ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ
ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ…
Myanmar Earthquake: ମ୍ୟାନମାରେ ଆସିଥିବା ଭୂକମ୍ପକୁ ନେଇ ଆସିଲା ଚମକାଇବା ଭଳି ଖବର
ନାପିଦାଉ,୨୧।୪: ୨୮ ମାର୍ଚ୍ଚରେ ମ୍ୟାନମାରର ମାଣ୍ଡାଲେ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ହେବା ପରେ ବୈଜ୍ଞାନିକମାନେ ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରିଥିଲେ। ଏହା ଏକ ଅସାଧାରଣ ଘଟଣା ଘଟାଇଛି ବୋଲି ବୈଜ୍ଞାନିକମାନେ ନିଶ୍ଚିତ କରିଛନ୍ତି। ସାଗାଇଙ୍ଗ ଫଲ୍ଟ ନିକଟରେ ଭୂମି ପ୍ରାୟ…
ରେଲଓ୍ବେ ଷ୍ଟେଶନ ଡଷ୍ଟବିନରୁ ଉଦ୍ଧାର ହୋଇଥିବା ଝିଅ ଆଜି କଲେକ୍ଟରଙ୍କ ସହ ବସି ଲେଖିବେ ଅର୍ଡର, MPSC ପରୀକ୍ଷାରେ…
ଅମରାବତୀ: ଭାଗ୍ୟ କେବେ ଧନ ଉପରେ ନିର୍ଭର କରେ ନାହିଁ। ଭଗବାନ କାହାର ଭାଗ୍ୟରେ କ’ଣ ଲେଖିଛନ୍ତି ତାହା କେହି ଜାଣନ୍ତି ନାହିଁ। ପ୍ରାୟ ଅଢ଼େଇ ଦଶନ୍ଧି ପୂର୍ବେ, ରେଳ ଷ୍ଟେଶନର ଡଷ୍ଟବିନରେ ଗୋଟିଏ ପିଲାଟିଏ କାନ୍ଦୁଥିଲା। ପୋଲିସ ଏହି ଦୃଷ୍ଟିହୀନ…
ଧୂମପାନ କରୁଥିଲେ ସାବଧାନ! ଗ୍ରାସ କରୁଛି ଏକ ବିରଳ ରୋଗ, ସତର୍କ କରାଇଲା WHO
ସିଗାରେଟ୍ ଟାଣିବା କିମ୍ବା ତମାଖୁ ସେବନ କେବଳ ଫୁସ୍ଫୁସ୍ ଏବଂ ପାଟିର କ୍ଷତି କରେ ନାହିଁ, ଏହା କ୍ୟାନ୍ସର ବା କର୍କଟ ଭଳି ଭୟଙ୍କର ରୋଗର କାରଣ ମଧ୍ୟ ହୋଇପାରେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏବେ ଧୂମପାନ ଏକ ବିରଳ…
ଫେରିଲା ତାତି: ପୁଣି ପାରଦ ଉପରମୁହାଁ
ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି ଉପରମୁହାଁ ହୋଇଛି। ରବିବାର ହଠାତ୍ ୩ ଡିଗ୍ରୀରୁ ଅଧିକ ତାପମାତ୍ରା ବଢ଼ିଯିବା ସହ ଗୁଳୁଗୁଳି…
ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା, Encounterରେ ୬ ନକ୍ସଲ ନିପାତ
ଲାଲପନିଆ(ବୋକାରୋ),୨୧।୪: ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି Encounterରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍ କୋଇଲା କ୍ଷେତ୍ର…
Mohan Bhagwat:‘ଗୋଟିଏ ମନ୍ଦିର, ଗୋଟିଏ କୂଅ, ଗୋଟିଏ ଶ୍ମଶାନ’, ହିନ୍ଦୁ ଏକତାକୁ ନେଇ ଭାଗବତଙ୍କ ନୂଆ ଫର୍ମୁଲା
ନୂଆଦିଲ୍ଲୀ,୨୧।୪: ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ହିଂସାର ଭୟଙ୍କର ଦୃଶ୍ୟ ଦେଖିବା ପରେ, ଅନେକ ଲୋକ ହିନ୍ଦୁ ଏକତା ପାଇଁ ଆହ୍ବାନ ଦେଉଛନ୍ତି। ଆରଏସଏସ ମୁଖ୍ୟ Mohan Bhagwat ମଧ୍ୟ ହିନ୍ଦୁମାନଙ୍କୁ ଏକତ୍ର ରହିବାକୁ ନିବେଦନ କରିଛନ୍ତି। ସେ କୁହନ୍ତି ଯେ ସାମାଜିକ…
ଲିକ ହେଲା ଆମେରିକାର War Plan, Signalରେ ଶେୟାର କରି ଗୁଇନ୍ଦା ସୂଚନା ଦେଲେ ରକ୍ଷା ସଚିବ
ଓ୍ବାଶିଂଟନ,୨୧।୪: ହୁଥି ବିଦ୍ରୋହୀଙ୍କ ଉପରେ ଆକ୍ରମଣ ଯୋଜନା ପୁଣି ଥରେ ପ୍ରକାଶ ପାଇଛି। ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗସେଥ ମାର୍ଚ୍ଚ ମାସରେ ୟେମେନର ଇରାନ-ସମର୍ଥିତ ହୁଥିମାନଙ୍କ ଉପରେ ଆକ୍ରମଣ ଯୋଜନାର ବିସ୍ତୃତ ବିବରଣୀ ଲିକ କରିଥିଲେ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…
ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ
ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର…
ଏଇ ଭାରତରେ
ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍। ଏମିତି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ବିହାର ରାଜ୍ୟ ମୁଜାଫରପୁରର ସଞ୍ଜୟ କୁମାର। ୨୫ ବର୍ଷ ହେଲା ସେ ଦିବ୍ୟାଙ୍ଗମାନଙ୍କୁ…
ବୁଦ୍ଧିଜୀବୀ ବନାମ ରାଜନେତା
ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି। ଡାକ୍ତର ହିସାବରେ ବିଗତ ୫୦ ବର୍ଷ ଧରି ଦେଖିଆସୁଛି ଯେ ଚିକିତ୍ସାଳୟରେ କୌଣସି ଲୋକାର୍ପଣ…
ମଣିଷ ଦର
ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା ବିଧେୟ, ଯେଉଁଥିରେ ନିହିତ ଥାଏ ଆବଶ୍ୟକତା। ମାତ୍ର ମଣିଷର ଦର କଥା ଆଲୋଚନାକଲେ ସ୍ବତଃ…
Archives


