Home

‘ହାପିନେସ୍‌ କ୍ଲାସ’ରେ ଯୋଗଦେବେ ଆମେରିକାର ପ୍ରଥମ ମହିଳା

ନୂଆଦିଲ୍ଲୀ,୨୦।୨: ଫେବୃୟାରୀ ୨୪ରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଆମେରିକାର ପ୍ରଥମ ମହିଳା ମେଲାନିଆ। ଏହି ଅବସରରେ ସେ ଏକ ସରକାରୀ ସ୍କୁଲ ଗସ୍ତ କରି ‘ହାପିନେସ୍‌ କ୍ଲାସ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ଦିଲ୍ଲୀ…

ପ୍ରାକୃତିକ ଉପାୟରେ ହଟାନ୍ତୁ ଭାତୁଡ଼ି

ଶରୀରରେ ଭାତୁଡ଼ି ହେଉଥିଲେ ବିନା ଅସ୍ତ୍ରୋପଚାରରେ ମଧ୍ୟ ଦୂର ଏହାକୁ କରିହେବ। କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ। ରସୁଣ: ରସୁଣର କିଛି ପାଖୁଡ଼ା ଛଡ଼ାଇ ଏହାର ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା…

ଆଟେଣ୍ଡାନ୍ସ ଖାତାରେ ପୂର୍ବତନ ବିଧାୟକଙ୍କ ନାମ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ପ୍ରଥମଥର ବିଧାୟକ ହୋଇଛନ୍ତି। ଯେତେବେଳେ ବିଧାନସଭାର ଅଧିବେଶନରେ ଯୋଗ ଦେବାକୁ ଆସୁଛନ୍ତି ବିଧାୟକଙ୍କ ଅଟେଣ୍ଡାନ୍ସ ଖାତାରେ ରହିଛି ପୂର୍ବତନ ବିଧାୟକଙ୍କ ନାମ। ଥରେ ନୁହେଁ କି ଦୁଇ ଥର ନୁହେଁ ୩ ଥର…

ମାର୍ଚ୍ଚ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଫେବୃୟାରୀ ଶେଷ ଯାଏ ପାଗ ଅନୁକୂଳ ରହିବ। ଅଧିକ ଗରମ ଅନୁଭୂତ ହେବ ନାହିଁ। ଉତ୍ତର ପଶ୍ଚିମ ଦିଗରୁ ଭୂପୃଷ୍ଠରୁ ୧୨ କି.ମି ଉଚ୍ଚତାରେ ଥଣ୍ଡା ବାୟୁ ଘଣ୍ଟାକୁ ୧୦୦ କି.ମି ବେଗରେ ବହୁଛି। ଏଥିଯୋଗୁ ରାଜ୍ୟରେ ଗରମ ଅନୁଭୂତ…

ମା’ ହେବାକୁ ୧୫ କିଲୋ ଓଜନ ବଢ଼ାଇଲେ କ୍ରିତି

ମୁମ୍ବାଇ: ସୋସିଆଲ ମିଡିଆରେ ଭାଇରାଲ ହେଉଛି ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌ଙ୍କ ଫଟୋ। ଏମିତିରେ ବି-ଟାଉନ ତାରକାଙ୍କ ଫଟୋ ଭାଇରାଲ ହେବା କିଛି ନୂଆ କଥା ନୁହେଁ। ତେବେ ଚର୍ଚ୍ଚାର କାରଣ ଫଟୋରେ କ୍ରିତିଙ୍କ ବେବି ବମ୍ପ୍‌ ଦେଖିବାକୁ ମିଳିଛି। ଆପଣ…

ବିହାରରେ ରାହୁଲଙ୍କ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ପାଟନା,୨୦।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭିନ୍ନ ଅବତାରର ଏକ ପୋଷ୍ଟର ବିହାରରେ ଦେଖିବାକୁ ମିଳିଛି। ଏଥିରେ ରାହୁଲ ସଂରକ୍ଷଣକୁ ଶେଷ ହେବାକୁ ଦେବେ ନାହିଁ ବୋଲି ଲେଖାଯାଇଛି। ସ୍ଥାନୀୟ କଂଗ୍ରେସ ନେତାଙ୍କ ଦ୍ୱାରା ଉକ୍ତ ପୋଷ୍ଟର ଲାଗିଥିବା ଜଣାପଡିଛି। ସୂଚନାଯୋଗ୍ୟ,…

ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଦାରିଦ୍ର୍ୟ ହଟାଇବ ସାମାଜିକ ନ୍ୟାୟ

ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ଜାଗରରେ ଶିବଙ୍କୁ ଏସବୁ ଅର୍ପଣ କଲେ ମିଳିଥାଏ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୨୧ ତାରିଖ ଅର୍ଥାତ୍‌ ଶୁକ୍ରବାର ପାଳନ କରାଯିବ ଶିବରାତ୍ରି। ଏହି ଶୁଭଦିନରେ ଭଗବାନ ଶିବଙ୍କର ଏପରି କିଛି ପ୍ରିୟ…

ବିଜେଡି ନେତ୍ରୀ ମିନାକ୍ଷୀଙ୍କ ଆତ୍ମାହୁତି ଘଟଣା: ୯ ଦିନ ପରେ ଆଖି ବୁଜିଲେ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୨୦।୨(ବ୍ୟୁରୋ): ମହିଳା ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ତାଙ୍କ ପୁଅ ରାଜା ଓରଫ କୃତିବାସ ମିଶ୍ରଙ୍କୁ ପୋଲିସ ମିଥ୍ୟା ମାମଲାରେ ଗିରଫ କରିଥିବା ପ୍ରତିବାଦରେ ବ୍ରହ୍ମପୁର ଏସ୍‌ପିଙ୍କୁ ଭେଟିବାକୁ ଯାଇଥିଲେ। ସେଠାରେ…

କ୍ରିକେଟ ପରେ ଏବେ ଅଭିନୟରେ ଜଲଓ୍ବା ଦେଖାଇବେ ଯୁବରାଜ ସିଂ

ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରୁ ଅବସର ନେବା ପରେ ବିଭିନ୍ନ ଟି୨୦ ଲିଗ୍‌ରେ ନଜର ଆସିଥିଲେ। ଏବେ କ୍ରିକେଟ ଛାଡି ଅଭିନୟ ଜଗତରେ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ଏକ ଓ୍ବେବ୍‌ ସିରିଜ୍‌ରେ ସ୍ତ୍ରୀ ହେଜେଲ…

ମହିଳାଙ୍କ ପ୍ରଜନନ ଅଧିକାର ସୁରକ୍ଷା ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୦ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ବୁଧବାର ‘ଆସିଷ୍ଟେଡ୍‌ ରିପ୍ରଡକ୍ଟିଭ୍‌ ଟେକ୍ନୋଲୋଜି ରେଗୁଲେଶନ୍‌ ବିଲ୍‌ ୨୦୨୦’କୁ ମଞ୍ଜୁରୀ ଦେଇଛି। ମହିଳାଙ୍କ ପ୍ରଜନନ ଅଧିକାରକୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଏହି ବିଧେୟକକୁ ଏକ ଐତିହାସିକ ବିଲ୍‌ ଭାବେ ଅଭିହିତ କରିଛନ୍ତି ମହିଳା ଓ ଶିଶୁ…

ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ

ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ସାଉଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri