Home

୧୫ ସରକାରୀ ଦସ୍ତାବିଜ୍‌ ବି ପ୍ରମାଣ କରିପାରିଲାନି ମହିଳାଙ୍କ ଭାରତୀୟ ନାଗରିକତ୍ୱ

ଗୁଆହାଟି,୧୯।୨: ଆସାମର ଜଣେ ୫୦ ବର୍ଷ ବୟସ୍କା ମହିଳା ୧୫ଟି ସରକାରୀ ଦସ୍ତାବିଜ୍‌ ଦାଖଲ କରିବା ପରେ ମଧ୍ୟ ନିଜର ଭାରତୀୟ ନାଗରିକତ୍ୱ ପ୍ରମାଣ କରି ପାରି ନାହାଁନ୍ତି। ଆସାମ ଫରେନ୍‌ ଟ୍ରିବ୍ୟୁନାଲ ଏବେ ତାଙ୍କୁ ବିଦେଶୀ ବୋଲି ଘୋଷଣା କରିଛନ୍ତି।…

ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ଅଫିସ,୧୯।୨: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମହାପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରୁଛନ୍ତି ଭକ୍ତ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସକାଳ ସାଢ଼େ ୮ଟାରେ…

ନିଲାମ ହେବ ଆଇନ୍‌ଷ୍ଟାଇନଙ୍କ ପିଲାଦିନର ଖେଳନା

ନ୍ୟୁୟର୍କ: ଆର୍ଲବଟ ଆଇନ୍‌ଷ୍ଟାଇନଙ୍କ ପିଲାଦିନର ପ୍ରିୟ ଖେଳନା ମୋଜାଇକ୍‌ ପର୍ଲ ଗେମ୍‌ ଆସନ୍ତା ମାସରେ ନିଲାମ ହେବ। ଏହା ୬୦ ହଜାର ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୪୨.୯୨ ଲକ୍ଷ ଟଙ୍କାରେ ନିଲାମ ହେବ। ଏହି ଖେଳନାରେ ୫୨୦ଟି ରଙ୍ଗୀନ ମୋତି…

୩୦ ମିନିଟ୍‌ରେ ୬୦୦ ମିଟର ନଦୀ ପାର ହେଲେ ଦିବ୍ୟାଙ୍ଗ ଛାତ୍ର

କୋଚି: ଆଖି ବନ୍ଦ ସମୟରେ ସ୍ବପ୍ନ ତ ନିଶ୍ଚିତ ଆସେ। କିନ୍ତୁ ଏହି ସ୍ବପ୍ନକୁ ପୂରା କରିବା ପାଇଁ ଆଖିର ଆବଶ୍ୟକତା ଢେର୍‌ ଅଧିକ। ଆଖି ନ ଥାଇ ସ୍ବପ୍ନକୁ ସାକାର କରିଛନ୍ତି ଜଣେ ଦିବ୍ୟାଙ୍ଗ ବାଳକ। ତାଙ୍କର ଚକ୍ଷୁ ନ…

ଝିଟିିପିଟିର ଜୀବନ ବଞ୍ଚାଇ ରାତାରାତି ଷ୍ଟାର ପାଲଟିଲେ ଏହି ବ୍ୟକ୍ତି

ଏକ ଝିଟିପିଟିର ଜୀବନ ବଞ୍ଚାଇ ସୋସିଆଲ ମିଡିଆରେ ରାତାରାତି ଷ୍ଟାର ପାଲଟିଛନ୍ତି ଅଷ୍ଟ୍ରେଲିଆର ଜଣେ ବ୍ୟକ୍ତି। ତାଙ୍କୁ ଏବେ ଚାରିଆଡୁ ବାଃ ବାଃ ମିଳିଛି। ଏହି ବ୍ୟକ୍ତି ଜଣଙ୍କ ସ୍ଥାନୀୟ ଏକ ବାର୍‌ରେ ବସି ମଦ୍ୟପାନ କରୁଥିବାବେଳେ ହଠାତ୍‌ ତାଙ୍କ ଗ୍ଲାସରେ…

ଏଏପିର ଉଦାର ହିନ୍ଦୁତ୍ୱ: ଭାଜପା ସମେତ ଅନ୍ୟ ଦଳ ପାଇଁ ଆଣିଛି ବିପଦ ଘଣ୍ଟି !

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଉଦାର ହିନ୍ଦୁତ୍ୱ ଛବି ବେଶ୍‌ ସଫଳ ରହିଛି। ଏହାଯୋଗୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପୁଣି ଥରେ ୬୨ ଆସନ ବଳରେ କ୍ଷମତା ଦଖଲ କରିଛନ୍ତି। କେଜରିଓ୍ବାଲ ନିଜକୁ ହନୁମାନଙ୍କ ଭକ୍ତ ବୋଲି…

ଟଏଲେଟ୍‌ ଭିତରେ ବସି ଗୀତ ଶୁଣୁଛନ୍ତି ଧୋନୀ, ଭିଡିଓ ଭାଇରାଲ୍‌

ଭାରତକୁ ୨ଟି ବିଶ୍ୱକପ ବିଜୟୀ କରାଇଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। କ୍ରିକେଟ ଖେଳୁ ନ ଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ପ୍ରତିଦିନ ସୋସିଆଲ ମିଡିଆରେ ତାଙ୍କ ଫଟୋ ହେଉ…

ଓଜନ କମାଇବାକୁ ଚାହୁଁଥିଲେ…

ଲଣ୍ଡନ: ବ୍ରିଟେନ୍‌ର ବ୍ରିଘମ୍‌ ୟଙ୍ଗ୍‌ ୟୁନିଭର୍‌ସିଟିର ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ଓଜନ କମାଇବା ପାଇଁ ବ୍ୟାୟାମ ଜରୁରୀ। ତେଣୁ ବିଶେଷଜ୍ଞମାନେ ୧୨୦ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଅଧ୍ୟୟନ କରିଥିଲେ। ଏଥିରୁ ଜଣାପଡ଼ିଥିଲା ପ୍ରତିଦିନ ୧୦ ହଜାରରୁ ଅଧିକ ପାଦ…

ଫିଲ୍ମ ‘୮୩’ରେ ଦୀପିକାଙ୍କ ପ୍ରଥମ ଫଟୋ ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହୋଇଛି ଫିଲ୍ମ ‘୮୩’। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ଏହି ଫିଲ୍ମର ଗୋଟିଏ ପରେ ଗୋଟିଏ କଳାକାରଙ୍କୁ…

ଢେଙ୍କାନାଳ ଜିଲାର ୮୩ କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତ

ଢେଙ୍କାନାଳ ଅଫିସ,୧୯।୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଢେଙ୍କାନାଳ ଜିଲାରେ ୮୩ଟି କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ବ୍ରଜନାଥ ବଡଜେନା ହାଇସ୍କୁଲ ବୁଲି ଦେଖିଛନ୍ତି।…

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ: ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଚିତ୍ରକୋଣ୍ଡା,୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାଲକାନଗିରି ଜିଲା ଚିତ୍ର୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ଗୋଟି ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା…

ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରୁ ଉଦ୍ଧାର ପାଇଁ ମୋଦିଙ୍କ ସହାୟତା ଲୋଡିଲେ ଯୁବତୀ: ୧୩୮ ଭାରତୀୟଙ୍କୁ ସ୍ବଦେଶ ଫେରାଇ ନେବାକୁ କଲେ ଅନୁରୋଧ

ଟୋକିଓ,୧୯।୨: ଜାପାନର ଟୋକିଓରେ ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରେ ୧୩୮ ଭାରତୀୟଙ୍କୁ କରୋନା ସଂକ୍ରମଣ ଯାଞ୍ଚ୍‌ ପାଇଁ ଅଟକ ରଖାଯାଇଛି। ଇତିମଧ୍ୟରେ ୧୪ ଦିନ ବିତି ଯାଇଛି। ସେମାନଙ୍କୁ ଭାରତ ଫେରାଇ ନେବାକୁ ଉଦ୍ୟମ ହେଉ ନ ଥିବା ଏଥିରେ ଅଟକ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri