ରିଲିଜ ହେବ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’- ‘ଭୂତ’: ବକ୍ସ ଅଫିସରେ ଆୟୁଷ୍ମାନ-ବିକ୍କିଙ୍କ ମଧ୍ୟରେ ଟକ୍କର
ବମ୍ବେ: ଆସନ୍ତା ସପ୍ତାହରେ ରିଲିଜ ହେବ ଦୁଇଟି ବହୁ ପ୍ରତୀକ୍ଷିତ ଫିଲ୍ମ। ଗୋଟିଏ ପଟେ ଆୟୁଷ୍ମାନ ଖୁରାନ୍ନାଙ୍କ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’କୁ ଅନ୍ୟପକ୍ଷେ ବିକ୍କି କୌଶଲଙ୍କ ‘ଭୂତ’ର ବଡ଼ପରଦାରେ ହେବ ଟକ୍କର। ଦର୍ଶକଙ୍କୁ ସର୍ବଦା ଭରପୂର ମନୋରଞ୍ଜନର ଗ୍ୟାରେଣ୍ଟି ଦେଇଆସୁଥିବା…
କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ
ଭବାନୀପାଟଣା,୧୯।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେବେ ପୂର୍ବରୁ କାର୍ଯ୍ୟରତ ନବିନ କୁମାର ଖମାରୀ ପଦବୀରୁ ଅବସର ନେବା ପରେ ଗୋଷ୍ଠୀ ଶିକ୍ଷା…
ଉତ୍ତର କୋରିଆର ଅଭିଶପ୍ତ ହୋଟେଲ: ୧୯୮୭ରୁ ଆଜିଯାଏ ଶେଷ ହୋଇପାରୁନି ନିର୍ମାଣ କାମ
ଉତ୍ତର କୋରିଆ ଭିନ୍ନ ଆଇନ କାନୁନ ଏବଂ ମିସାଇଲ ପରୀକ୍ଷଣ ପାଇଁ ବିଶ୍ୱରେ ପରିଚିତ। ଏହା ବ୍ୟତିତ ସେଠାରେ ଏମିତି ଅନେକ କିଛି ରହିଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ରାଜଧାନୀ ପାୟୋଙ୍ଗୟାଙ୍ଗରେ ଥିବା ପିରାମିଡ ଆକାରର…
ବିଭିନ୍ନ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୧୯।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ମେଦିନୀପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଲାଗି ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ବିଦ୍ୟୁତ୍ ସମସ୍ୟା ଦୂର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଉପଯୁକ୍ତ ହିତାଧିକାରୀ ଚୟନ ଆଦି ସମସ୍ୟାର ସମାଧାନ ଲାଗି ଏକ…
ଶେହନାଜଙ୍କ ସ୍ବୟଂମ୍ବର ଦେଖି ରାକ୍ଷୀଙ୍କ ପ୍ରତିକ୍ରିୟା
ମୁମ୍ବାଇ: ବିଗ୍ ବସ ୧୩ ପରେ ଶେହନାଜ ଗିଲ୍ଙ୍କ ସ୍ବୟଂମ୍ବର ‘ମୁଝ୍ସେ ଶାଦୀ କରୋଗୀ’ ଆରମ୍ଭ ହୋଇଯାଇଛି। ଯେଉଁଥିରେ ପାରସ୍ ଛାବ୍ଡ଼ା ଏବଂ ଶେହନାଜଙ୍କୁ ବରକନ୍ୟା ଭାବରେ ଦେଖିବାକୁ ମିଳିଛି। ଏପରି ସ୍ବୟଂମ୍ବର ନୂଆ କଥା ନୁହେଁ, କାରଣ ଏହା ପୂର୍ବରୁ…
ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ପ୍ରତ୍ୟେକ ଜିଲାର ବିଧାୟକଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ ସେ ନେଇ ବିଭାଗ ପକ୍ଷରୁ ଏକ ବୈଷୟିକ ଟିମ୍ ଅନ୍ୟ ରାଜ୍ୟକୁ ଗସ୍ତ…
ରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍ ଟନ୍ ଲିଚୁ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲିଚୁ ଚାଷ ପାଇଁ ଆର୍ଦ୍ର ଉପକ୍ରାନ୍ତୀୟ ଜଳବାୟୁ ଅତ୍ୟନ୍ତ ଉତ୍କୃଷ୍ଟ। ଓଡ଼ିଶାରେ ପ୍ରାୟ ୪,୪୭୭ ହେକ୍ଟର ଜମିରେ ଲିଚୁ ଚାଷ କରାଯାଇ ୨୦,୪୩୧ ମେଟ୍ରିକ୍ ଟନ୍ ଉତ୍ପାଦିତ ହେଉଛି। ଓଡ଼ିଶାରେ ସମ୍ବଲପୁର ଜିଲାର କୁଚିଣ୍ଡା, ସୁନ୍ଦରଗଡ଼ ଜିଲାର ପାନପୋଷ, ବଣାଇଁ,…
ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ
ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସେ ହେଲେ ହିମାଂଶୁ ବେହେରା। ତାଙ୍କୁ ସିଂଲା ଥାନା ପୋଲିସ…
ଜାପାନରେ ବ୍ରହ୍ମପୁର ଯୁବ ଇଞ୍ଜିନିୟର ଫସିବା ଘଟଣା: ପୁଅକୁ ଫେରାଇ ଆଣିବା ଲାଗି ସରକାରଙ୍କୁ ନିବେଦନ କଲେ ପରିବାରବର୍ଗ
ବ୍ରହ୍ମପୁର ଅଫିସ,୧୯।୨: ସାରା ବିଶ୍ୱବାସୀଙ୍କୁ ଏବେ କରୋନା ଭୟ ଘାରିଛି। ଏପରି ସ୍ଥିତିରେ ଜାପାନର ୟୋକୋହମା ଜଳ ସୀମା ଜାହାଜରେ ଗଞ୍ଜାମ ଜିଲାର ବ୍ରହ୍ମପୁର ପନ୍ଦରା ସାହିର ଜଣେ ଯୁବ ଇଞ୍ଜିନିୟର ଫସି ରହିଛନ୍ତି । ସେ ହେଉଛନ୍ତି ଲିଙ୍ଗରାଜ ନାୟକଙ୍କ…
ମ୍ୟୁଜିକାଲ ଫିଲ୍ମ ‘୯୯ ସଙ୍ଗସ୍’ର ଟ୍ରେଲର ରିଲିଜ
ସଂଗୀତ ମାଧ୍ୟମରେ ସାରା ବିଶ୍ୱକୁ ଦିଓ୍ବାନା କରିଥିବା ସଂଗୀତକାର ଏ.ଆର୍ ରହମାନଙ୍କ ସିନେମା ‘୯୯ ସଙ୍ଗ୍ସ’ର ଟ୍ରେଲର ରିଲିଜ୍ ହୋଇଛି। ଏହା ଏକ ମ୍ୟୁଜିକାଲ ରୋମାଣ୍ଟିକ୍ ସିନେମା। ଏହାର ନିର୍ଦ୍ଦେଶନା ଦେଇଛନ୍ତି ବିଶ୍ୱେଶ କ୍ରିଷ୍ଣାମୂର୍ତ୍ତି। ଏଥିରେ ଇହାନ ଭଟ୍ଟ ଓ ଏଡଲ୍ସି…
ଶ୍ରାଦ୍ଧ ବାଷିର୍କୀରେ ପ୍ରସ୍ତୁତ ହେଲା ମୃତଦେହ ଭଳି କେକ୍
ବିଶ୍ୱର କେତେକ ଦେଶରେ ଲୋକଙ୍କ ରହଣି-ସହଣି ଓ ଖାଦ୍ୟ-ପାନୀୟ ମଧ୍ୟ ଭିନ୍ନ ହୋଇଥାଏ। ଜୀବନ ଜିଇଁବାଠାରୁ ଆରମ୍ଭ କରି ମରଣ ପର୍ଯ୍ୟନ୍ତ ସବୁ ଧର୍ମର ପ୍ରଥା ପରମ୍ପରା ଅଲଗା ହୋଇଥାଏ। ପରିବର୍ତ୍ତିତ ସମାଜରେ ଲୋକଙ୍କ ରହିବା ଢ଼ଙ୍ଗ ବଦଳୁଛି। ଏଥିସହ ନିଜ…
ତରମାକାନ୍ତ ଜଙ୍ଗଲରୁ ମିଳିଲା ହାତୀର ମୃତଦେହ
କେନ୍ଦୁଝର,୧୯।୨(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିନସ୍ଥ ବାଂଶପାଳ ବ୍ଲକର ତରମାକାନ୍ତ ନିକଟ ଜଙ୍ଗଲରୁ ଏକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଏହାକୁ ଦେଖି ବନ ବିଭାଗକୁ ଜଣାଇବା ପରେ ବନ ବିଭାଗ କର୍ମଚାରୀ ପ୍ରାଣୀ ଚିକିତ୍ସକଙ୍କ ସହିତ…
Archives


