୋଲେଟ୍‌ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍‌ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା କରିବା ସମୟରେ ସେମାନେ ଏହା ବ୍ୟତୀତ ଆଉ କେତେକ କଥା ମଧ୍ୟ ଜାଣିବାକୁ ପାଇଥିିଲେ।…

ପାଣିରେ ଚାଲିବ ଟ୍ରାକ୍ଟର

ଲୁଧିଆନା,୨୦।୧: ଆଗାମୀ ଦିନରେ ଡିଜେଲ୍‌ ବଦଳରେ ଟ୍ରାକ୍ଟର ପାଣିରେ ଚାଲିବ। ପଞ୍ଜାବ ଲୁଧିଆନାର ଜିମ୍ପପେକ୍ସ୍‌ ବାୟୋ ଟେକ୍ନୋଲୋଜିର ମିହିର ଜୟ ସିଂ ଏପରି ଏକ କିଟ୍‌ ପ୍ରସ୍ତୁତ କରିଛନ୍ତି। ଏହି କିଟ୍‌କୁ ୩୫ ହର୍ଷ ପାଓ୍ବାରରୁ ୯୦ ହର୍ଷ ପାଓ୍ବାର ଟ୍ରାକ୍ଟରରେ…

ରାସ୍ତା ଉପରେ ଧାନ ଗଦାକରି ବିରୋଧ ପ୍ରଦର୍ଶନ କଲେ ଚାଷୀ

ପଦ୍ମପୁର,୨୦।୧(ଡି.ଏନ.ଏ.)-ବରଗଡ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସ ବିତି ଯାଇଛି। ଅଥଚ ଜିଲାର ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରିନାହିଁ। ବିଭାଗୀୟ ଅବହେଳା ଯୋଗୁ ଜିଲାର ଏହି ଉପଖଣ୍ଡ ଅନ୍ତର୍ଗତ ଲଖମରା ପ୍ରାଥମିକ କୃଷି ସମବାୟ…

ରୋଗ ଚିହ୍ନଟ କରିବ ମହୁମାଛି

ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ପର୍ତ୍ତୁଗାଲର ବିଶେଷଜ୍ଞମାନେ। ମହୁମାଛିର ଘ୍ରାଣଶକ୍ତି ଭାରି ପ୍ରଖର। ଏହାଦ୍ୱାରା ସେ କେତେକ ରୋଗ ବିଷୟରେ…

୭ ପିଢ଼ି ମଧ୍ୟରେ କେବେ ବି ହୋଇନି ସମ୍ପତ୍ତି ଭାଗବଣ୍ଟା: ପରିବାର ସଦସ୍ୟ ସଂଖ୍ୟା ୧୪୦

ବେଙ୍ଗାଲୁରୁ,୨୦।୧: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍‌ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭ ପିଢ଼ି ଧରି ପ୍ରଚଳିତ ହେଉଛି। ଏହି ପରିବାରର ସମ୍ପତ୍ତି କେବେ ମଧ୍ୟ ଭାଗବଣ୍ଟା…

ସ୍ମରଣଶକ୍ତି ପ୍ରଖରକରେ ନ୍ୟୁରୋନ୍‌

ସ୍ମରଣଶକ୍ତି ସନ୍ତୁଳିତ ଥିତ୍ଲେ ଆମେ ସବୁ କଥା ମନେରଖିିତ୍ପାରୁ। ଏଥିତ୍ରେ ଅସନ୍ତୁଳନ ପରିଲକ୍ଷିତ ହେଲେ ଆମେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରଖର ରଖିିବା କ୍ଷେତ୍ରରେ ନ୍ୟୁରୋନ୍‌ ନାମକ ତତ୍ତ୍ୱର ଭୂମିକା ରହିଛି। ଏହି ତତ୍ତ୍ୱ ଆମ ମସ୍ତିଷ୍କରେ…

ଆଜିଠୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri