Home

ପ୍ରଖ୍ୟାତ ଅଭିନେତ୍ରୀ କିଶୋରୀ ବଲାଲଙ୍କ ପରଲୋକ

ବଲିଉଡ୍‌ର ପ୍ରଖ୍ୟାତ ଅଭିନେତ୍ରୀ କିଶୋରୀ ବଲାଲଙ୍କ ପରଲୋକ ହୋଇଯାଇଛି। ବେଙ୍ଗାଲୁରୁର ଏକ ଡାକ୍ତରଖାନାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। କେବଳ ବଲିଉଡ୍‌ ନୁହେଁ, କନ୍ନଡ ଫିଲ୍ମରେ ମଧ୍ୟ ସେ ଲୋକପ୍ରିୟତା ହାସଲ କରିଥିଲେ। ୧୯୬୦ ମସିହାରେ ସେ କନ୍ନଡ ଫିଲ୍ମରେ ଅଭିନୟ…

ପ୍ରେମିକାଙ୍କୁ ମନାଇବା ପାଇଁ ଯବାନ କଲେ ଏମିତି, ଫଟୋ ଭାଇରାଲ

ମସ୍କୋ: ଋଷିୟାନ୍‌ ସେନାର ଜଣେ ଯବାନ ନିଜର ଗାର୍ଲଫ୍ରେଣ୍ଡଙ୍କୁ ମନାଇବା ପାଇଁ ଏମିତି କିଛି କରିଛନ୍ତି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବାରମ୍ବାର ମନାଇବା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ଶେଷରେ ଏମିତି କିଛି ପ୍ଲାନିଂ କଲେ ଯେଉଁଥିରେ…

ସିଏଏକୁ ବିରୋଧ କରି ମୁସଲମାନ୍‌ ମହିଳା ହୋଇପାରିଛନ୍ତି ସଚେତନ: ସୁମିତ୍ରା ମହାଜନ

ନୂଆଦିଲ୍ଲୀ, ୧୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶରେ ବିରୋଧ ଜାରି ରହିଛି। ଏନେଇ କେତେକ ଭାଜପା ନେତା ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଦିଲ୍ଲୀର ଶାହିନବାଗ୍‌ରେ ସିଏଏ ବିରୋଧରେ ମୁସଲମାନ୍‌ ମହିଳା ମଧ୍ୟ ସାମିଲ୍‌ ହୋଇଛନ୍ତି। ଏହା ଏକ ସକାରାତ୍ମକ…

ଭୋଟର ପରିଚୟପତ୍ରର ହେବ ଆଧାର ଲିଙ୍କ୍‌: ମୋଦି ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ,୧୯।୨: ଖୁବ୍‌ ଶୀଘ୍ର ଭୋଟର ପରିଚୟ ପତ୍ରକୁ ଅଧାର ସହିତ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରୁଛନ୍ତି। ନିକଟରେ ଆଇନ ମନ୍ତ୍ରଣାଳୟ ସହିତ ନିର୍ବାଚନ ଆୟୋଗଙ୍କର ହୋଇଥିବା ବୈଠକରେ ଭୋଟର ହେବା ପାଇଁ ଆବଶ୍ୟକ ବୟସସୀମା,…

ମାଟ୍ରିକ ପରୀକ୍ଷା ଆରମ୍ଭ: ରାଜନଗରରେ ୨,୪୭୯ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

ରାଜନଗର, ୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାର ସକାଳ ୧୦ଟାରୁ ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୧୪ଟି ସେଣ୍ଟରରେ ୨,୪୭୯ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ୬ଟି ସେଣ୍ଟରରେ ସିସିଟିଭି ଲଗାଯାଇଛି।…

ମୋଦିି ମୋର ପସନ୍ଦ ତେବେ ଭାରତ ସହିତ ଏବେ ନୁହେଁ ବଡ଼ ବ୍ୟବସାୟିକ ଚୁକ୍ତି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୯।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତେବେ ଏହା ପୂର୍ବରୁ ଭାରତ ସହିତ ବଡ଼ ବ୍ୟବସାୟିକ ଚୁକ୍ତି ନେଇ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କଲା ପୁଣେର କମ୍ପାନୀ

ପୁଣେ,୧୯।୨: କରୋନା ସଂକ୍ରମଣ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ପୁଣେର ଏକ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ସ୍ଥାନୀୟ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଆମେରିକାନ୍‌ ବାୟୋଟେକ୍ନୋଲୋଜି ଫାର୍ମ କୋଡ଼ାଜେନିକ୍ସ୍‌ ସହାୟତାରେ ଏହି ପ୍ରତିଷେଧକ…

ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର ପହଞ୍ଚି ସାରିଥିବାବେଳେ ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ରର ଗେଟ ଖୋଲାଯାଇ ପରୀକ୍ଷାର୍ଥୀଙ୍କୁ…

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ ଡାକ୍ତରୀ ଦଳଙ୍କ ଦ୍ୱାରା ଏହାକୁ ୩୪ ବର୍ଷ ବୟସ୍କା ଜଣେ ମହିଳାଙ୍କଠାରେ ସଫଳତାର…

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା ଚଳଚ୍ଚିତ୍ର ଏବଂ ସେତେବେଳେ ପ୍ରକାଶିତ ହେଉଥିବା ପତ୍ରିକା ସମ୍ପର୍କରେ ଆଗାମୀ ପିଢ଼ିଙ୍କୁ ସୂଚନା ଦେବାରେ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀର ତ୍ରାଲର ଅଓ୍ବନ୍ତିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନେ ଗଜବତ୍‌-ଅଲ୍‌- ହିନ୍ଦ୍‌ର ସଦସ୍ୟ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ…

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri