Home

ତେଲେଙ୍ଗାନା ବିଧାନସଭାରେ ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ

ହାଇଦ୍ରାବାଦ,୧୬।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ବିରୋଧରେ ତେଲେଙ୍ଗାନା ବିଧାନସଭାରେ ଏକ ପ୍ରସ୍ତାବ ପାସ୍‌ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଗୃହରେ ଏହି ପ୍ରସ୍ତାବକୁ ଉପସ୍ଥାପନ କରିଥିଲେ। ଏହି ଆଇନକୁ ସଂଶୋଧିତ କରିବା ପାଇଁ ରାଜ୍ୟ…

ମାର୍ଚ୍ଚ ୧୭ରେ ବହୁମତ ସାବ୍ୟସ୍ତ କରିବାକୁ କମଲନାଥଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୋପାଳ,୧୬।୩: ମଧ୍ୟପ୍ରଦେଶ ରାଜନୀତିରେ ଚାଲିଥିବା ହାଇଡ୍ରାମା ଉପରେ ରହଛି ସମସ୍ତଙ୍କର ନଜର। ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାକୁ ଥିବା ବେଳେ କରୋନା ଭାଇରସ ପାଇଁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା। ଏହାକୁ ଦେଖି ଆଲୋଚନା…

କରୋନା ଭୟ: ସିଦ୍ଧିବିନାୟକଙ୍କ ଦର୍ଶନ ଉପରେ କଟକଣା ଲଗାଇଲା ଟ୍ରଷ୍ଟ

ମୁମ୍ବାଇ,୧୬।୩: କରୋନା ଭାଇରସ୍‌ ଆତଙ୍କକୁ ଦେଖି ଦେଶରେ ସବୁ ପ୍ରକାରର ସାବଧାନତା ଓ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅଧିକାଂଶ ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ, ମଲ ବନ୍ଦ କରାଯାଇଥିବା ବେଳେ ଗୋଟିଏ ସ୍ଥାନରେ ୫୦ରୁ ଊର୍ଦ୍ଧ୍ୱ…

ହସ୍ପିଟାଲରୁ ଲୁଚି ପଳାଇଲେ ୧୧ କରୋନା ସନ୍ଦିଗ୍ଧ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନଭି ମୁମ୍ବାଇର ଏକ ହସ୍ପିଟାଲରୁ ୧୧ଜଣ କରୋନା ସନ୍ଦିଗ୍ଧ ରୋଗୀ ଲୁଚି ପଳାଇ ଯାଇଥିବା ଜଣାପଡିଛି। ଏମାନେ ଦୁବାଇରୁ ଫେରିଥିବା ବେଳେ ସେମାନଙ୍କ ନିକଟରେ କରୋନା ଭାଇରସ ଥିବା…

ନିଜ ଛାଇ ଫଟୋ ଶେୟାର କଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ନିଜର ଦମ୍‌ଦାର ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଛପାକ’ରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ମାତ୍ର ଫିଲ୍ମଟି ବକ୍ସ ଅଫିସରେ ସେତେଟା ସଫଳତା ପାଇପାରି ନ…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଦୋଷୀଙ୍କ ପରିବାର

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାରେ ଏବେ ନୂଆ ମୋଡ ଆସିଛି। ଫାଶୀ ଖୁଣ୍ଟରେ ଝୁଲିବାକୁ ଥିବା ୪ଦୋଷୀଙ୍କ ପରିବାରଲୋକ ଇଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଏକ ଚିଠି ଲେଖି ଅନୁମତି ମାଗିଛନ୍ତି। ଇଛାମୃତ୍ୟୁ ମାଗିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଦୋଷୀଙ୍କ ମା’-ବାପା, ଭାଇ-ଭଉଣୀ…

କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। କଳାବଜାର ରୋକିବା ପାଇଁ ବିଭାଗ କଡ଼ା ପଦକ୍ଷେପ ନେଇଛି। ଖାଦ୍ୟ ସାମଗ୍ରୀ, ମାସ୍କ ଓ ସାନିଟାଇଜର ବେଆଇନ ଭାବେ ମହଜୁଦ ରଖିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ସୁପ୍ରିମକୋର୍ଟରେ ଖାରଜ ହେଲା ମୁକେଶଙ୍କ ଆବେଦନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟ ଦୋଷୀ ମୁକେଶ ସିଂହଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ମୁକେଶ ପୁଣି ଥରେ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟର ଅନୁମତି ମାଗିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମକୋର୍ଟ ମୁକେଶଙ୍କ ଆବେଦନକୁ…

ନିଜର ଅନୁଭୂତି ବଖାଣିଲେ କରୋନାକୁ ହରାଇଥିବା ଦିଲ୍ଲୀର ପ୍ରଥମ ରୋଗୀ

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଭାରତରେ ଏପର୍ଯ୍ୟନ୍ତ ୧୧୬ଟି ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇସାରିଛି। ଦେଶର ଅଧିକାଂଶ ରାଜ୍ୟରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସିନେମା ହଲ୍‌, ମଲ୍‌…

୧୯ ବର୍ଷ ପରେ ଆୟୁଷ୍ମାନ ଖୋଲିଲେ ପ୍ରେମ ପେଡ଼ି

ମୁମ୍ବାଇ: ବଲିଉଡ୍‌ର ସବୁଠୁ କ୍ୟୁଟ୍‌ ଯୋଡ଼ି ଭାବେ ଆୟୁଷ୍ମାନ ଖୁରାନା ଏବଂ ତାହିରା କାଶ୍ୟପଙ୍କୁ ବିବେଚନା କରାଯାଏ। ଉଭୟେ ୨୦୦୮ ମସିହାରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆୟୁଷ୍ମାନ ଖୁରାନା ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରି ପ୍ରେମ ପେଡ଼ି…

ଦିଲ୍ଲୀରେ ଏକାଠି ହୋଇପାରିବେ ନାହିଁ ୫୦ରୁ ଊର୍ଦ୍ଧ୍ୱ ଜନତା

ନୂଆଦିଲ୍ଲୀ,୧୬।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସବୁ ଜିଲା ଅଧିକାରୀଙ୍କର ଏକ ବୈଠକ ଡାକିଥିଲେ। ଏହି ବୈଠକରେ କେଜରିଓ୍ବାଲ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଏଣିକି କୌଣସି…

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?